ରେକର୍ଡ ଭାଙ୍ଗୁଛି ଦୈନିକ ସଂକ୍ରମଣ: ରାଜ୍ୟରେ ପୁଣି ୧୧,୮୦୫ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୫।୫(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଦିନକୁ ଦିନ ରାଜ୍ୟରେ କରୋନା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୧,୮୦୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଶନିବାର ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୬,୬୧୧ କ୍ୱାରାଣ୍ଟାଇନ୍‌ର ହୋଇଥିବା ବେଳେ ୫,୧୯୪ ଲୋକାଲ କେସ୍‌ ରହିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୧୪୧୪, ସୁନ୍ଦରଗଡ଼ରୁ ୧୨୦୯ ଓ କଟକରୁ ୧୧୯୭ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳରୁ ୬୬୮, ବାଲେଶ୍ୱରରୁ ୩୦୩, ବରଗଡ଼ ୪୨୧, ଭଦ୍ରକ ୩୦୦, ବଲାଙ୍ଗୀର ୩୫୮, ବୌଦ୍ଧ ୨୪୬, ଦେବଗଡ଼ ୧୦୯, ଢ଼େଙ୍କାନାଳ ୨୮୦, ଗଜପତି ୧୧୫, ଗଞ୍ଜାମ ୩୩୧, ଜଗତସିଂହପୁର ୨୭୪, ଯାଜପୁର ୩୯୨, ଝାରସୁଗୁଡ଼ା ୩୨୭, କଳାହାଣ୍ଡି ୩୭୭, କନ୍ଧମାଳ ୮୩, କେନ୍ଦ୍ରାପଡ଼ା ୧୪୭, କେନ୍ଦୁଝର ୧୮୮, କୋରାପୁଟ ୧୯୬, ମାଲକାନଗିରି ୯୪, ମୟୁରଭଞ୍ଜ ୩୭୪, ନବରଙ୍ଗପୁର ୨୩୯, ନୟାଗଡ଼ ୨୮୦, ନୂଆପଡ଼ା ୩୦୭, ପୁରୀ ୩୮୮, ରାୟଗଡ଼ା ୧୩୭, ସମ୍ବଲପୁର ୫୫୩, ସୋନପୁର ୨୧୪ ଓ ଷ୍ଟେଟ ପୁଲରୁ ୨୮୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬,୦୦,୪୯୨ରେ ପହଞ୍ଚିଛି। ସେଥିମଧ୍ୟରୁ ୪,୯୧,୬୭୪ଜଣ ସୁସ୍ଥ ହୋଇଥିବା ବେଳେ ୧,୦୬,୪୭୧ ସକ୍ରିୟ ମାମଲା ରହିଥିବା ନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚିନିକୁ ନେଇ ଦେଶରେ ହଇଚଇ: ବଡ଼ ସୂଚନା ଦେଲା ଭାରତୀୟ ଚିନି ମିଲ୍‌ ସଂଘ, ଆଗକୁ…

ନୂଆଦିଲ୍ଲୀ,୨୪।୮: ଦେଶରେ ଚିନିର କୌଣସି ଅଭାବ ନାହିଁ ଏବଂ ଆଗାମୀ ଦିନରେ ଖୁଚୁରା ବଜାରରେ ଚିନି ଦର କମିବାର ଆଶା ରହିଛି ବୋଲି ଭାରତୀୟ ଚିନି ମିଲ…

ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା

ଓ୍ବାଶିଂଟନ୍‌,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ…

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

ରାଜନୀତିରେ ହଲଚଲ! ସନ୍ନ୍ୟାସ ନେବେ କି ଗଡ଼କରୀ? ଏଭଳି ବୟାନକୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି । ନାଗପୁରର…

କର୍ଲାମୁଣ୍ଡାରେ ଯୁଗ୍ମ ଜନଶୁଣାଣି: ଜିଲାପାଳ ସଚିନ୍ ପାୱାରଙ୍କ ଅଧ୍ୟକ୍ଷତାରେ ୮୨ଟି ଅଭିଯୋଗ

କର୍ଲାମୁଣ୍ଡା, ୨୪।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପରିସରସ୍ଥିତ ରାଜୀବ ଗାନ୍ଧୀ ସେବା ଭବନରେ ସୋମବାର ଏକ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ…

ଚହଳ ପକାଇଲା ଅଭିଜିତ ଦୀପକେଙ୍କ ଚିଠି: ସରକାରଙ୍କଠୁ ମାଗିଲେ ୬ଟି ଗୁରୁତ୍ୱପୂର୍ଣ୍ଣ ତଥ୍ୟ, ଛାନିଆ ହେଲେ…

ନୂଆଦିଲ୍ଲୀ,୨୪।୮:କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦେଶର ସମସ୍ତ ରାଜ୍ୟର ଶିକ୍ଷାମନ୍ତ୍ରୀଙ୍କୁ ଏକ ଚିଠି ଲେଖିଛନ୍ତି। ଏହି ଚିଠିରେ ସେ ରାଜ୍ୟର ସରକାରୀ ସ୍କୁଲଗୁଡ଼ିକ…

୨ ମାସ ହେବ ବଲକି ଗାଁ ଅନ୍ଧାର: ବିଦ୍ୟୁତ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ତୁମୁଡ଼ିବନ୍ଧ, ୨୪।୮ (ଦୀପକ କୁମାର ପରାସେଠ): ଦୁଇ ମାସ ହେବ ବଲକି ଗାଁ ଅନ୍ଧାରରେ। ଟ୍ରାନ୍ସଫର୍ମର ଖରାପ ହୋଇଯିବା ପରେ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ସ୍ୱାଭାବିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri