ବାଲେଶ୍ୱରରେ କନ୍ଧମାଳର ଡାକୁଲ ନୃତ୍ୟ

ବାଲିଗୁଡ଼ା,୧୩।୬ (ଡି.ଏନ.ଏ.): ବାଲେଶ୍ୱର ଜିଲା ପ୍ରଶାସନ ତରଫରୁ ଆୟୋଜିତ ପଲ୍ଲୀଶ୍ରୀ ମେଳାରେ ବାଲିଗୁଡ଼ାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ କନ୍ଧମାଳ କଳା ବିକାଶ କେନ୍ଦ୍ରର କୃତିତ୍ୱ ସ୍ମରଣୀୟ। ଗତ ୧୦ ତାରିଖ ସାଂସ୍କୃତିକ ସନ୍ଧ୍ୟାରେ ୨୦ ଜଣିଆ ସାଂସ୍କୃତିକ ଦଳ ଅଂଶ ଗ୍ରହଣ କରି କନ୍ଧମାଳର ପାରମ୍ପରିକ ଲୋକନୃତ୍ୟ ଡାକୁଲ ନୃତ୍ୟ ପରିବେଷଣ କରି ମଞ୍ଚ ଦୁଲୁକାଇ ଥିଲେ। ଅନୁଷ୍ଠାନର ସମ୍ପାଦକ ତଥା ବରିଷ୍ଠ କଳାକାର ପ୍ରମୋଦ କୁମାର ଦଣ୍ଡସେନାଙ୍କ ସମେତ ନୃତ୍ୟ ଗୁରୁ କ୍ଷୀରୋଦ ପ୍ରସାଦ ଦଣ୍ଡସେନା, କଣ୍ଠଶିଳ୍ପୀ ବିଶ୍ୱଜିତ ସାହୁ, ଲୋକନୃତ୍ୟ କଳାକାର ଅଶ୍ୱିନୀ ପାତ୍ର, ଲକ୍ଷ୍ମୀ ନାରାୟଣ ମଳିକ, ମାଧୁରୀ ପଣ୍ଡା, ଅଭୀଲିପ୍ସା ପ୍ରଧାନ, ପ୍ରିୟଙ୍କା ନାୟକ, ଇନ୍ଦୁରେଖା ପୂଜାରୀ ପ୍ରମୁଖ ପ୍ରତିନିଧିତ୍ୱ କରି ମଞ୍ଚ ଦୁଲୁକାଇ ଥିଲେ। ପ୍ରକୃତିର ପୂଜକ ଆଦିବାସୀଙ୍କ ପୂଜାର୍ଚ୍ଚନା ଏବଂ ପାରମ୍ପରିକ ବୀରବାଦ୍ୟ ନୃତ୍ୟ ସଙ୍ଗୀତ ଉପସ୍ଥିତ ଦର୍ଶକଙ୍କୁ ବିଭୋର କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

ଗ୍ରାମୀଣ ଗୃହ ଯୋଜନାରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ରାଇକିଆ ବ୍ଲକ ପୁରସ୍କୃତ

ରାଇକିଆ,୧୬ା୮(ପ୍ରଦୀପ ବେହେରା): ଗ୍ରାମୀଣ ଗୃହ ଯୋଜନା-୨୦୨୫/୨୬ରେ ସମଗ୍ର କନ୍ଧମାଳ ଜିଲାରେ ଉଲ୍ଳେଖନୀୟ ପ୍ରଦର୍ଶନ ପାଇଁ ଜିଲା ପ୍ରଶାସନ ତରଫରୁ ରାଇକିଆ ବ୍ଲକ ପୁରସ୍କୃତ ହୋଇଛି। ଫୁଲବାଣୀଠାରେ ଜିଲାସ୍ତରୀୟ…

ଦାରିଙ୍ଗବାଡ଼ିରେ ୮୦ତମ ସ୍ୱାଧୀନତା ଦିବସ ପାଳିତ: ଜନସେବାକୁ ଦେଶସେବା ବୋଲି କହି…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): ଦେଶ ସ୍ୱାଧୀନତାର ୮୦ତମ ବର୍ଷପୂର୍ତ୍ତି ଉତ୍ସବ ଅବସରରେ କନ୍ଧମାଳ ଜିଜିଲା ଦାରିଙ୍ଗବାଡ଼ି ଅଞ୍ଚଳ ସମ୍ପୂର୍ଣ୍ଣ ଉତ୍ସବମୁଖର ହୋଇପଡ଼ିଛି। ଏହି ପରିପ୍ରେକ୍ଷୀରେ ଦାରିଙ୍ଗବାଡ଼ିର…

ଆଖି ସଂକ୍ରମଣରେ ପୀଡ଼ିତ ମାଖନା ହାତୀ: ବନ ବିଭାଗ ପକ୍ଷରୁ ମାଖନା ହାତୀର ସ୍ୱାସ୍ଥ୍ୟ ନିରୀକ୍ଷଣ

ବାଲେଶ୍ୱର,୧୫।୮( ବାଞ୍ଛାନିଧି ଦେ): ବାଲେଶ୍ୱର ବନ ବିଭାଗ ପକ୍ଷରୁ ଦୀର୍ଘ ୧୫ରୁ ୨୦ ଦିନ ଧରି କୁଲଡ଼ିହା ବନ୍ୟପ୍ରାଣୀ ରେଞ୍ଜ ପଞ୍ଚଲିଙ୍ଗେଶ୍ୱର ଅଞ୍ଚଳରେ ଏକ ମାଖନା (ଦାନ୍ତହୀନ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ମହିଳାଙ୍କୁ ବାନ୍ଧି ଘରୁ ସୁନାଗହଣା ଲୁଟ

ଚାନ୍ଦବାଲି,୧୫/୮(ମାନସ ବିଶ୍ୱାଳ/ରତିକାନ୍ତ ବାରିକ): ଚାନ୍ଦବାଲି ଥାନା ପାଞ୍ଚପଡା ଗ୍ରାମରେ ଶନିବାର ସକାଳୁ ଲୁଟ ହୋଇଥିବା ଥାନାରେ ଅଭିଯୋଗ ହୋଇଛି |କାଳୀମନ୍ଦିର ନିକଟସ୍ଥ ପ୍ରମୋଦ ତ୍ରିପାଠୀଙ୍କ ଘରେ ସକାଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri