ବ୍ଲକ ଅଧ୍ୟକ୍ଷ ପଦବୀରୁ ଦୈତାରୀ ବେହେରାଙ୍କ ଇସ୍ତଫା

ଖଲ୍ଲିକୋଟ,୨୨ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧ୍ୟକ୍ଷ ପଦବୀରୁ ଇସ୍ତଫା ଦେଇଛନ୍ତି ବିଧାୟିକାଙ୍କ ସ୍ବାମୀ ଦୈତାରୀ ବେହେରା। ବ୍ୟକ୍ତିଗତ କାରଣରୁ ସେ ଅଧ୍ୟକ୍ଷ ପଦବୀରୁ ଇସ୍ତଫା ଦେଉଥିବା ନିଜ ଇସ୍ତଫାପତ୍ରରେ ଉଲ୍ଲେଖ କରିଛନ୍ତି। ସ୍ତ୍ରୀ ସୂର୍ଯ୍ୟମଣି ବୈଦ୍ୟଙ୍କୁ ବିଜେଡି ବିଧାୟିକା ପ୍ରାର୍ଥୀ ଭାବେ ଟିକେଟ୍‌ ଦେବା ପରେ ଅଧ୍ୟକ୍ଷ ପଦରୁ ସେ ସୋମବାର ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ଖଲ୍ଲିକୋଟ ବିଡିଓଙ୍କୁ ପଠାଇଛନ୍ତି।
ଦୈତାରୀ ଖଲ୍ଲିକୋଟ ବ୍ଲକର ଦାନପୁର ପଞ୍ଚାୟତରୁ ସମିତିସଭ୍ୟ ଭାବେ ନିର୍ବାଚିତ ହୋଇଛନ୍ତି। ତାଙ୍କ ସ୍ତ୍ରୀ ସୂର୍ଯ୍ୟମଣି ବୈଦ୍ୟ ବିଧାୟିକା ଥିବା ବେଳେ ସେ ବ୍ଲକ ଅଧ୍ୟକ୍ଷ ପଦବୀରେ ରହିଥଲେ। ତାଙ୍କ ପ୍ରତିକ୍ରିୟାରେ ସେ ଅଧ୍ୟକ୍ଷ ପଦବୀରେ ରହିଥିବାରୁ ଦଳ ପାଇଁ ସମୟ ଦେଇ ପାରୁ ନ ଥିଲି, ତେଣୁ ଇସ୍ତଫା ଦେଲି, ବର୍ତ୍ତମାନ ମୁଁ ଦଳର ସଂଗଠନ ପାଇଁ ସମୟ ଦେବି ବୋଲି ଦୈତାରୀ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ରାଷ୍ଟ୍ରପତିଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ: ଆସିଥିଲା ସାଂଘାତିକ ଅଭିଯୋଗ

ଡାମସକସ୍‌,୧୧।୮: ସିରିଆର ଏକ କୋର୍ଟ ମଙ୍ଗଳବାର ଦେଶର ପୂର୍ବତନ ରାଷ୍ଟ୍ରପତି ବଶର ଅଲ-ଆସାଦ ଏବଂ ତାଙ୍କ ସାନ ଭାଇ ମାହେର ଅଲ-ଆସାଦଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି।…

ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ଜୋରଦାର

ରାଇକିଆ,୧୧।୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆରେ ଜାତୀୟ ଦିବସ ଆୟୋଜକ କମିଟି ପକ୍ଷରୁ ପାଳନ ହେବାକୁ ଥିବା ବ୍ଲକସ୍ତରୀୟ ସ୍ବାଧୀନତା ଦିବସକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ…

ପାଖରେ ଶୋଇଥିଲା ମୃତ୍ୟୁ: କେଇ ମିନିଟରେ…

ନୀଳଗିରି, ୧୧।୮ (ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଧୀନ ଶ୍ୟାମସୁନ୍ଦରପୁର ପଞ୍ଚାୟତ କୁଳିଗଡ଼ି ଗ୍ରାମରେ ଏକ ଘର ଭିତରୁ ପ୍ରାୟ ୧୦ ଫୁଟ…

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

୧୯୪୭ରେ ଟଙ୍କାକର ମୂଲ୍ୟ କେତେ ଥିଲା? ଜାଣି ତାଜୁବ ହେବେ ୧ଟଙ୍କାରେ ୮ଲିଟର କ୍ଷୀର ଆଉ ସପ୍ତାହକର ଆସୁଥିଲା ରାଶନ…

ନୂଆଦିଲ୍ଲୀ, ୧୧।୮: ୧୫ ଅଗଷ୍ଟ ୧୯୪୭ରେ ଭାରତ ଯେତେବେଳେ ସ୍ୱାଧୀନ ହୋଇଥିଲା, ସେତେବେଳେ ଏହାର ଟଙ୍କା ଆମେରିକାର ଡଲାର ତୁଳନାରେ ବହୁତ ପଛରେ ନ ଥିଲା। ସେତେବେଳେ…

ଆସନ୍ତାକାଲି ସୂର୍ଯ୍ୟଗ୍ରହଣ: ଏମାନଙ୍କୁ ଲାଗିବ ଗ୍ରହଣ ଦୋଷ! ୧୨ ଅଗଷ୍ଟ ପୂର୍ବରୁ ଜାଣନ୍ତୁ ଶାସ୍ତ୍ରର ନିୟମ

୧୨ ଅଗଷ୍ଟ ୨୦୨୬ରେ ଶ୍ରାବଣ ଅମାବାସ୍ୟା ଦିନ ପୂର୍ଣ୍ଣ ସୂର୍ଯ୍ୟଗ୍ରହଣ ଲାଗିବାକୁ ଯାଉଛି। ଏହି ଗ୍ରହଣ ଗ୍ରୀନଲ୍ୟାଣ୍ଡ, ଆଇସଲ୍ୟାଣ୍ଡ ଏବଂ ସ୍ପେନ ସମେତ ବିଶ୍ୱର କିଛି ଅଞ୍ଚଳରେ…

କର୍କଟ ରାଶିରେ ସୃଷ୍ଟି ହେଲା ଦୁର୍ଲଭ ଚତୁର୍ଗ୍ରହ ଯୋଗ: ଏହି ୪ ରାଶିଙ୍କ ପାଇଁ ଖୋଲିଯିବ ଧନଲାଭର ନୂଆ ଦ୍ୱାର

ଆଜି ୧୧ ଅଗଷ୍ଟ, ୨୦୨୬ରେ ସାବନ ଶିବରାତ୍ରି ଅବସରରେ ଆକାଶରେ ଏକ ବିଶେଷ ଗ୍ରହ ସଂଯୋଗ ସୃଷ୍ଟି ହେଉଛି। ଏହି ଦିନ କର୍କଟ ରାଶିରେ ସୂର୍ଯ୍ୟ, ଗୁରୁ,…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରତିମାସରେ କେତେ ଦରମା ମିଳେ? ବଙ୍ଗଳା-ଭତ୍ତା ଛଡା ବେସିକ୍‌ ସାଲାରୀ କେତେ ଜାଣିଲେ ଚମକି ପଡିବେ…

ନୂଆଦିଲ୍ଲୀ, ୧୧।୮: ଆପଣ ଡାକ୍ତର, ଇଞ୍ଜିନିୟର ଏବଂ ସରକାରୀ କର୍ମଚାରୀଙ୍କ ଭଳି ବିଭିନ୍ନ ବୃତ୍ତିଗତଙ୍କ ଦରମା ବିଷୟରେ ଶୁଣିଥିବେ। ଏହି ପରିପ୍ରେକ୍ଷୀରେ, ଭାରତର ପ୍ରଧାନମନ୍ତ୍ରୀଙ୍କ ଦରମା କେତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri