୬ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୫।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗିଛି। ଦୈନିକ ସଂକ୍ରମଣ ୬ ହଜାର ତଳେ ରହିଛି। ଦୈନିକ ସଂକ୍ରମଣ ୫ ହଜାର ୯୨୧ ରେ ପହଞ୍ଚିଛି। ଦେଶରେ କରୋନାରେ ଏହି ସମୟ ମଧ୍ୟରେ ୨୮୯ ଜଣଙ୍କ ମୃତ୍ୟୁ ଘଟିଛି। ଗତ ୨୪ ଘଣ୍ଟାରେ ୧୧ ହଜାର ୬୫୧ ଜଣ ସୁସ୍ଥ ହୋଇଛନ୍ତି।

ଅପରପକ୍ଷରେ ସକ୍ରିୟ ମାମଲା କମିବାରେ ଲାଗିଛି। ଏହି ସମୟରେ ସକ୍ରିୟ ମାମଲା ୬୩ ହଜାର ୮୭୮ ରେ ପହଞ୍ଚିିଛି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୧୪ ହଜାର ୮୭୮ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୨୯ ଲକ୍ଷ ୫୭ ହଜାର ୪୭୭ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୩ ଲକ୍ଷ ୭୮ ହଜାର ୭୨୧ ଜଣ ସୁସ୍ଥ ହୋଇ ସାରିଛନ୍ତି।

ସୂଚନାଯୋଗ୍ୟ, ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୭୮ କୋଟି ୬୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୭୭ କୋଟରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି।

ଗତ ୨୪ ଘଣ୍ଟାରେ କେରଳର ସର୍ବାଧିକ ୨,୧୯୦ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ମହାରାଷ୍ଟ୍ରରେ ୫୨୫ ରେ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ୪ ପର୍ଯ୍ୟନ୍ତ ସ୍କୁଲ ବନ୍ଦ

ଲକ୍ଷ୍ନୌ,୩୧।୩: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଉତ୍ତର ପ୍ରଦେଶ ସରକାର ରାଜ୍ୟର ୮ମ ପର୍ଯ୍ୟନ୍ତ ସମସ୍ତ ସ୍କୁଲ...

ଚାଇନାରେ ପାଟିରେ ଦିଆଯାଉଥିବା କରୋନା ଟିକାକରଣ ଆରମ୍ଭ, ବେଜିଂରେ ମନୋରଞ୍ଜନ ପାର୍କ ବନ୍ଦ…

ବେଜିଂ,୨୭।୧୦ : ଚାଇନାର ସାଂଘାଇରେ ପାଟିରେ ଦିଆ ଯାଉଥିବା ଛୁଞ୍ଚି ବିହୀନ କରୋନା ଟିକାକରଣ ଆରମ୍ଭ ହୋଇଛି। ସହରର ଏକ ସରକାରୀ ସୋସିଆଲ ମିଡିଆ ଆକାଉଣ୍ଟରେ...

ବିଦେଶୀ ଗଣମାଧ୍ୟମରେ ‘କଶ୍ମୀର’: ପିଟନାହିଁ, ଗୁଳିକର

ଶ୍ରୀନଗର, ୩୧ା୮ :ଜମ୍ମୁ-କଶ୍ମୀରର ସ୍ବାୟତ୍ତତା ପ୍ରତ୍ୟାହାର ପରେ ଉପତ୍ୟକାବାସୀଙ୍କ ଉପରେ ଭାରତୀୟ ସୁରକ୍ଷା ବଳର ବର୍ବରତା ଓ ନିର୍ଯାତନାକୁ ନେଇ ଅନେକ ଅଭିଯୋଗ ସାମ୍ନାକୁ ଆସିଛି।...

ବାୟୁସେନା ହେଲିକପ୍ଟର ଖସାଇବା ଘଟଣା: କୋର୍ଟ ମାର୍ଶାଲର ସମ୍ମୁଖୀନ ହେବେ ୨ ଅଧିକାରୀ

ନୂଆଦିଲ୍ଲୀ, ୧୫ା୧୦: ଗତ ଫେବୃୟାରୀ ୧୭ରେ ଭାରତୀୟ ବାୟୁସେନାର ଏକ ହେଲିକପ୍ଟରକୁ ଅଜାଣତରେ ମିଶାଇଲ ମାଡ଼ କରି ଖସାଇବା ଘଟଣାରେ ୨ ଅଧିକାରୀ କୋର୍ଟ ମାର୍ଶାଲର...

୩୭୦ ଉଚ୍ଛେଦରୁ ରାମମନ୍ଦିର ଶିଳାନ୍ୟାସ

ନୂଆଦିଲ୍ଲୀ,୫ା୮: ୨୦୧୯ ଅଗଷ୍ଟ ୫ରେ ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦କୁ କେନ୍ଦ୍ର ସରକାର ଉଚ୍ଛେଦ କରିଦେଇଥିଲେ। ଏହାସହ ଜମ୍ମୁ-କଶ୍ମୀର ପାଇଁ ଥିବା...

୧୧ ଅକ୍ଟୋବରରେ ଭାରତ ଆସିବେ ଚାଇନା ରାଷ୍ଟ୍ରପତି

ନୂଆଦିଲ୍ଲୀ,୯।୧୦: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଆସନ୍ତା ୧୧ ଓ ୧୨ ତାରିଖରେ ଭାରତ ଆସିବାର କାର୍ଯ୍ୟକ୍ରମ ରହିଛି। ଚେନ୍ନାଇଠାରେ ଏହି ସମୟରେ ଜିନପିଙ୍ଗ ପ୍ରଧାନମନ୍ତ୍ରୀ...

ଦିନକ ମଧ୍ୟରେ ଉତ୍ତର ଦିଅ

ନୂଆଦିଲ୍ଲୀ,୭।୧: ପଞ୍ଜାବର ଫିରୋଜପୁରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷା ବ୍ୟବସ୍ଥାରେ ତ୍ରୁଟି ଉପରେ ଭଠିଣ୍ଡା ପୋଲିସକୁ ନୋଟିସ ଜାରି କରିଛି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ। ଉତ୍ତର...

ସେନା ପ୍ରତ୍ୟାହାର ଚାହାନ୍ତି ଯୁବପିଢ଼ି

ଦୋହା,୧୬।୩: ଜମ୍ମୁ-କଶ୍ମୀରରୁ ଭାରତୀୟ ସେନା ହଟିଯାଉ ବୋଲି ସେଠାକାର ଯୁବପିଢ଼ି ଚାହାନ୍ତି। କଶ୍ମୀରର ୯୦%ରୁ ଊର୍ଦ୍ଧ୍ୱ କଲେଜ ଓ ବିଶ୍ୱବିଦ୍ୟାଳୟ ଛାତ୍ରୀଛାତ୍ର ଉପତ୍ୟକାରୁ ସମ୍ପୂର୍ଣ୍ଣ ସେନା...

Advertisement
Archives

Model This Week