୩୭ ହଜାର ଟପିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୪।୧ : ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୩୭ ହଜାର ୩୭୯ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୧୨୪ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସେହିପରି ୧୧ ହଜାର ୭ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୧୩ ପ୍ରତିଶତ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା ୧ ଲକ୍ଷ ୭୧ ହଜାର ୮୩୦ ରହିଛି। ସାପ୍ତାହିକ ପଜିଟିଭ୍‌ ହାର ୨.୦୫ ପ୍ରତିଶତରୁ କମ୍‌ ରହିଛି। ଦୈନିକ ପଜିଟିଭିଟି ହାର ୩.୨୪ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୪୯ ପ୍ରତିଶତରେ ପହଞ୍ଚିଛି।

ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୮୨ ହଜାର ୧୭ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୮ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୧୪୬ କୋଟି ୭୦ ଲକ୍ଷ ୧୮ ହଜାର ୪୬୪ ଜଣଙ୍କୁ ଟିକାଦାନ ସରିଛି। ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୪୩ ଲକ୍ଷ ୬ ହଜାର ୪୧୪ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୯୬୭ ଦିନ ପରେ ଭାରତୀୟ କ୍ରିକେଟ୍‌ରେ ଘଟିବାକୁ ଯାଉଛି ଏମିତି: ନିଆରା ଦୃଶ୍ୟ ଦେଖିବାକୁ ଚାହିଁରହିଛନ୍ତି ପ୍ରଶଂସକ

ନୂଆଦିଲ୍ଲୀ,୧୩।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ଦିନିକିଆ ଜୁଲାଇ ୧୪ରେ ବର୍ମିଂହାମର ଏଜବାଷ୍ଟନ ଗ୍ରାଉଣ୍ଡରେ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଏହି ମ୍ୟାଚ ଏପରି ଏକ ଦୃଶ୍ୟ…

ଭାରତର କିଛି ବି ବିଗାଡ଼ି ପାରିବେନି ଶତ୍ରୁ; ରୁଷିଆ ଦେଲା ଏଭଳି ଅଫର, ଚାଇନା-ପାକିସ୍ତାନ ଶିବିରରେ କମ୍ପନ

ମସ୍କୋ ,୧୩।୭: ଭାରତର ଏୟାର ଡିଫେନ୍ସ ବ୍ୟବସ୍ଥାକୁ ଅଧିକ ଶକ୍ତିଶାଳୀ କରିବା ପାଇଁ ରୁଷିଆ ଏକ ବଡ଼ ପ୍ରସ୍ତାବ ଦେଇଛି। ନିଜର ସବୁଠାରୁ ଆଡଭାନ୍ସ ଏୟାର ଡିଫେନ୍ସ…

ରାମ ମନ୍ଦିର CEO ପଦବୀ ପାଇଁ ବାହାରିଲା ନିଯୁକ୍ତି: ଏହିସବୁ ଯୋଗ୍ୟତା ଥିବା ବ୍ୟକ୍ତି କରିପାରିବେ ଆବେଦନ

ନୂଆଦିଲ୍ଲୀ, ୧୩।୭ ଅଯୋଧ୍ୟା ରାମ ମନ୍ଦିରରେ ପ୍ରସାଦ ଚୋରି ହେବା ପ୍ରସଙ୍ଗ ଏବେ ଚର୍ଚ୍ଚାରେ ରହିଛି। ମନ୍ଦିରର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ପଦବୀ ପାଇଁ ଆବେଦନ…

ନିଜେ ରୋଲର ଚଲାଇ ଡ୍ରଗ୍ସ ନଷ୍ଟ କଲେ ମୁଖ୍ୟମନ୍ତ୍ରୀ: ୧୦ ଦିନ ମଧ୍ୟରେ ୪୭୨ କୋଟିର…

ଗୁଆହାଟୀ,୧୩।୭: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସର୍ମା ନାଲବାରୀ ଜିଲାର ଦୌଲାସାଲସ୍ଥିତ ୧୪ତମ ଆସାମ ପୋଲିସ ବାଟାଲିୟନରେ ଏକ ରାଜ୍ୟସ୍ତରୀୟ ନିଶା ନିବାରଣ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି।…

ହୋଟେଲ ରୁମରେ ଅନ୍ୟ ମହିଳାଙ୍କ ସହ ସ୍ବାମୀଙ୍କୁ ଦେଖିଲେ ସ୍ତ୍ରୀ; ତା’ପରେ ହୋଟେଲରୁ ପୋଲିସ ଷ୍ଟେଶନ…

ଇନ୍ଦୋର,୧୩।୭: ମଧ୍ୟପ୍ରଦେଶର ରେୱାର ସମନ ପୋଲିସ ଷ୍ଟେଶନ ଅଞ୍ଚଳର ଏକ ହୋଟେଲରେ ଜଣେ ମହିଳା ପହଞ୍ଚି ତାଙ୍କ ସ୍ବାମୀଙ୍କୁ ଅନ୍ୟ ମହିଳାଙ୍କ ସହିତ ଥିବା ଅଭିଯୋଗ କରି…

ବିବାହ ପାଇଁ ଭାରତୀୟଙ୍କ ନୂଆ ପସନ୍ଦ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୩ା୭(ପି.ଟି.): ଭାରତୀୟମାନଙ୍କ ମଧ୍ୟରେ ବିଦେଶରେ ବିବାହ ଉତ୍ସବ ବା ଡେଷ୍ଟିନେଶନ ୱେଡିଂ କରିବାର ଆଗ୍ରହ ବଢ଼ୁଥିବା ବେଳେ ଏହି ଦୌଡ଼ରେ ଶ୍ରୀଲଙ୍କା ନୂଆ ପସନ୍ଦର ସ୍ଥାନ ପାଲଟିଛି। ୨୦୨୫ରେ…

ମଦ ନିଶା ଛାଡ଼ିବାର ସରଳ ଚିକିତ୍ସା, ବିନା କଷ୍ଟରେ…

ମଦ ଛାଡ଼ିଲେ ଯେଉଁ କଷ୍ଟଦାୟକ ଲକ୍ଷଣମାନ ଦେଖା ଦେଇଥାଏ, ସେଗୁଡିକୁ ରୋକିବା ପାଇଁ କେତେକ ନିର୍ଦ୍ଦିଷ୍ଟ ମେଡିସିନ୍‌ ବ୍ୟବହାର କରାଯାଇଥାଏ। ଏହାଦ୍ୱାରା ରୋଗୀ ବିନା କଷ୍ଟରେ ବା…

୧୮ ବର୍ଷ ପରେ CSKର ହାତ ଛାଡିଲେ ଏହି ଖେଳାଳି, ପାରସ୍ପରିକ ସହମତିରେ ଦଳରୁ ହେଲେ ଅଲଗା

ନୂଆଦିଲ୍ଲୀ,୧୩।୭: ୧୮ ବର୍ଷର ସହଭାଗିତା ପରେ ଚେନ୍ନାଇ ସୁପର କିଙ୍ଗସ ଏବଂ ମୁଖ୍ୟ ପ୍ରଶିକ୍ଷକ ଷ୍ଟିଫେନ ଫ୍ଲେମିଂ ଅଲଗା ହେବାକୁ ନିଷ୍ପତ୍ତି ନେଇଛନ୍ତି। ସୋମବାର ଇଣ୍ଡିଆନ ପ୍ରିମିୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri