୭ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୩।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗିଛି। ଦୈନିକ ସଂକ୍ରମଣ ୭ ହଜାର ତଳେ ରହିଛି। ଦୈନିକ ସଂକ୍ରମଣ ୬ ହଜାର ୫୬୧ ରେ ପହଞ୍ଚିଛି।

ଦେଶରେ କରୋନାରେ ଏହି ସମୟ ମଧ୍ୟରେ ୧୪୨ ଜଣଙ୍କ ମୃତ୍ୟୁ ଘଟିଛି। ଗତ ୨୪ ଘଣ୍ଟାରେ ୧୪ ହଜାର ୯୪୭ ଜଣ ସୁସ୍ଥ ହୋଇଛନ୍ତି। ଅପରପକ୍ଷରେ ସକ୍ରିୟ ମାମଲା କମିବାରେ ଲାଗିଛି। ଏହି ସମୟରେ ସକ୍ରିୟ ମାମଲା ୭୭ ହଜାର ୧୫୨ ରେ ପହଞ୍ଚିିଛି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୧୪ ହଜାର ୩୮୮ ଛୁଇଁଛି।

ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୨୯ ଲକ୍ଷ ୪୫ ହଜାର ୧୬୦ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୩ ଲକ୍ଷ ୫୩ ହଜାର ୬୨୦ ଜଣ ସୁସ୍ଥ ହୋଇ ସାରିଛନ୍ତି।

ସୂଚନାଯୋଗ୍ୟ, ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୭୮ କୋଟିରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୭୬ କୋଟି ୭୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି।

ଗତ ୨୪ ଘଣ୍ଟାରେ କେରଳର ସର୍ବାଧିକ ୨,୩୭୩ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ମିଜୋରାମ୍‌ରେ ୬୮୦ ଏବଂ ମହାରାଷ୍ଟ୍ରରେ ୫୪୪ ରେ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀର ଦୂଷିତ ପାଣି ପିଉଛନ୍ତି ଗ୍ରାମବାସୀ

ମହାକାଳପଡ଼ା,୧୫ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟ୍‌ଛେଲା ଗ୍ରାମରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ମହିଳାମାନେ ପାନୀୟଜଳ ସମସ୍ୟା ଯୋଗୁ ଗଡ଼ିଆ, ପୋଖରୀର…

ଆମେରିକା-ଇରାନ ଚୁକ୍ତି ଭାରତର ବଲ୍ଲେ-ବଲ୍ଲେ: ପାଇବ ସର୍ବାଧିକ ଲାଭ

ନୂଆଦିଲ୍ଲୀ,୧୫।୬: ମାସ ମାସର ସଂଘର୍ଷ ପରେ, ଶେଷରେ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ହୋଇଛି। ଡୋନାଲ୍ଡ ଟ୍ରମ୍ପ ଏବଂ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଶେହବାଜ…

ସର୍ଟସର୍କିଟ୍‌ରୁ ଅଗ୍ନିକାଣ୍ଡ: ୩ ବଖରା ଘର ଜଳିପୋଡ଼ି ଛାରଖାର

ତିହିଡି,୧୫।୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନସ୍ଥ କୋଠାର ପଞ୍ଚାୟତର ମହନ୍ତ ସାହିରେ ସୋମବାର ଏକ ଅଭାବନୀୟ ଅଗ୍ନିକାଣ୍ଡ ଘଟିଛି। ଗ୍ରାମର ସୁବାସ ଚନ୍ଦ୍ର ସେଠୀ…

ଘାସ କାଟିବାକୁ ଯାଇଥିଲେ ମହିଳା, ନିଶାଦେଇ ଗଣବଳାତ୍କାର କଲେ ୫ ଯୁବକ: ଆଉ ତା’ପରେ…

ମୁଜାଫରନଗର(ଉତ୍ତର ପ୍ରଦେଶ), ୧୫ା୬ (ପି.ଟି.):ଉତ୍ତର ପ୍ରଦେଶର ମୁଜାଫରନଗର ଜିଲାରେ ଜଣେ ୨୪ ବର୍ଷୀୟା ମହିଳାଙ୍କୁ ନିଶାଦ୍ରବ୍ୟ ପିଆଇ ୫ ଜଣ ଯୁବକ ଗଣବଳାତ୍କାର କରିଥିବା ରବିବାର ପୋଲିସ…

ଚାଷଜମିରେ କାଳ ସାଜିଲା ବଜ୍ରପାତ, ନାବାଳକଙ୍କ ଜୀବନ ଗଲା,୨ ଗୁରୁତର ହୋଇ…

ଅମରପାଲି,୧୫ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କମିରା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଥିବାବେଳେ ଆଉ ଦୁଇଜଣ ଯୁବକ…

ହଜାର ହଜାର ଟଙ୍କା ବଢିଲା ସୁନା-ରୁପା ଦର: ୧୦ ଗ୍ରାମ ପିଛା ଅଛି…

ନୂଆଦିଲ୍ଲୀ,୧୫।୬: ବିଶ୍ୱ ସ୍ତରରେ ଘଟୁଥିବା ଭୂରାଜନୈତିକ ପରିବର୍ତ୍ତନର ସିଧାସଳଖ ପ୍ରଭାବ ଆଜି ଘରୋଇ ଅଳଙ୍କାର ବଜାର ଉପରେ ପଡ଼ିଛି। ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି…

ବଜ୍ରପାତରେ ଚାଲିଗଲା ଯୁବକଙ୍କ ଜୀବନ

କଳାହାଣ୍ଡି,୧୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଗୋକୁଳେଶ୍ୱର ଗ୍ରାମର ଜଣେ ଯୁବକଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣଙ୍କ ହେଲେ ଗୋଲକ ଗଉଡ଼(୧୮)। ରବିବାର…

ଭାରସାମ୍ୟ ହରାଇ ଟ୍ୟାଙ୍କର୍‌ ଦୁର୍ଘଟଣା: ଗାଡି ଭିତରେ ଚାପି ହୋଇଗଲେ

ଲାଞ୍ଜିଗଡ,୧୫।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣା ଓ ରାୟଗଡ଼ାକୁ ସଂଯୋଗ କରୁଥିବା ୬ନମ୍ବର ରାଜ୍ୟ ରାଜପଥ ଢ଼େପଗୁଡାଠାରେ ଏକ ଆଲୁମିନା ପାଉଡର ବୋଝେଇ ବଲକର ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri