ଡାଲମିଆ ସିମେଣ୍ଟର‘ପ୍ରୋଜେକ୍ଟ ହସ୍ତକଳା’

ଭୁବନେଶ୍ୱର,୨୭।୨: ଡାଲମିଆ ସିମେଣ୍ଟ ଭାରତ ଲିମିଟେଡ ଦ୍ୱାରା ସୁନ୍ଦରଗଡ ଜିଲାର ଝଗରପୁର ଏବଂ କଟାଙ୍ଗ ପଞ୍ଚାୟତର ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି)ର ମହିଳାମାନଙ୍କ ପାଇଁ ଏକ ଅର୍ଥନୈତିକ ବିକାଶମୂଳକ କାର୍ଯ୍ୟକ୍ରମ ପ୍ରୋଜେକ୍ଟ ହସ୍ତକଳା ଆରମ୍ଭ କରାଯାଇଛି। ଏପରିକି ଉକ୍ତ ପ୍ରକଳ୍ପ ଶୁଭାରମ୍ଭର ୩ ମାସ ମଧ୍ୟରେ ଅନେକ ସଫଳତା ପାଇଛି। ବିଶେଷ କରି ଉକ୍ତ ପ୍ରକଳ୍ପରେ ପ୍ରାୟ ୯୦ଜଣ ଏସ୍‌ଏଚ୍‌ଜି ମହିଳା ଅନନ୍ୟ ଟାଇ ଆଣ୍ଡ ଡାଇ ବାଟିକ ଉପତ୍ାଦରେ ତାଲିମ ନେଉଛନ୍ତି। ଅପରପକ୍ଷରେ ନୋଏଡାଠାରେ ଆୟୋଜିତ ସରସ ଆଜିବିକା ମେଳା ଏବଂ ରାଉରକେଲାଠାରେ ଆୟୋଜିତ ସରସ ମେଳା ସମେତ ବିଭିନ୍ନ ପ୍ରଦର୍ଶନୀରେ ପ୍ରକଳ୍ପର ମହିଳାମାନେ ଅଂଶଗ୍ରହଣ କରି ସେମାନଙ୍କର ଉପତ୍ାଦ ବିକ୍ରି କରିଛନ୍ତି। ତାହାସହିତ ସେମାନେ ଫ୍ଲିପକାର୍ଟ ଭଳି ଇ-କମର୍ସ ପ୍ଲାଟଫର୍ମରେ ମଧ୍ୟ ବିକ୍ରି କରୁଛନ୍ତି। ପ୍ରାୟ ୨.୫ ଲକ୍ଷ ଟଙ୍କାର ଉପତ୍ାଦ ବିକ୍ରି ହୋଇସାରିଛି। ଏ ସମ୍ପର୍କରେ ଡିସିବିଏଲ କମ୍ପାନୀର ମୁଖପାତ୍ର କହିଥିଲେ, ଉକ୍ତ ଉପତ୍ାଦର ବଜାରରେ ବିପୁଳ ଚାହିଦା ରହିଛି, କିନ୍ତୁ ତାହାର ଉପତ୍ାଦନ କମ ରହିଥିବାରୁ ଚାହିଦା ପୂରଣ ହୋଇ ପାରୁନାହିଁ। ଏଥିରେ ଆମ ୟୁନିଟ ନିକଟରେ ଚତୁର୍ପାର୍ଶ୍ୱରେ ଥିବା ଗ୍ରାମଗୁଡିକରେ ଥିବା ମହିଳାମାନଙ୍କ ପାଇଁ ସ୍ବାବଲମ୍ବୀ ହେବାର ବିକଳ୍ପ ସୁଯୋଗ ନିର୍ମାଣ ଦିଗରେ ବେଶ ଉତ୍ସାହପ୍ରଦ ସମ୍ଭାବନା ରହିଥିବା ଆମେ ଲକ୍ଷ୍ୟ କରିଥିଲୁ।

 


Enter your email to get our daily news in your inbox.

All Right Reserved By Dharitri.Com

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

ରେଳବାଇରେ ସରକାରୀ ଚାକିରି ସୁଯୋଗ: ୩୯୯୩ JE ପଦବୀ ପାଇଁ ଆବେଦନ ଆରମ୍ଭ

ନୂଆଦିଲ୍ଲୀ,୧୬।୮: ରେଳବାଇରେ ସରକାରୀ ଚାକିରି ପାଇବାର ସ୍ୱପ୍ନ ଦେଖୁଥିବା ପରୀକ୍ଷାର୍ଥୀଙ୍କ ପାଇଁ ଖୁସିଖବର। ଆରଆରବି (RRB)ର ଜୁନିୟର ଇଞ୍ଜିନିୟର (JE) ନିଯୁକ୍ତି ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ପୂର୍ବତନ ଡେପୁଟି ସ୍ପିକରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଖେଳିଗଲା ଚାଞ୍ଚଲ୍ୟ!

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ରବିବାର (୧୬…

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri