Posted inଜାତୀୟ

ଦୈନିକ ସଂକ୍ରମଣ ୬୩…

ନୂଆଦିଲ୍ଲୀ, ୧୯।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି ସକ୍ରିୟ ମାମଲାରେ ହ୍ରାସ ଦେଖିବାକୁ ମିଳିଛି। ଗତ ୨୪ ଘଣ୍ଟାରେ ସକ୍ରିୟ ମାମଲା ୨ ହଜାରରୁ କମ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି କମି ଶହେ ତଳେ ରହିଛି। ଗତ ୨୪ ଘଣ୍ଟାରେ ଏହା ୬୩ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୮୮ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ଶୂନ ଥିଲା। ଏହି ସମୟରେ ସକ୍ରିୟ ମାମଲା ୧ ହଜାର ୯୧୦ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧ ହଜାର ୯୨୫ ଥିଲା। ସେହିପରି ୨୪ ଘଣ୍ଟାରେ ୭୭ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧୪୬ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୧ ହଜାର ୮୯୬ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୯ ଲକ୍ଷ ୯୩ ହଜାର ୫୪୩ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୪ ଲକ୍ଷ ୫୯ ହଜାର ୭୩୭ ଜଣ ସୁସ୍ଥ ହୋଇ ସାରିଛନ୍ତି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁସାରେ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୧ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୮ ପ୍ରତିଶତରେ ପହଞ୍ଚିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Gen-Zଙ୍କ ପାଇଁ ବଡ଼ ପଦକ୍ଷେପ ନେଲା RSS ନେଲା ବଡ଼ ପଦକ୍ଷେପ: ଆଗକୁ…

ନୂଆଦିଲ୍ଲୀ,୫।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ମୁଖ୍ୟ ମୋହନ ଭାଗବତ ସଂଗଠନର ଶତବାର୍ଷିକୀ ବର୍ଷ ପାଳନ ପାଇଁ ଆମେରିକା ଏବଂ କାନାଡା ଗସ୍ତ କରିବେ। ଅଗଷ୍ଟ ୨୯ରେ…

ଆନ୍ଦୋଳନ ପରେ ନୂଆ ରଣନୀତି, ଅଭିଜିତ ଦୀପକେଙ୍କ ଘରେ CJPର ମାରାଥନ ବୈଠକ: ହେବ ବଡ଼ ଘୋଷଣା

ନୂଆଦିଲ୍ଲୀ, ୬।୮: ଦେଶବ୍ୟାପୀ କଥିତ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌କୁ ବିରୋଧ କରି ଦିଲ୍ଲୀର ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରମୁଖ ସ୍ବର ଭାବେ ଉଭା ହୋଇଥିବା କକରୋଚ…

୧୧୦୫ ଦିନ ପରେ ପାକିସ୍ତାନର ବଡ଼ ବିଜୟ: ଶେଷରେ…

ନୂଆଦିଲ୍ଲୀ,୫।୮: ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ପାକିସ୍ତାନ ୱେଷ୍ଟଇଣ୍ଡିଜକୁ ୮ ଉଇକେଟ୍‌ରେ ପରାସ୍ତ କରିଛି। ଚତୁର୍ଥ ଇନିଂସ୍‌ରେ ମାତ୍ର ୭୪ ରନ୍‌ରେ ଲକ୍ଷ୍ୟ ପିଛା କରି ପାକିସ୍ତାନ ସହଜରେ…

ମଝି ଆକାଶରେ ଟ୍ରମ୍ପଙ୍କ ହେଲିକପ୍ଟର ନିକଟକୁ ହଠାତ୍‌ ଚାଲିଆସିଲା ଯାତ୍ରୀବାହୀ ବିମାନ, ଆଉ ତା’ପରେ…

ୱାଶିଂଟନ, ୬।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ସେତେବେଳେ ଆଶ୍ଚର୍ଯ୍ୟଚକିତ ହୋଇଯାଇଥିଲେ, ଯେତେବେଳେ ତାଙ୍କୁ ନେଇଯାଉଥିବା ସାମରିକ ହେଲିକପ୍ଟର ‘ମେରିନ ୱାନ’ କଥିତ ଭାବେ ୱାଶିଂଟନ…

ମହାକାଶରେ ହୋଇପାରେ ଜୋରଦାର ବିସ୍ଫୋରଣ! ଭାରତର ୨୦ରୁ ୨୨ ସାଟେଲାଇଟ୍‌ ଉପରେ…

ନୂଆଦିଲ୍ଲୀ,୬।୮: ଲୋକ ସଭାରେ ସରକାର ଜଣାଇଛନ୍ତି ଯେ ଭାରତର ଲୋ ଅର୍ଥ ଅରବିଟ୍ (LEO)ରେ କାର୍ଯ୍ୟରତ ୨୨ଟି ସକ୍ରିୟ ସାଟେଲାଇଟ୍ (ଉପଗ୍ରହ) ମଧ୍ୟରୁ ୨୦ଟି ଉପରେ ଧକ୍କା…

ବଡ଼ ଦୁର୍ଘଟଣା: ଭୁଶୁଡ଼ି ପଡ଼ିଲା ଶହେ ବର୍ଷ ପୁରୁଣା କୋଠା, ଗୋଟିଏ ପରିବାରର ୬ ମୃତ

ଲକ୍ଷ୍ନୌ,୬।୮: ଉତ୍ତରପ୍ରଦେଶର ପ୍ରତାପଗଡ଼ରେ ଏକ ବଡ଼ ଦୁର୍ଘଟଣା ଘଟିଛି। ନଗର କୋତବାଲି ଅନ୍ତର୍ଗତ ମହୁଲି ନିକଟରେ ଏକ ଶହେ ବର୍ଷ ପୁରୁଣା ଜର୍ଜର ଘର ହଠାତ୍‌ ଭୁଶୁଡ଼ି…

ସରକାରଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଲେ ସୋନମ ୱାଙ୍ଗଚୁକ, କହିଲେ- ସେଦିନ ରାତିରେ…

ନୂଆଦିଲ୍ଲୀ,୬।୮: NEET ପେପର ଲିକ ଘଟଣା ଏବଂ ଛାତ୍ରୀଛାତ୍ରଙ୍କ ପ୍ରତିବାଦକୁ ସମର୍ଥନ କରି ୨୬ ଦିନ ଧରି ଅନଶନ କରିଥିବା ପ୍ରସିଦ୍ଧ ପରିବେଶବିତ୍‌ ସୋନମ ୱାଙ୍ଗଚୁକ ନିଜର…

ତେଲ ବଜାରରେ ବଡ଼ ହଲଚଲ: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦାମ୍‌,ଦେଖନ୍ତୁ…

ନୂଆଦିଲ୍ଲୀ,୬।୮: ସରକାରୀ ତେଲ କମ୍ପାନୀଗୁଡ଼ିକ ଆଜି ଅର୍ଥାତ୍‌ ଅଗଷ୍ଟ ୬ ତାରିଖ ପାଇଁ ପେଟ୍ରୋଲ ଏବଂ ଡିଜେଲର ତାଜା ଦାମ୍‌ ଜାରି କରିଛନ୍ତି। ଆଜି ଦେଶର ଅଧିକାଂଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri