ଦୈନିକ ସଂକ୍ରମଣ ପୁଣି ବଢ଼ିଲା…

ନୂଆଦିଲ୍ଲୀ, ୮।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୫ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ବଢ଼ିଛି। ଦୈନିକ ସଂକ୍ରମଣ ୩ ଶହ ତଳେ ରହିଛି। ଏହା ବଢ଼ି ୨୩୫ ରହିଛି। ଗୋଟିଏ ଦିନ ତଳେ ଏହା ୧୬୬ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୩ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୫ ଥିଲା। ଏହି ସମୟରେ ସକ୍ରିୟ ମାମଲା କମି ୪ ହଜାର ୨୪୪ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୪ ହଜାର ୨୫୫ ଥିଲା। ସେହିପରି ୨୪ ଘଣ୍ଟାରେ ୨୪୩ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୨୫୧ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୬୪୭ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୭୪ ହଜାର ୧୯୦ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୩୯ ହଜାର ୨୯୯ ଜଣ ସୁସ୍ଥ ହୋଇ ସାରିଛନ୍ତି। ସେହିପରି ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିକାଶମୂଳକ ଆଲୋଚନା ନେଇ ଭାଜପାର ଅଭିନବ ପ୍ରୟାସ

ରାଇକିଆ,୨୭ା୪(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ ଭାଜପା ତରଫରୁ ଓ୍ବାର୍ଡ ସ୍ତରରେ ସିଧାସଳଖ ଲୋକଙ୍କ ସହ ଭେଟିବା, ବିଭିନ୍ନ ଆବଶ୍ୟକତା ଏବଂ ସମସ୍ୟାର ସମାଧାନକୁ ନେଇ…

ସରକାରଙ୍କ ଅଜବ ନିଷ୍ପତ୍ତି, ‘ମାଙ୍କଡ଼ ଧରାନ୍ତୁ ୬୦୦ ପାଆନ୍ତୁ’

ମୁମ୍ବାଇ,୨୭।୪: ମହାରାଷ୍ଟ୍ରରେ ବଢ଼ୁଥିବା ମଣିଷ-ମାଙ୍କଡ଼ ଭିତରେ ସଂଘର୍ଷ ମଧ୍ୟରେ, ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ଯାହା ଜନସାଧାରଣଙ୍କ ଦୃଷ୍ଟି ଆକର୍ଷଣ କରିଛି । ଯିଏ…

ଭୋଟିଂ ପୂର୍ବରୁ ବଡ଼ ଭବିଷ୍ୟବାଣୀ କଲେ ମୋଦି, ଥରିଉଠିଲା ବିରୋଧୀଙ୍କ ଛାତି

କୋଲକାତା,୨୭।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର (୨୭ ଏପ୍ରିଲ) ପଶ୍ଚିମବଙ୍ଗର ବାରାକପୁରରେ ଏକ ‘ବିଜୟ ସଂକଳ୍ପ ସଭା’ (ବିଜୟ ପ୍ରତିଜ୍ଞା ରାଲି) ଆୟୋଜନ କରିଥିଲେ। ନିର୍ବାଚନ ରାଲିକୁ…

‘ପକେଟ୍‌ରେ ଗୋଟିଏ ପିଆଜ ରଖ, କିଛି ହେବନି’, ପ୍ରଚଣ୍ଡ ଗରମରୁ ମୁକ୍ତି ପାଇବା ପାଇଁ ଜ୍ୟୋତିରାଦିତ୍ୟ ସିନ୍ଧିଆ କହିଲେ ଉପଚାର

ନୂଆଦିଲ୍ଲୀ,୨୭।୪: ଦିଲ୍ଲୀରୁ ଚେନ୍ନାଇ ପର୍ଯ୍ୟନ୍ତ, ସମଗ୍ର ଦେଶ ବର୍ତ୍ତମାନ ପ୍ରଚଣ୍ଡ ଗରମ ଅନୁଭୂତ ହେଉଛି । ତାପମାତ୍ରା ୫୦ ଡିଗ୍ରୀ ଛୁଇଁବାକୁ ଯାଉଛି। ଏପ୍ରିଲ ଶେଷ ହେବା…

ଗାଁରେ ପଶିଲା ଜଙ୍ଗଲୀ ଦନ୍ତା, ବୃଦ୍ଧଙ୍କୁ ଆହତ କରିବା ପରେ ଖେଳିଗଲା ଆତଙ୍କ

ଖଇରା,୨୭ା୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ମାଖନପୁର ପଞ୍ଚାୟତ ଅଧୀନ ସାଉଣ୍ଡିଆ କୁତୁପୁର ଗାଁରେ ଜଙ୍ଗଲୀ ଦନ୍ତା ଅଟକି ରହିଥିବା ବେଳେ ଗ୍ରାମବାସୀ ଆତଙ୍କିତ ହୋଇ…

ଶଙ୍ଖଭବନରେ ବିଧାୟକ ଦଳ ବୈଠକ ପରେ ବଡ଼ ନିଷ୍ପତ୍ତି ନେବ ବିଜେଡି, ନିଲମ୍ବିତ ହୋଇଥିବା ବିଧାୟକଙ୍କୁ…

ଭୁବନେଶ୍ୱର,୨୭ା୪: ଶଙ୍ଖଭବନରେ ବିଧାୟକ ଦଳ ବୈଠକ ପରେ ବଡ଼ ନିଷ୍ପତ୍ତି ନେବ ବିଜେଡି। ରାଜ୍ୟ ସଭା ନିର୍ବାଚନରେ କ୍ରସ୍‌ ଭୋଟିଂ ପାଇଁ ୬ ବିଧାୟକଙ୍କୁ ନିଲମ୍ବନ କରିଥିଲା…

ସକାଳୁ ସକାଳୁ ଧୋନୀଙ୍କ ପ୍ରଶଂସକଙ୍କୁ ଲାଗିଲା ଶକ୍ତ ଝଟକା, ଆସିଲା ଏମିତି ଖବର

ନୂଆଦିଲ୍ଲୀ,୨୭।୪: ଚେନ୍ନାଇ ସୁପର କିଙ୍ଗ୍ସ (CSK) ମୁଖ୍ୟ ପ୍ରଶିକ୍ଷକ ଷ୍ଟିଫେନ ଫ୍ଲେମିଂ କହିଛନ୍ତି ଯେ 2026 ଇଣ୍ଡିଆନ ପ୍ରିମିୟର ଲିଗ (IPL) ପାଇଁ ମହେନ୍ଦ୍ର ସିଂହ ଧୋନିଙ୍କ…

ପଶ୍ଚିମବଙ୍ଗରେ ପ୍ରଚାର କରିବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ, ରୋଡ୍‌ ଶୋ’ କରି ଭାଜପା ପ୍ରାର୍ଥୀଙ୍କ…

ଭୁବନେଶ୍ୱର,୨୭ା୪: ପଶ୍ଚିମବଙ୍ଗରେ ମାରାଥନ ପ୍ରଚାର କରିବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରୋଡ୍‌ ଶୋ’ ସାଙ୍ଗକୁ ପରିବର୍ତ୍ତନ ସମାବେଶରେ ଯୋଗଦେବେ। ଏଥିସହିତ ବଗଡ଼ାରେ ରୋଡ୍‌ ଶୋ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri