Posted inଜାତୀୟ

ଦୈନିକ ସଂକ୍ରମଣ ୯ ଶହ ତଳେ…

ନୂଆଦିଲ୍ଲୀ, ୧୮।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି ସକ୍ରିୟ ମାମଲାରେ ହ୍ରାସ ଦେଖିବାକୁ ମିଳିଛି। ଗତ ୨୪ ଘଣ୍ଟାରେ ସକ୍ରିୟ ମାମଲା ୧୧ ହଜାରରୁ କମ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୯ ଶହରୁ କମ ରହିଛି। ଗତ ୨୪ ଘଣ୍ଟାରେ ଏହା ୮୯୯ ଛୁଇଁଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧୩ ରେ ପହଞ୍ଚିଛି। ଏହି ସମୟରେ ସକ୍ରିୟ ମାମଲା ୧୦ ହଜାର ୧୭୯ ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୨,୧୦୦ ଜଣ ସୁସ୍ଥ ହୋଇଛନ୍ତି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୧ ହଜାର ୭୯୦ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୯ ଲକ୍ଷ ୮୪ ହଜାର ୫୮ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୪ ଲକ୍ଷ ୪୨ ହଜାର ୬୫ ଜଣ ସୁସ୍ଥ ହୋଇ ସାରିଛନ୍ତି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ…

ମଡେଲଙ୍କୁ ଛୁରିଭୁସି ହତ୍ୟା

ନୂଆଦିଲ୍ଲୀ,୨୭ା୮: ଦିଲ୍ଲୀର ତିଲକନଗର ଅଧୀନ ନ୍ୟୁ ମହାବୀରନଗର ଅଞ୍ଚଳରେ ଏକ ଭଡ଼ାଘରେ ଜଣେ ୨୧ ବର୍ଷୀୟା ଛାତ୍ରୀ ତଥା ମଡେଲଙ୍କୁ ଛୁରିଭୁସି ହତ୍ୟା କରାଯାଇଛି। ମୁସ୍କାନ ନାମ୍ନୀ…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

କାଲି କେତେବେଳେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ ଫଟାଫଟ୍‌ କେମିତି କରିବେ ଚେକ୍‌…

ଭୁବନେଶ୍ୱର,୨୭।୮: ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ପାଇଁ ଏକ ବଡ଼ ଖୁସି ଖବର। ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri