କେହି ଶୁଣିଲେନି, ଧାରଣା ଦେଲା ଦୁଗ୍ଧ ସମବାୟ ସମିତି

କୁଚିଣ୍ଡା,୨୯ା୮(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ବ୍ଲକ କୁଲୁଣ୍ଡି ପଞ୍ଚାୟତ ଗୌଡପାଲି ପ୍ରାଣୀ ଚିକିତ୍ସା ଉପକେନ୍ଦ୍ରରେ ସ୍ଥାୟୀ ପ୍ରାଣୀଧନ ନିରୀକ୍ଷକ ନିଯୁକ୍ତି ଦାବିରେ ସୋମବାର ଚାଷୀମାନେ ଧାରଣା ଦେଇଛନ୍ତି। ଏଠାରେ ଅବସ୍ଥାପିତ ପ୍ରାଣୀଧନ ନିରୀକ୍ଷକ ବିଶ୍ବଜିତ କୁଅଁରଙ୍କ ପଦୋନ୍ନତି ହେବାରୁ ଦୀର୍ଘ ୬ମାସ ଧରି ଏହି ପଦବୀ ଖାଲି ପଡିଛି। ଫଳରେ ଗୋପାଳକ ଚାଷୀମାନେ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏ ସମ୍ପର୍କରେ ବାରମ୍ବାର ବିଭାଗୀୟ ଅଧିକାରୀଙ୍କୁ ଜଣାଇବା ସତ୍ତ୍ୱେ କୌଣସି ସୁଫଳ ନ ମିଳିବାରୁ ଦୁଗ୍ଧ ସମବାୟ ସମିତି ପକ୍ଷରୁ ଧାରଣା ଦିଆଯାଇଛି। ସମିତିର ପୂର୍ବତନ ସଭାପତି ବସନ୍ତ କୁମାର କଉଡିଙ୍କ ନେତୃତ୍ୱରେ କର୍ମକର୍ତ୍ତା ଓ ସଭ୍ୟମାନେ ଏହି ଧାରଣାରେ ବସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୋଟ ବେଳେ ଗଣ୍ଡଗୋଳ

କେନ୍ଦୁଝର,୧୬।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଷିପୁରା ବ୍ଲକରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟରେ ମତଦାନ ଆରମ୍ଭ ହୋଇଛି। ଘଷିପୁରା ପଞ୍ଚାୟତରେ ୨୫ଟି ପଞ୍ଚାୟତ ଓ...

ବୁଗୁଡ଼ା ବ୍ଲକରେ ପୁଣି ୨ କରୋନା ପଜିଟିଭ

ବୁଗୁଡ଼ା,୨ା୬(ଡି.ଏନ.ଏ.)- ବୁଗୁଡ଼ା ବ୍ଲକରେ ପୁଣି ୨ କରୋନା ପଜିଟିଭ ଚିହ୍ନଟ ପରେ ସେମାନଙ୍କୁ ମଙ୍ଗଳବାର ଶୀତଳାପଲ୍ଲୀସ୍ଥିତ କୋଭିଡ୍‌ ହସ୍ପିଟାଲକୁ ପଠାଯାଇଥିବା ବିଡିଓ ତନ୍ମୟ ପାତ୍ର କହିଛନ୍ତି।...

ମୟୂରଭଞ୍ଜରୁ ୬ କରୋନା ପଜିଟିଭ ଚିହ୍ନଟ: ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୭୬ ଛୁଇଁଲା

ବାରିପଦା ଅଫିସ, ୮।୬: ମୟୂରଭଞ୍ଜ ଜିଲାରୁ ସୋମବାର ନୂଆ ୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୬ରେ...

ହାତବାନ୍ଧି ବସିଛନ୍ତି ଅଟୋ ଚାଳକ: ଭଡା ପାଇଁ ବାହାରିଲେ ପୋଲିସ ପାହାରକୁ ଡର

ଗଞ୍ଜାମ,୪।୭(ଡି.ଏନ୍‌.ଏ): କରୋନା ସଂକ୍ରମଣକୁ ରୋକିବା ପାଇଁ ସରକାର ଓ ଜଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଲକ୍‌ଡାଉନ, ଶଟ୍‌ଡାଉନ ସହ ବିଭିନ୍ନ କଟକଣା ଜାରି କରାଯାଇଛି ।...

ରଥ ନିର୍ମାଣ ପାଇଁ ବଡ଼ଦାଣ୍ଡରେ ବ୍ୟାରିକେଡ୍‌

ପୁରୀ ଅଫିସ, ୯।୫: ରଥ ନିର୍ମାଣ କାର୍ଯ୍ୟକୁ କିପରି ତ୍ୱରାନ୍ବିତ କରାଯିବ ସେ ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ବନ୍ଦୋବସ୍ତ କରାଯାଇଛି। ରଥ ନିର୍ମାଣକାରୀଙ୍କ...

ନାବାଳିକାଙ୍କୁ ପ୍ରେମ ମହଙ୍ଗା ପଡ଼ିଲା:ଜେଲ ଗଲେ ୩ ଯୁବକ

ବିଞ୍ଝାରପୁର,୧୫।୩(ଡିଏନଏ): ବିଞ୍ଝାରପୁର ବ୍ଲକ ବାଙ୍ଗରା ପଞ୍ଚାୟତର ଜଣେ ନାବାଳିକାଙ୍କୁ ପ୍ରେମ ଜାଲରେ ଫସାଇ ବିବାହ କରିବା ଅଭିଯୋଗରେ ୩ଜଣ ଯୁବକଙ୍କୁ ଜେଲ ଯିବାକୁ ପଡ଼ିଛି। ଗିରଫ...

ବିଚ୍ଛିନ୍ନାଞ୍ଚଳବାସୀଙ୍କ ପାଇଁ ଆସିଲା ୧୦୮ ବୋଟ୍‌ ଆମ୍ବୁଲାନ୍ସ

ଚିତ୍ରକୋଣ୍ଡା,୨୨ା୫(ଡି.ଏନ.ଏ.)-ମାଲକାନଗିରି ଜିଲା ଉପାନ୍ତ ଚିତ୍ରକୋଣ୍ଡା ପଞ୍ଚାୟତ ସମିତି ଅନ୍ତର୍ଗତ ବିଚ୍ଛିନ୍ନାଞ୍ଚଳ ଅନ୍ତର୍ଭୁକ୍ତ ୫ଟି ପଞ୍ଚାୟତ ପଣସପୁଟ, ଅଣ୍ଡିରାପାଲି, ଯୋଡ଼ାମ୍ବ, ଯନ୍ତ୍ରୀ ଓ ଗାଜୁଲୁମାମୁଡି ଅଞ୍ଚଳବାସୀ ଏବେ...

ପଣ୍ଡିଗାଁରେ ମଦ ବିରୋଧରେ ତାତିଲେ ମହିଳା: ଜିଲାପାଳଙ୍କୁ ଅଭିଯୋଗ

ଭବାନୀପାଟଣା,୧୨।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କଲମପୁର ବ୍ଲକ ପଣ୍ଡିଗାଁ ପଞ୍ଚାୟତ ମଦମୁକ୍ତି ଲାଗି ଦାବି ହୋଇଛି। ଏ ନେଇ ସରପଞ୍ଚ ବନଜା ବାସିନୀ ମହାପାତ୍ରଙ୍କ ନେତୃତ୍ୱରେ ଶତାଧିକ...

Advertisement
Archives

Model This Week