୪ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୧।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୩୯ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ କମି ପୁଣି ୪ ହଜାର ତଳେ ରହିଛି। ଏହା କମି ୩,୯୭୨ ରହିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧୩ ରହିଛି। ଏହି ସମୟରେ ସକ୍ରିୟ ମାମଲା କମି ୩୮ହଜାର ୨୯୩ ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୫ ହଜାର ୬୯ ଜଣ ସୁସ୍ଥ ହୋଇଛନ୍ତି। କେରଳରେ ସତର୍କ ସୂଚନା ଜାରି କରାଯାଇଛି। ଏଠାରେ ଦୈନିକ ସଂକ୍ରମଣ ୧୩ ଶହ ଉପରେ ରହିଛି। ଏଠାରେ ଏହା ୧,୩୨୫ ରହିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି। ଏହା ସହିତ ମାସ୍କ ପିନ୍ଧିବା ଏବଂ କରୋନା ମାର୍ଗଦର୍ଶିକା ପାଳନ କରିବାକୁ କୁହାଯାଇଛି।
ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୮ ହଜାର ୬୫୫ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୫ ଲକ୍ଷ ୯୧ ହଜାର ୧୧୨ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୦ ଲକ୍ଷ ୨୪ ହଜାର ୧୬୪ ଜଣ ସୁସ୍ଥ ହୋଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୩୫ ପଇସାରେ ୧୦ ଲକ୍ଷର ବୀମା କଭର୍‌! କାହାକୁ ମିଳିବ ଏହି ଲାଭ, ଜାଣନ୍ତୁ ରେଳବାଇର ନିୟମ

ନୂଆଦିଲ୍ଲୀ, ୧୨।୧୦: ଯଦି ଆପଣ ନିୟମିତ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଅନଲାଇନରେ ଟିକେଟ ବୁକ କରୁଛନ୍ତି, ତେବେ ଟିକେଟ ବୁକିଂ ସମୟରେ ମିଳୁଥିବା ରେଳ ଯାତ୍ରା…

ମୁହଁତୋଡ ଜବାବ ଦେଲେ କ୍ୟାଟ୍ରିନା: କହୁ କହୁ କହିଦେଲେ…

ପୁଣି ଚର୍ଚ୍ଚାରେ ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌। ଓଜନ ବୃଦ୍ଧିକୁ ନେଇ ସୋସିଆଲ ମିଡିଆରେ ଟ୍ରୋଲ ହେବାପରେ ଏବେ ସେ ନିଜ ଷ୍ଟାଇଲିସ ଲୁକକୁ ନେଇ ସାଉଁଟିଛନ୍ତି…

ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ଏମିତି କାରନାମା କଲେ ଅଭିଷେକ ଶର୍ମା: କ୍ରିକେଟ୍‌ ଜଗତରେ ଖେଳିଗଲା…

ଇନ୍ଦୋର,୧୩।୧୦: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ୍‌ରେ ନିଜ ବିସ୍ଫୋରକ ବ୍ୟାଟିଂରେ ନୂଆ ରେକର୍ଡ କରିଛନ୍ତି ଭାରତୀୟ ଓପନର୍‌ ଅଭିଷେକ ଶର୍ମା। ଗୋଟିଏ କ୍ୟାଲେଣ୍ଡର ବର୍ଷରେ ସର୍ବାଧିକ ଛକା ମାରିବା…

ସରକାରଙ୍କ ବଡ଼ ଯୋଜନା! ଦୁର୍ଘଟଣାରେ କୃଷକଙ୍କ ମୃତ୍ୟୁ ହେଲେ ପରିବାରକୁ ମିଳିବ ୫ ଲକ୍ଷ ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ, ୧୨।୧୦: ଚାଷୀ ଦିନରାତି ପରିଶ୍ରମ କରି ନିଜ ପରିବାରର ଗୁଜୁରାଣ ମେଣ୍ଟାଇଥାନ୍ତି। କିନ୍ତୁ ବେଳେବେଳେ ଏକ ଦୁର୍ଘଟଣା ପୂରା ପରିବାରର ଜୀବନକୁ ବଦଳାଇ ଦେଇଥାଏ। ପରିବାରର…

ଗାଁକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବା ପାଇଁ ଜିଲାପାଳଙ୍କଠାରେ ପହଞ୍ଚିଲେ ଶତାଧିକ ମହିଳା

ବଲାଙ୍ଗୀର,୧୨ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡ଼ା ପଞ୍ଚାୟତ ଦେଓଗାଁ ଗ୍ରାମରେ ସମ୍ପୂର୍ଣ୍ଣ ମଦ ବିକ୍ରିକୁ ବନ୍ଦ କରିବା ନେଇ ସୋମବାର ଜିଲାପାଳ ଅଫିସରେ…

ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଘୋଷଣା: ଏହି ୨ ଜଣଙ୍କୁ ମିଳିଲା

ନୂଆଦିଲ୍ଲୀ,୧୨।୧୦: ୨୦୨୬ ମସିହାର ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଆମେରିକୀୟ ଅର୍ଥନୀତିଜ୍ଞ ରବର୍ଟ ଇ. ହଲ (Robert E. Hall) ଏବଂ ମାଇକେଲ ୱୁଡଫୋର୍ଡ (Michael Woodford)ଙ୍କୁ…

ସରକାରୀ କର୍ମଚାରୀଙ୍କ ଦରମା-ପେନସନ ଉପରେ ବଡ଼ ଖବର: ଏହି ରାଜ୍ୟ ଗଠନ କଲା ଅଷ୍ଟମ ବେତନ ଆୟୋଗ

ନୂଆଦିଲ୍ଲୀ, ୧୨।୧୦: କେନ୍ଦ୍ର ସରକାର ୨୦୨୫ ନଭେମ୍ବରରେ ଅଷ୍ଟମ ବେତନ ଆୟୋଗ ଗଠନକୁ ମଞ୍ଜୁରି ଦେଇଥିଲେ। ଏହା ପରେ ଏକ କମିଟି ଗଠନ କରାଯାଇଛି। ଏହି କମିଟି…

ଝିଅ ସାରାଙ୍କୁ ନେଇ ଏମିତି କହିଲେ ସଚିନ ତେନ୍ଦୁଲକର: ସୋସିଆଲ ମିଡିଆରେ ବଢୁଛି ଚର୍ଚ୍ଚା

ମୁମ୍ବାଇ,୧୨।୧୦: ଭାରତୀୟ କ୍ରିକେଟ୍‌ର କିମ୍ବଦନ୍ତୀ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଆଜି ୨୯ ବର୍ଷରେ ପାଦ ଥାପିଛନ୍ତି। ଏହି ବିଶେଷ ଅବସରରେ ସାରାଙ୍କୁ ସୋସିଆଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?