ପୁଣି ବଢ଼ିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୧୪।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୪ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୨ ଶହ ତଳେ ରହିଛି। ଏହା ପୁଣି ବଢ଼ି ୧୫୨ ରହିଛି। ଗୋଟିଏ ଦିନ ତଳେ ଏହା ୧୧୪ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ଶୂନରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ଶୂନ ଥିଲା। ଏହି ସମୟରେ ସକ୍ରିୟ ମାମଲା କମି ୩ ହଜାର ୮୪୬ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୩ ହଜାର ୮୪୫ ଥିଲା। ସେହିପରି ୨୪ ଘଣ୍ଟାରେ ୧୫୧ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧୭୫ ଥିଲା। ସେହିପରି ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୬୫୮ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୭୫ ହଜାର ୨୪୭ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୪୦ ହଜାର ୭୪୩ ଜଣ ସୁସ୍ଥ ହୋଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ

ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ...

ସୃଷ୍ଟି ହେବ ଗଜକେଶରୀ ଯୋଗ, ଏହି ୨ ରାଶିର ବ୍ୟକ୍ତିଙ୍କର କ୍ୟାରିଅରରେ ହେବ ଉନ୍ନତି

ଗ୍ରହ ଏବଂ ନକ୍ଷତ୍ର ମଣ୍ଡଳର ଗତିକୁ ଆଧାର କରି ୨୦୨୬ ମସିହାର ପ୍ରଥମ କିଛି ଦିନ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ । ଏହି...

ଜିଲା ବିଜେଡି ପାଇଁ ୫୧ କର୍ମକର୍ତ୍ତାଙ୍କ ନାଁ ଘୋଷଣା: ୧୪ ବରିଷ୍ଠ ନେତା ହେଲେ ଉପସଭାପତି

କେନ୍ଦୁଝର,୨୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବିଜୁ ଜନତା ଦଳର ନୂତନ କର୍ମକର୍ତ୍ତାଙ୍କ ନାମ ଘୋଷିତ ହୋଇଛି। ଜିଲା ସଭାପତି ଆଶିଷ ଚକ୍ରବର୍ତ୍ତୀଙ୍କ ଅନୁମୋଦନ କ୍ରମେ...

ବୁଦ୍ଧଖୋଲ ଚଳଚଞ୍ଚଳ: ବଣଭୋଜି ପାଇଁ ଜମୁଛି ପର୍ଯ୍ୟଟକଙ୍କ ଭିଡ଼

ବୁଗୁଡ଼ା,୨୮ା୧୨(କାଳିଚରଣ ଦାଶ): ପ୍ରସିଦ୍ଧ ଐତିହାସିକ ଶୈବପୀଠ ତଥା ପର୍ଯ୍ୟଟନସ୍ଥଳୀ ବୁଦ୍ଧଖୋଲ ପାଦଦେଶ ଏବେ ବଣଭୋଜି କରିବା ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟି ଥିବାରୁ ଏହା ଚଳଚଞ୍ଚଳ...

ଶ୍ୱଶୁର ଘରୁ ଫେରିବା ବେଳେ ବାଟରେ ବିଷ ଖାଇ ସ୍ୱାମୀ ମୃତ-ସ୍ତ୍ରୀ ଗୁରୁତର, ରାତିସାରା ଜଙ୍ଗଲରେ ଜଗି ରହିଲା ୫ ବର୍ଷର ପୁଅ

ଦେବଗଡ,୨୮|୧୨(ଶଶାଙ୍କ ଶେଖର ଝାଙ୍କର): ପାରିବାରିକ କଳହର କରୁଣ ପରିଣତି । ନିଛାଟିଆ ଜଙ୍ଗଲ ଭିତରେ ବିଷ ପିଇ ସ୍ୱାମୀର ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri