Posted inଖେଳ

୨ ବର୍ଷ ଜେଲରେ ସଜା କାଟିବେ ପ୍ରସିଦ୍ଧ ପଞ୍ଜାବୀ ଗାୟକ ଦଲେର ମେହନ୍ଦି

ପ୍ରସିଦ୍ଧ ପଞ୍ଜାବୀ ଗାୟକ ଦଲେର ମେହନ୍ଦି ଗିରଫ ହୋଇଛନ୍ତି। ମାନବ ଚାଲାଣ ଅଭିଯୋଗରେ ତାଙ୍କ ପଟିଆଲା କୋର୍ଟ ଦୋଷୀ ସାବ୍ୟସ୍ତ କରି ୨ ବର୍ଷ ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି। ୧୮ ବର୍ଷ ପୁରୁଣା ଏହି ମାମଲାରେ ପୂର୍ବରୁ ଦଲେରଙ୍କୁ ଦୁଇ ବର୍ଷ ଜେଲ ଦଣ୍ଡାଦେଶ ହୋଇଥିଲେ। ତେବେ ଏହାକୁ ଚ୍ୟାଲେଞ୍ଜ କରିଥିଲେ ଗାୟକ। ଏହି ମାମଲାର ଶୁଣାଣି ବେଳେ ପଞ୍ଜାବର ପଟିଆଲା କୋର୍ଟ ଦଲେର ମେହେନ୍ଦିଙ୍କ ୨ ବର୍ଷ ଜେଲଦଣ୍ଡାଦେଶକୁ କାଏମ ରଖିଛନ୍ତି।
୨୦୦୩ରେ ଦଲେର୍‌ ମେହନ୍ଦି ଏବଂ ତାଙ୍କ ଭାଇ ଶ୍ୟାମସର ସିଂଙ୍କ ନାଁରେ ମାନବ ଚାଲାଣ ଅଭିଯୋଗ ଆସିଥିଲା। ଯୁକ୍ତରାଷ୍ଟ୍ର ଆମେରିକାରେ ଉଭୟଙ୍କ ବିରୋଧରେ ୩୧ଟି ମାମଲା ରୁଜୁ ହୋଇଥିଲା। ସେମାନେ ବେଆଇନ ଭାବେ ଲୋକଙ୍କୁ ବିଦେଶ ପଠାଇ ବିପୁଳ ପରିମାଣର ଟଙ୍କା ନେଉଥିଲେ। ୧୯୯୮ ଓ ୧୯୯୯ ବେଳେ ଦଲେର ମେହେନ୍ଦି ଅତି କମ୍‌ରେ ୧୦ ଜଣଙ୍କୁ ଅବୈଧ ରୂପେ ସାନ ଫ୍ରାନ୍ସିସ୍କୋ ଓ ନ୍ୟୁ ଜର୍ସିକୁ ଚାଲାଣ କରିଥିଲେ। ଏହାପରେ ଦଲେର ମେହନ୍ଦି ଓ ତାଙ୍କ ଦିବଙ୍ଗତ ଭାଇ ଶମସେର ସିଂହଙ୍କ ବିରୋଧରେ ଏଫଆଇଆର୍‌ ହୋଇଥିଲା। ଦୁଇ ଭାଇ ଲୋକଙ୍କୁ ବିଦେଶ ପଠାଇବା ପାଇଁ ୧ କୋଟି ଟଙ୍କା ଚାର୍ଜ କରୁଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବୋସ୍‌ଫୋରସ ବକ୍ସିଂ ଟୁର୍ନାମେଣ୍ଟ: ସେମିରେ ଜରିନ, ସୋଲାଙ୍କି

ନୂଆଦିଲ୍ଲ,୨୦।୩(ପି.ଟି.): ଭାରତୀୟ ମହିଳା ବକ୍ସର ନିଖାତ ଜରିନ ଆଉ ଏକ ବିପର୍ଯ୍ୟୟ ଘଟାଇ ତୁର୍କୀର ଇସ୍ତାନବୁଲ୍‌ରେ ଚାଲିଥିବା ବୋସଫୋରସ ବକ୍ସିଂ ଟୁର୍ନାମେଣ୍ଟର ସେମିଫାଇନାଲରେ ପ୍ରବେଶ କରିଛନ୍ତି।...

ଅନ୍‌ଲାଇନ୍‌ ଚେସ୍‌: ବିକାଶ ଚାମ୍ପିୟନ

ଭୁବନେଶ୍ୱର, ୨୦।୬(କ୍ରୀଡ଼ା ପ୍ରତିନିଧି)- ଏସଆର ଚେସ୍‌ ସେଣ୍ଟର ଆନୁକୂଲ୍ୟରେ ଆୟୋଜିତ ୭ମ ଅନ୍‌ଲାଇନ୍‌ ଚେସ୍‌ରେ ପ୍ରଭୁଜୀ ଇଂଲିଶ୍‌ ମିଡିୟମ ସ୍କୁଲର ବିକାଶ କୁମାର ଲେଙ୍କା ଚାମ୍ପିୟନ...

ଚିଲିର ସିନିୟର ଦଳକୁ ହରାଇଲା ଭାରତୀୟ ଜୁନିୟର ଦଳ

ସାଣ୍ଟିଗୋ(ଚିଲି),୨୪।୧: ଭାରତୀୟ ମହିଳା ଜୁନିୟର ହକି ଦଳ ଅପରାଜେୟ ଧାରା ବଜାୟ ରଖି ସିନିୟର ଚିଲି ଦଳକୁ ହରାଇ ଦେଇଛି। ପ୍ରିନ୍ସ ଅଫ୍‌ ଓ୍ବେଲ୍ସ କାଉଣ୍ଟି...

ଭାରତୀୟ ଅଲମ୍ପିକ୍‌ ପଦକ ବିଜେତା କେଡି ଯାଦବଙ୍କୁ ମନେ ପକାଇଲା ଗୁଗଲ୍‌

ଭାରତୀୟ ଭେଟେରାନ ରେସଲର ଖାଶାବା ଦାଦାସାହେବ ଯାଦବଙ୍କ ୯୭ତମ ଜନ୍ମ ବାର୍ଷିକୀ॥ ଏହି ଅବସରରେ, ସର୍ଚ୍ଚ ଇଞ୍ଜିନ ଗୁଗଲ ଏକ ବିଶେଷ ଡୁଡଲ ତିଆରି କରି...

୫୦ ରନ୍‌ ଭିତରେ ପାଭିଲିୟନ ଫେରିଲେ ଅଧା ଭାରତୀୟ ଟିମ୍‌

ପର୍ଥ,୩୦।୧୦: ଟି-୨୦ ବିଶ୍ୱକପ୍‌ରେ ଆଜି ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ମ୍ୟାଚ୍‌ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଭାରତୀୟ ଦଳ ଖରାପ ପ୍ରଦର୍ଶନ କରିଛି। ଟସ୍‌...

ପାଗ ବଦଳିଲା, ମ୍ୟାଚର ମଜାନେଲେ ଦର୍ଶକ

ଭୁବନେଶ୍ୱର, ୯।୨(କ୍ରୀଡ଼ା ପ୍ରତିନିଧି)- ଚଳିତ ଏଫଆଇଏଚ୍‌ ହକି ପ୍ରୋ ଲିଗ୍‌ରେ ଶନିବାର ଭାରତ-ବେଲଜିୟମ ପ୍ରଥମ ମ୍ୟାଚ ଅବସରରେ ବର୍ଷା ଓ କୋହଲା ପାଗ ଯୋଗୁ ଅଳ୍ପ ଦର୍ଶକ...

କୋହଲିଙ୍କୁ ସହ ଘଟିଲା ଏମିତି, ବୋଲର୍‌ଙ୍କୁ ମାଗିବାକୁ ପଡିଲା କ୍ଷମା: ଦେଖନ୍ତୁ ଭିଡିଓ

ପୁଣେ,୫।୫: ଆଇପିଏଲ ୨୦୨୨ର ୪୯ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଚାରିଥର ଚାମ୍ପିଅନ୍‌ ଚେନ୍ନାଇ ସୁପର କିଙ୍ଗ୍ସକୁ ୧୩ ରନ୍‌ରେ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ...

ବିଶ୍ୱକପ ଦଳ ଘୋଷଣା କଲା ହକି ଇଣ୍ଡିଆ: ହରମନ୍‌ପ୍ରୀତଙ୍କୁ ଅଧିନାୟକ ଦାୟିତ୍ୱ

ନୂଆଦିଲ୍ଲୀ,୨୩ା୧୨: ହକି ଇଣ୍ଡିଆ ପକ୍ଷରୁ ଶୁକ୍ରବାର ହକି ବିଶ୍ୱକପ ପାଇଁ ୧୮ ଜଣିଆ ଦଳ ଘୋଷଣା କରାଯାଇଛି। ଜାନୁୟାରୀ ୧୩ରୁ ୨୯ ଯାଏ ଭୁବନେଶ୍ୱର-ରାଉରକେଲାରେ ହେବାକୁ...

Advertisement
Archives

Model This Week