ଲଗାଣ ବର୍ଷାରେ ଧାନ ଫସଲ ନଷ୍ଟ:କ୍ଷୟକ୍ଷତି ଆକଳନ କଲେ ବିଧାୟକ

ପୁରୁଷୋତ୍ତମପୁର,୨୨।୧୨(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଭଲ ଧାନଫସଲ ହୋଇଥିବା ବେଳେ ଦୁଇଦିନଧରି ଚାଲିଥିବା ଲଗାଣ ବର୍ଷାରେ ଧାନ ଫସଲ ମାନ ଭଜୁଡିଯାଇଛି। ଫଳରେ ଚାଷୀକୁଳ ହତାସ ହୋଇପଡି କିଭଳି କରଜ ସୁଝିବେ ସେଥିନେଇ ଚିନ୍ତାରେ ପଡିଛନ୍ତି। ବର୍ତ୍ତମାନ ଅମଳ ହେବା ସମୟରେ ବର୍ଷା ହେବା ଯୋଗୁ ଚାଷୀମାନେ ଧାନକୁ କାଟି ଜମିରେ ରଖିଥିବାବେଳେ ତାହା ପାଣିରେ ଭିଜି ନଷ୍ଟ ହୋଇଯାଇଛି। ଏପରିକି କିଛି ଜମିରେ ପାଣି ଭର୍ତ୍ତି ହୋଇଯାଇଛି। ଏହାସହ ଓଦା ହୋଇଯାଇଥିବାହେତୁ ଧାନର ମାନ କମିଯିବାରନେଇ ସମ୍ପୁର୍ଣ ଆଶଙ୍କା ଦେଖାଦେଇଛି।

ସରକାର କେବଳ ଏଫଏକ୍ୟୁ ମାନର ଧାନ କିଣୁଥିବାବେଳେ ଚଳିତ ବର୍ଷ ଧାନ ବର୍ଷାରେ ଓଦା ହୋଇଥିବା ଯୋଗୁ ଏହି ଧାନକୁ ମଧ୍ୟ ସରକାର କିଣନ୍ତୁ ବୋଲି ଚାଷୀମାନେ ଦାବି କରିବା ସହ ଆବଶ୍ୟକ ସ୍ଥଳରେ କ୍ଷତିପୂରଣ ପ୍ରଦାନ କରିବା ଲାଗି ସରକାର ପଦକ୍ଷେପ ନେବାକୁ ଚାଷୀମାନେ ଦାବି କରିଛନ୍ତି।

ପୁରୁଷୋତ୍ତମପୁରରେ କେତେ କ୍ଷୟକ୍ଷତି ହୋଇଛି ତାହାର ଆକଳନ ନେଇ ରବିବାର ଖଲ୍ଲିକୋଟ ବିଧାୟକ ପୂର୍ଣଚନ୍ଦ୍ର ସେଠୀଙ୍କ ସମେତ ଛତ୍ରପୁର ଉପଜିଲାପାଳ ଦେବଦତ୍ତ ମହନ୍ତ, ପୁରୁଷୋତ୍ତମପୁର ତହସିଲଦାର ବିନୋଦ ବେହେରା, ପୁରୁଷୋତ୍ତମପୁର ବ୍ଲକର ବିଭିନ୍ନ ପଞ୍ଚାୟତର ଚାଷ ଜମିଗୁଡିକୁ ଯାଇ ବୁଲି ଦେଖି ସମୀକ୍ଷା କରିବାସହ ଚାଷୀମାନଙ୍କସହ ଆଲୋଚନା କରିଛନ୍ତି ଓ କ୍ଷତିଗ୍ରସ୍ତ ଚାଷୀଙ୍କୁ ସମବେଦନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri