୬ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୨୧।୧୨: ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ସଂଖ୍ୟାରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଲଗାତାର ୧୧ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ୫ ହଜାର ୩୨୬ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୪୫୩ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସେହିପରି ୮ ହଜାର ୪୩ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୩୮ ପ୍ରତିଶତ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା ୭୯ ହଜାର ୯୭ ରହିଛି। ସାପ୍ତାହିକ ପଜିଟିଭ୍‌ ହାର ୦.୭୧ ପ୍ରତିଶତରୁ କମ୍‌ ରହିଛି। ଦୈନିକ ପଜିଟିଭିଟି ହାର ୦.୬୪ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୨୪ ପ୍ରତିଶତରେ ପହଞ୍ଚିଛି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୭୮ ହଜାର ୭ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୭ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୧୩୮ କୋଟି ୩୪ ଲକ୍ଷ ୭୮ ହଜାର ୧୮୧ ଜଣଙ୍କୁ ଟିକାଦାନ ସରିଛି। ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୪୧ ଲକ୍ଷ ୯୫ ହଜାର ୬୦ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

CJP ବିରୋଧ ମଧ୍ୟରେ ରାହୁଲ ଗାନ୍ଧୀଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ: ’…ଗଣତନ୍ତ୍ରର ସୁଧାର ପୁନର୍ବାର ଆରମ୍ଭ ହେବ’

ନୂଆଦିଲ୍ଲୀ,୧୦।୧୦: CJP ବିରୋଧ ପ୍ରଦର୍ଶନ ମଧ୍ୟରେ, ରାହୁଲ ଗାନ୍ଧୀ ଗତକାଲି ‘ଇଣ୍ଡିଆ’ (INDIA) ମେଣ୍ଟର ନେତାମାନଙ୍କ ସହ ଏକ ବୈଠକ କରିଥିଲେ ଏବଂ ସେଥିରେ ମୋଦି ସରକାରଙ୍କୁ…

‘ଅଙ୍ଗୁର ଖଟା’, CJP ବିରୋଧ ପ୍ରଦର୍ଶନ ମଧ୍ୟରେ କାହିଁକି ଏପରି କହିଲେ କଙ୍ଗନା ରାନାଓ୍ବତ? ବୟାନ ହେଲାଣି ଭାଇରାଲ

ନୂଆଦିଲ୍ଲୀ,୧୦।୧୦: ଦିଲ୍ଲୀର ଜନ୍ତର ମନ୍ତର ଠାରେ କଂଗ୍ରେସ ଦଳ ଦ୍ୱାରା ଆୟୋଜିତ ବିକ୍ଷୋଭ ଏବଂ ତା’ପରେ ରାଷ୍ଟ୍ରପତିଙ୍କ ସହ ରାହୁଲ ଗାନ୍ଧୀଙ୍କ ସାକ୍ଷାତକୁ ନେଇ ଭାଜପା ସାଂସଦ…

ଏବେ କିଏ ନେବେ CJPର ନେତୃତ୍ୱ? ଏକ୍ସରେ ଅଭିଜିତ ଦୀପକେ କହିଲେ ‘ବର୍ତ୍ତମାନ…’

ନୂଆଦିଲ୍ଲୀ,୧୦।୧୦: ଦିଲ୍ଲୀ ପୋଲିସ ଦ୍ୱାରା ଦଳର ନେତା ଅଭିଜିତ ଦୀପକେ, ସୌରଭ ଦାସ ଏବଂ ଆଶୁତୋଷ ରଙ୍କାଙ୍କୁ ଅଟକ ରଖାଯିବା ପରେ ‘କକରୋଚ ଜନତା ପାର୍ଟି’ (CJP)…

8th Pay Commissionକୁ ନେଇ କେନ୍ଦ୍ର ସରକାରୀ କମଚାରୀଙ୍କ ପାଇଁ ଆସିଲା ବଡ଼ ଅପଡେଟ,ଜାଣନ୍ତୁ କେବେ ମିଳିବ ବର୍ଦ୍ଧିତ ଦରମା

ନୂଆଦିଲ୍ଲୀ,୧୦।୧୦: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀମାନେ ଅଷ୍ଟମ ବେତନ ଆୟୋଗ (8th Pay Commission)କୁ ଅପେକ୍ଷା କରି ରହିଛନ୍ତି। ଏହା କାର୍ଯ୍ୟକାରୀ ହେଲେ କର୍ମଚାରୀଙ୍କ ମୂଳ…

ଅଭିଜିତ, ସୌରଭ, ଆଶୁତୋଷ ହେପାଜତରେ; ସେମାନଙ୍କୁ କେତେ ସମୟ ପର୍ଯ୍ୟନ୍ତ ଅଟକ ରଖାଯିବ? ଜାଣନ୍ତୁ ଅପଡେଟ

ନୂଆଦିଲ୍ଲୀ,୧୦।୧୦: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ବିକ୍ଷୋଭ ପ୍ରଦର୍ଶନ କରିବା ଏବଂ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କରିବାକୁ ପହଞ୍ଚିଥିବା ‘କକରୋଚ ଜନତା ପାର୍ଟି’ର ନେତା…

ମୁହଁ ଖୋଲିଲେ ଦୀପକେଙ୍କ ମାଆ, ସିଧା କହିଲେ ଦେଖିନେବି…

ନୂଆଦିଲ୍ଲୀ,୧୦।୧୦: କକରୋଚ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଦିଲ୍ଲୀ ବିମାନବନ୍ଦରରେ ଅଟକ ରଖାଯିବା ଘଟଣାକୁ ନେଇ ତାଙ୍କ ପିତାମାତା ସରକାରଙ୍କ ଉପରେ ଗମ୍ଭୀର ପ୍ରଶ୍ନ ଉଠାଇଛନ୍ତି।…

ସିଜେପି ଆନ୍ଦୋଳନକୁ ମିଳିଲା ସୁପ୍ରିମକୋର୍ଟ ଓକିଲଙ୍କ ସମର୍ଥନ, CJI କହିଲେ…

ନୂଆଦିଲ୍ଲୀ,୧୦ା୧୦: ଦିଲ୍ଲୀରେ କକରୋଚ ଜନତା ପାର୍ଟି(ସିଜେପି)ର ପ୍ରଦର୍ଶନକୁ ମିଳିଛି ସୁପ୍ରିମକୋର୍ଟ ଓକିଲଙ୍କ ସମର୍ଥନ।ଫଳରେ ମୁଖ୍ୟ ନିର୍ବାଚନ ଆୟୁକ୍ତ ଜ୍ଞାନେଶ କୁମାରଙ୍କ ବିରୋଧରେ ଜାରି ଆନ୍ଦୋଳନ ଆହୁରି ତୀବ୍ର…

ଦିଲ୍ଲୀ ଆନ୍ଦୋଳନ ସମୟରେ ଅଭିଜିତ ଦୀପ୍‌କେଙ୍କ ଘରୁ ଆସିଲା ଏହି ଦୁଃଖଦ ଖବର, ଭାଙ୍ଗିପଡ଼ିଛନ୍ତି ପୂରା ପରିବାର

ନୂଆଦିଲ୍ଲୀ,୧୦ା୧୦: ଦିଲ୍ଲୀର ଜନ୍ତରମନ୍ତରଠାରେ କକ୍ରୋଚ୍ ଜନତା ପାର୍ଟି (ସିଜେପି ) ପକ୍ଷରୁ ଚାଲିଥିବା ଆନ୍ଦୋଳନ ଏବଂ ଗିରଫଦାରୀ ମଧ୍ୟରେ ସିଜେପି ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେଙ୍କ ପରିବାରରୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?