ଅଳ୍ପ କେଇଘଣ୍ଟା ପରେ ଭୁବନେଶ୍ବରରେ ପହଞ୍ଚତ୍ବ ଡାକୋଟା

ବାଲେଶ୍ୱର ଅଫିସ, ୧୮।୧: ବିଜୁ ପଟ୍ଟନାୟକଙ୍କ ସ୍ମୃତି ଡାକୋଟା ଭିଟି-ଏୟୁଆଇ ବିମାନ ବୁଧବାର ପୂର୍ବାହ୍ନରେ ଓଡ଼ିଶାକୁ
ଫେରିଛି। ସକାଳେ ଲକ୍ଷ୍ମଣନାଥ ଟୋଲଗେଟ୍‌ ଦେଇ ୩ଟି ଲରିରେ ଜଳେଶ୍ବରରେ ପହଞ୍ଚିଥିଲା। ଆଉ କିଛି ଘଣ୍ଟା ପରେ ଭୁବନେଶ୍ବରରେ ପହଞ୍ଚିବ ପ୍ରବାଦପୁରୁଷ ବିଜୁ
ପଟ୍ଟନାୟକଙ୍କ ଅପାସୋରା ସନ୍ଧିକ୍‌ ଡାକୋଟା । ଅତି ସାବଧାନତାର ସହିତ ବିମାନକୁ ସଡ଼କ ପଥରେ ଅଣାଯାଉଛି। କୋଲ୍‌କାତାର ନେତାଜୀ ସୁଭାଷ ଚନ୍ଦ୍ର ବୋଷ୍‌ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଭୁବନେଶ୍ବର ଅଭିମୁଖେ ଆସିଛି ଡାକୋଟା। ଡାକୋଟାର ବିଭିନ୍ନ ଅଂଶକୁ ୩ଟି ଲରିରେ ଲୋଡ୍‌ କରାଯାଇ ଓଡ଼ିଶା ଅଣାଯାଇଛି । ଏରୋ ସ୍ପେସ୍‌ ରିସର୍ଚ୍ଚ ଆଣ୍ଡ ଡେଭେଲପ୍‌ମେଣ୍ଟ ସଂସ୍ଥାର ଇଞ୍ଜିନିୟର
ଏହାକୁ ଆଣୁଛନ୍ତି। ଏଆର୍‌ସିର ୧୦ ଜଣିଆ ଟିମ୍‌ ୧୨ ଦିନ ଧରି ଏହି ଖୋଲିବା କାମରେ ନିୟୋଜିତ ହୋଇଥିଲେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲା ନାସାର ଆର୍ଟେମିସ-୨: ଐତିହାସିକ ୧୦ ଦିନିଆ ଚନ୍ଦ୍ର ଯାତ୍ରା ପରେ ପୃଥିବୀକୁ ଫେରିଲେ ମହାକାଶଚାରୀ

ନୂଆଦିଲ୍ଲୀ,୧୧।୪: ନାସାର ଆର୍ଟେମିସ-୨ ଚନ୍ଦ୍ର ମିଶନର ମହାକାଶଚାରୀମାନେ ଚନ୍ଦ୍ରରୁ ପ୍ରଶାନ୍ତ ମହାସାଗରକୁ ଫେରିଛନ୍ତି। ଓରିଅନ ମହାକାଶଯାନ ୧୦ ଦିନର ସଫଳ ମିଶନ ପରେ ପ୍ରଶାନ୍ତ ମହାସାଗରରେ ସୁରକ୍ଷିତ…

ପୋଲିସ ଦମନଲୀଳାର ଦୁଃଖ ବଖାଣିଲେ ସିଜିମାଳି ଆଦିବାସୀ

ଭୁବନେଶ୍ୱର, ୧୧ା୪(ବନ୍ଦନା ସେଠୀ):ବେଦାନ୍ତ ପାଇଁ ରାୟଗଡ଼ା ଜିଲାର ସିଜିମାଳି ଅଞ୍ଚଳରେ ଆଦିବାସୀ ଲୋକଙ୍କ ଉପରେ ଚାଲିଥିବା ପୋଲିସର ଦମନଲୀଳା, ନିଷେଧାଦେଶ ଓ ଗଣତାନ୍ତ୍ରିକ ଅଧିକାର ଉଲ୍ଲଂଘନକୁ ବାମପନ୍ଥୀ…

୩୧୮ ସ୍ଥାନରେ ‘ଅଟଳ ବସ୍‌ଷ୍ଟାଣ୍ଡ’:୬ ଜିଲାରେ…

ଭୁବନେଶ୍ୱର,୧୧।୪(ରବିନାରାୟଣ ଜେନା): ରାଜ୍ୟର ୩୧୮ ବସ୍‌ଷ୍ଟାଣ୍ଡିକୁ ‘ଅଟଳ ବସ୍‌ଷ୍ଟାଣ୍ଡ’ରେ ପରିଣତ କରାଯିବ। ଏହାଦ୍ୱାରା ସମନ୍ବିତ ସାର୍ବଜନୀନ ସେବା ଲୋକଙ୍କୁ ମିଳିପାରିବ। ଏହି ଲକ୍ଷ୍ୟ ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ…

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri