ଦୈନିକ ସଂକ୍ରମଣ ୮୦ ତଳେ…

ନୂଆଦିଲ୍ଲୀ, ୧୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି ସକ୍ରିୟ ମାମଲାରେ ହ୍ରାସ ଦେଖିବାକୁ ମିଳିଛି। ଗତ ୨୪ ଘଣ୍ଟାରେ ସକ୍ରିୟ ମାମଲା ୩ ହଜାରରୁ କମ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି କମି ୮୦ ତଳେ ରହିଛି। ଗତ ୨୪ ଘଣ୍ଟାରେ ଏହା ୭୯ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୯୨ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ଶୂନ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ଶୂନ ଥିଲା।

ଏହି ସମୟରେ ସକ୍ରିୟ ମାମଲା ୨ ହଜାର ୨୪୮ ରେ ପହଞ୍ଚିଛି। ଗୋଟିଏ ଦିନତଳେ ଏହା ୨ ହଜାର ୩୫୦ ଥିଲା। ସେହିପରି ୨୪ ଘଣ୍ଟାରେ ୧୮୧ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧୯୨ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୧ ହଜାର ୮୯୨ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୯ ଲକ୍ଷ ୯୨ ହଜାର ୯୬୦ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୪ ଲକ୍ଷ ୫୮ ହଜାର ୮୨୦ ଜଣ ସୁସ୍ଥ ହୋଇ ସାରିଛନ୍ତି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁସାରେ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୧ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୮ ପ୍ରତିଶତରେ ପହଞ୍ଚିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦି ଦେଇଥିବା ପ୍ରତିଶ୍ରୁତିକୁ ମନେପକାଇ ଦେଲେ ଖାର୍ଗେ, କହିଲେ ଆପଣ ବୁଣୁଥିଲେ ମିଛର ମାୟାଜାଲ

ନୂଆଦିଲ୍ଲୀ,୧୪।୭: ବେରୋଜଗାରୀ ବୃଦ୍ଧି ଏବଂ ଚାକିରି ହ୍ରାସ ପ୍ରସଙ୍ଗରେ କଂଗ୍ରେସ ଏବଂ ଭାଜପା ମଧ୍ୟରେ ପୁଣିଥରେ ବାକ୍‌ ଯୁଦ୍ଧ ଆରମ୍ଭ ହୋଇଛି। ଚାକିରି ପ୍ରସଙ୍ଗରେ କଂଗ୍ରେସ...

ମଣିପୁରରେ ଥମୁନି ହିଂସା! ଉଗ୍ରବାଦୀଙ୍କ ଆକ୍ରମଣରେ ଜଣେ ଯବାନ ଶହୀଦ

ଇମ୍ଫାଲ,୧୪।୭: ମଣିପୁରର ଜିରିବାମ ଜିଲାରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ପୋଲିସ ସହିତ ମିଳିତ ପାଟ୍ରୋଲିଂ ଦଳ ସନ୍ଦିଗ୍ଧ ଆତଙ୍କବାଦୀଙ୍କ ଉପରେ ଆକ୍ରମଣ...

ଝାଡ଼ଖଣ୍ଡ ବିଧାନସଭା ପାଇଁ ଭାଜପାର ଏହି ଦୁଇ ରଣନୀତି ପ୍ରସ୍ତୁତ

ରାଞ୍ଚି,୧୪ା୭: ଝାଡ଼ଖଣ୍ଡର ସହରାଞ୍ଚଳ ନିର୍ବାଚନମଣ୍ଡଳୀରେ ଅନ୍ୟ ପଛୁଆ ବର୍ଗ ଏବଂ ଅନ୍ୟାନ୍ୟ ଜାତି ସହିତ ଆଦିବାସୀ ସମ୍ପ୍ରଦାୟ ପ୍ରତି ଦଳର ଆଭିମୁଖ୍ୟକୁ ପୁନର୍ବାର ଆକୃଷ୍ଟ କରିବାର...

‘କଂଗ୍ରେସ ଭସ୍ମାସୂର, ଆପଣଙ୍କୁ ଶୀଘ୍ର ଭସ୍ମ କରିଦେବ’, ଅଖିଳେଶଙ୍କୁ ଉପଦେଶ ଦେଲେ ଭୁପେନ୍ଦ୍ର ଚୌଧୁରୀ

ନୂଆଦିଲ୍ଲୀ,୧୪।୭: ଭାରତୀୟ ଜନତା ପାର୍ଟି (ଭାଜପା) ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ରବିବାର ଲକ୍ଷ୍ନୌରେ ଦଳର ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ଅଧ୍ୟକ୍ଷତା କରିଥିଲେ। ଉତ୍ତରପ୍ରଦେଶରେ ୨୦୨୪...

ଇତିହାସ ରଚିବେ ନିର୍ମଳା ସୀତାରାମନ

ନୂଆଦିଲ୍ଲୀ,୧୪।୭: ଜୁଲାଇ ୨୩ରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ କେନ୍ଦ୍ର ବଜେଟ ୨୦୨୪-୨୫ ଉପସ୍ଥାପନ କରିବେ। ଏହା ସହ ଅର୍ଥମନ୍ତ୍ରୀ ଇତିହାସ ସୃଷ୍ଟି କରିବାକୁ ଯାଉଛନ୍ତି। କ୍ରମାଗତ...

୧୩ରୁ ୧୧ରେ ହାରିଲେ, ଗୋଟିଏ ଆସନରେ…,ଭାଜପାକୁ ଟାର୍ଗେଟ କଲେ କଂଗ୍ରେସ ନେତା ପ୍ରମୋଦ ତିଓ୍ବାରୀ

ନୂଆଦିଲ୍ଲୀ,୧୪।୭: ଲୋକ ସଭା ନିର୍ବାଚନ ପରେ ୭ଟି ରାଜ୍ୟର ୧୩ଟି ବିଧାନସଭା ଆସନରେ ଅନୁଷ୍ଠିତ ଉପ-ନିର୍ବାଚନରେ ବିରୋଧୀ ଦଳର ଇଣ୍ଡିଆ ମେଣ୍ଟ ଏକ ବଡ଼ ବିଜୟ...

ଥରିଲା ବିଶ୍ୱ: ଇନ୍ଦିରା ଗାନ୍ଧୀଙ୍କ ଠାରୁ ସିଞ୍ଜୋ ଆବେଙ୍କ ପରି ବିଶ୍ୱର ବଡ଼ ବଡ଼ ନେତାଙ୍କୁ ହୋଇଛି ମରଣାତ୍ମକ ଆକ୍ରମଣ, ହରାଇଛନ୍ତି ଜୀବନ…

ନୂଆଦିଲ୍ଲୀ,୧୪।୭: ଆମେରିକାରେ ଏକ ରାଲିରେ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ହୋଇଛି ମରାଣାତ୍ମକ ଆକ୍ରମଣ। ପେନସିଲଭାନିଆରେ ଏକ ନିର୍ବାଚନ ରାଲିରେ ତାଙ୍କୁ ଗୁଳି କରାଯାଇଛି।...

ଚନ୍ଦ୍ରୟାନ-୩କୁ ପୂରିଲା ବର୍ଷେ, ଜାଣନ୍ତୁ କିପରି ଥିଲା ସମ୍ପୂର୍ଣ୍ଣ ଯାତ୍ରା…

ନୂଆଦିଲ୍ଲୀ,୧୪ା୭: ଜୁଲାଇ ୧୪ ଅର୍ଥାତ୍‌ ଆଜିର ଦିନରେ ଇତିହାସ ରଚିଥିଲା ଭାରତ। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ସଫଳତାର ସହ ୧୪ ଜୁଲାଇ ୨୦୨୩ରେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri