ହଜାରେ ତଳେ ଦୈନିକ ସଂକ୍ରମଣ, ମୃତ୍ୟୁ ସଂଖ୍ୟା ୨…

ନୂଆଦିଲ୍ଲୀ, ୭।୧୧: ଥଣ୍ଡା ବଢ଼ିବା ସହିତ ଦେଶରେ କରୋନା ମହାମାରୀ ସଂକ୍ରମଣର ଆତଙ୍କ ପୁଣି ଆରମ୍ଭ ହୋଇଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୧୫ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ କମିଛି । ଏହା ହଜାରେ ରହିଛି। ଏହା ୯୩୦ ରହିଛି। ଗୋଟିଏ ଦିନ ତଳେ ଏହା ୧,୧୨୭ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଛି। ଏହା ୨ ରହିଛି। ଗୋଟିଏ ଦିନ ତଳେ ଏହା ୯ ଥିଲା। ଏହି ସମୟରେ ସକ୍ରିୟ ମାମଲା କମି ୧୪ ହଜାର ୫୧୫ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧୪ ହଜାର ୮୩୯ ଥିଲା। ସେହିପରି ୨୪ ଘଣ୍ଟାରେ ୧ ହଜାର ୨୫୨ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହି ସଂଖ୍ୟା ୧ ହଜାର ୪୭୯ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୫୦୯ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୬୧ ହଜାର ୫୧୬ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୧୬ ହଜାର ୪୯୨ ଜଣ ସୁସ୍ଥ ହୋଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

ୟୁକ୍ରେନ ଉପରେ ରୁଷିଆର ବଡ଼ ଆକ୍ରମଣ; ୬୦୦ ଡ୍ରୋନ୍ ଏବଂ ୯୦ ମିସାଇଲ୍ ପ୍ରୟୋଗ, ୪ମୃତ

କିଭ,୨୪।୫: ରୁଷିଆ ୟୁକ୍ରେନର ରାଜଧାନୀ କିଭ୍ ଏବଂ ଆଖପାଖ ଅଞ୍ଚଳ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛି । ୟୁକ୍ରେନୀୟ ବାୟୁସେନା ଅନୁଯାୟୀ, ରୁଷିଆ ମୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri