ପୁଣି ବଢ଼ିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୨୪।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୬ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ବଢ଼ିଛି। ଦୈନିକ ସଂକ୍ରମଣ ୫ ଶହ ତଳେ ରହିଛି। ଏହା ୪୦୮ ରହିଛି। ଗୋଟିଏ ଦିନ ତଳେ ଏହା ୩୬୦ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୫ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୫ ଥିଲା। ଏହି ସମୟରେ ସକ୍ରିୟ ମାମଲା କମି ୫ ହଜାର ୮୮୧ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୬ ହଜାର ୪୬ ଥିଲା। ସେହିପରି ୨୪ ଘଣ୍ଟାରେ ୫୬୮ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୫୧୮ ଥିଲା। ସେହିପରି ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୬୦୧ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୭୦ ହଜାର ୪୮୩ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୩୪ ହଜାର ୧ ଜଣ ସୁସ୍ଥ ହୋଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁପ୍ରିମକୋର୍ଟରୁ ଆଜିବି ବାବା ରାମଦେବଙ୍କୁ ମିଳିଲାନି କ୍ଷମା

ନୂଆଦିଲ୍ଲୀ,୧୬।୪: ଯୋଗ ଗୁରୁ ବାବା ରାମଦେବ ମଙ୍ଗଳବାର ସୁପ୍ରିମକୋର୍ଟଙ୍କ ଠାରୁ ଏଲୋପାଥି (ଇଂରାଜୀ ଔଷଧ) ବିରୁଦ୍ଧରେ ବିଭ୍ରାନ୍ତିକର ବିଜ୍ଞାପନ ମାମଲାରେ ସୁପ୍ରିମକୋର୍ଟଙ୍କଠାରୁ ଆଶ୍ୱସ୍ତି ପାଇନାହାଁନ୍ତି। ପତଞ୍ଜଳି...

ଗୟାରେ ଗର୍ଜିଲେ ମୋଦି, ବିରୋଧୀଙ୍କୁ କଲେ ଟାର୍ଗେଟ

ଗୟା,୧୬।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ବିହାରରେ ପହଞ୍ଚିଛନ୍ତି, ଯେଉଁଠାରେ ସେ ଗୟାଠାରେ ଏକ ସମାବେଶକୁ ସମ୍ବୋଧିତ କରିଛନ୍ତି ଏବଂ କିଛି ସମୟ ପରେ ପ୍ରଧାନମନ୍ତ୍ରୀ...

୧୨ ତମ ତାଲିକାରେ ୪ ରାଜ୍ୟ ପାଇଁ ୭ ପ୍ରାର୍ଥୀଙ୍କ ନାମ ଘୋଷଣା କଲା ଭାଜପା

ନୂଆଦିଲ୍ଲୀ,୧୬।୪: ମଙ୍ଗଳବାର ଭାଜପା ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ଦ୍ୱାଦଶ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ୪ଟି ରାଜ୍ୟରେ ୭ଟି ଆସନ...

ଆପଣଙ୍କ ପରାମର୍ଶ ଆମର ଆବଶ୍ୟକ ନାହିଁ, ବାବା ରାମଦେବ, ବାଲକ୍ରିଷ୍ଣାଙ୍କୁ କାହିଁକି ଏମିତି କହିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୬।୪: ମଙ୍ଗଳବାର ପତଞ୍ଜଳିର ଭ୍ରମାତ୍ମକ ବିଜ୍ଞାପନ ପ୍ରସଙ୍ଗରେ ଶୁଣାଣି ସୁପ୍ରିମକୋର୍ଟରେ ଚାଲିଛି। ଶୁଣାଣି ସମୟରେ ଜଷ୍ଟିସ ହିମା କୋହଲି ଏବଂ ଜଷ୍ଟିସ ଅମାନୁଲ୍ଲାଙ୍କ ବେଞ୍ଚ ବାବା...

ନିର୍ବାଚନ ପ୍ରଚାର ପାଇଁ ବଢିଲା ୪୦% ଘରୋଇ ବିମାନ ଚାହିଦା

ନୂଆଦିଲ୍ଲୀ,୧୬ା୪: ଲୋକ ସଭା ନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି ରାଜନେତା ଓ ରାଜନୈତିକ ଦଳଗୁଡ଼ିକର ପ୍ରତିନିଧିମାନେ ଦେଶବ୍ୟାପୀ ବିଭିନ୍ନ ସ୍ଥାନକୁ ପ୍ରଚାରରେ ଯାଉଛନ୍ତି। ଏଭଳି...

୨.୨୬ ଲକ୍ଷ ଟଙ୍କାରେ ନିଲାମ ହେଲା ଗୋଟିଏ ଅଣ୍ଡା, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୬।୪: ସମସ୍ତେ ଶୁଣିଛନ୍ତି ଯେ ଅଣ୍ଡା ଖାଇବା ସ୍ବାସ୍ଥ୍ୟ ପାଇଁ ଲାଭଦାୟକ, କିନ୍ତୁ ଯେତେବେଳେ ଆପଣ ଜାଣିବେ ଯେ ଗୋଟିଏ ଅଣ୍ଡାର ମୂଲ୍ୟ ଲକ୍ଷ ଲକ୍ଷ...

ମୋଦିଙ୍କ ବିରୋଧରେ ଲଢିବେ ମୁସଲମାନ ପ୍ରାର୍ଥୀ

ଲକ୍ଷ୍ନୌ,୧୬।୪: ଲୋକ ସଭା ନିର୍ବାଚନ ପାଇଁ ଆଉ ୧୧ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ବହୁଜନ ସମାଜ ପାର୍ଟି। ମାୟାବତୀ ମୈନପୁରୀ ଲୋକ ସଭା ଟିକେଟ...

ଜମ୍ମୁ-କଶ୍ମୀରରେ ବଡ଼ ଦୁର୍ଘଟଣା: ନଦୀରେ ବୁଡିଲା ସ୍କୁଲ ପିଲାଙ୍କୁ ନେଇ ଯାଉଥିବା ଡଙ୍ଗା

ଶ୍ରୀନଗର,୧୬।୪: ଜମ୍ମୁ-କଶ୍ମୀରରେ ବଡ଼ ଦୁର୍ଘଟଣା ଘଟିଛି। ଯାତ୍ରୀ ଏବଂ ସ୍କୁଲ ପିଲାଙ୍କୁ ନେଇଯାଉଥିବା ଏକ ଡଙ୍ଗା ଶ୍ରୀନଗରର ବଟୱାରର ଝେଲମରେ ଭାରସାମ୍ୟ ହରାଇ ଓଲଟି ପଡିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri