ପୁଣି ବଢ଼ିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୨୪।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୬ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ବଢ଼ିଛି। ଦୈନିକ ସଂକ୍ରମଣ ୫ ଶହ ତଳେ ରହିଛି। ଏହା ୪୦୮ ରହିଛି। ଗୋଟିଏ ଦିନ ତଳେ ଏହା ୩୬୦ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୫ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୫ ଥିଲା। ଏହି ସମୟରେ ସକ୍ରିୟ ମାମଲା କମି ୫ ହଜାର ୮୮୧ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୬ ହଜାର ୪୬ ଥିଲା। ସେହିପରି ୨୪ ଘଣ୍ଟାରେ ୫୬୮ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୫୧୮ ଥିଲା। ସେହିପରି ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୬୦୧ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୭୦ ହଜାର ୪୮୩ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୩୪ ହଜାର ୧ ଜଣ ସୁସ୍ଥ ହୋଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

ଇରାନ-ଆମେରିକା ଯୁଦ୍ଧବିରତି ମଧ୍ୟରେ ଇସ୍ରାଏଲର ବଡ଼ ଦାବି: ହିଜବୁଲ୍ଲା ମୁଖ୍ୟଙ୍କ ଘନିଷ୍ଠ ସହଯୋଗୀ ନିହତ

ନୂଆଦିଲ୍ଲୀ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ୧୪ ଦିନିଆ ଯୁଦ୍ଧବିରତି ପାଇଁ ସହମତ ହୋଇଥିଲେ ମଧ୍ୟ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଏହି ସମୟରେ, ଇସ୍ରାଏଲ ହିଜବୁଲ୍ଲା…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

ଆମେରିକା-ଇରାନ ଯୁଦ୍ଧରେ ମଧ୍ୟସ୍ଥତା କରିବା ପରେ ଏତେ ବଡ଼ ପୁରସ୍କାର ମାଗିଦେଲା ପାକିସ୍ତାନ, ସାରା ବିଶ୍ୱ ଚକିତ

ଇସଲାମାବାଦ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତିରେ ସାମିଲ ହେବାରେ ପାକିସ୍ତାନ ଅତ୍ୟନ୍ତ ଖୁସି। ପାକିସ୍ତାନୀ ଗଣମାଧ୍ୟମ ଦାବି କରିଛି ଯେ ଏହି ସଙ୍କଟକୁ ଏଡାଇବାରେ ଇସଲାମାବାଦ…

ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର

ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ…

ଶେଖ ହାସିନାଙ୍କୁ ପ୍ରତ୍ୟର୍ପଣ କର: ଭାରତରେ ପହଞ୍ଚି ଏମିତି କହିଲେ ବାଂଲାଦେଶ ବୈଦେଶିକ ମନ୍ତ୍ରୀ, ମିଳିଲା ଏମିତି ଜବାବ

ଢାକା,୯।୪: ଗତ ବର୍ଷ ଭାରତ-ବାଂଲାଦେଶ ସମ୍ପର୍କରେ ଉତ୍ତେଜନା ଶୀର୍ଷରେ ପହଞ୍ଚିବା ପରେ ବାଂଲାଦେଶ ଏବେ ସମ୍ପର୍କ ଉନ୍ନତ କରିବା ପାଇଁ ପଦକ୍ଷେପ ନେଉଛି। ଏହି ପରିପ୍ରେକ୍ଷୀରେ ବାଂଲାଦେଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri