ଆରପାରିରେ ଦାମୋଦର ରାଉତ, ଚିକିତ୍ସାଧୀନ ଅବସ୍ଥାରେ ପରଲୋକ

ନୂଆଦିଲ୍ଲୀ,୨୨।୩: ଆରପାରିରେ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତ।ଭୁବନେଶ୍ୱରରେ ଏକ ଗାଡ଼ି ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଭୋର ୫ ଟା ୨୩ ମିନିଟରେ ତାଙ୍କର ଦେହାନ୍ତ ହୋଇଛି। ୮୩ ବର୍ଷ ବୟସରେ ସେ ପ୍ରାଣ ତ୍ୟାଗ କରିଛନ୍ତି। ଓଡ଼ିଶା ଇତିହାସରେ ସେ ଜଣେ ଟାଣୁଆ ନେତା ଥିଲେ।

ହୃଦଘାତ ପରେ ତାଙ୍କର ବ୍ରେନ୍‌ ଡେଡ୍‌ ହୋଇଥିବା ପୁଅ ତଥା ପାରାଦୀପ ବିଧାୟକ ସମ୍ବିତ ରାଉତରାୟ ଗୁରୁବାର ସୂଚନା ଦେଇଥିଲେ। ସଙ୍କଟାପନ୍ନ ଅବସ୍ଥାରେ ଦାମଙ୍କୁ ପ୍ରଥମେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପରେ ସେଠାରୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।

ଖବର ଅନୁଯାୟୀ ମାର୍ଚ୍ଚ ୧୮ ତାରିଖ ବିଳମ୍ବିତ ରାତିରେ ବାପା ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ ତୁରନ୍ତ କ୍ୟାପିଟାଲ ହସ୍ପିଟାଲ ନିଆଯାଇଥିଲା। ମେଡିକାଲ ନେବା ବାଟରେ ତାଙ୍କର ହୃଦ୍‌ଘାତ ହୋଇଥିଲା। କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହେବାପରେ ବାପାଙ୍କୁ କାର୍ଡିଓପଲ୍‌ମୋନାରି ରେସୁସିଟେଶନ(ସିପିଆର୍‌) ଦିଆଯାଇ ନ ଥିବା ସମ୍ବିତ ଅଭିଯୋଗ କରିଛନ୍ତି। ସିପିଆର୍‌ ନ ଦେବାରୁ ବାପାଙ୍କ ଅବସ୍ଥା ସଙ୍କଟାପନ୍ନ ହୋଇଥିଲା। ଏହାପରେ ତୁରନ୍ତ ତାଙ୍କୁ ସେଠାରୁ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର; ଜୁଲାଇରେ ଏତେ ପ୍ରତିଶତ ବଢ଼ିବ ମହଙ୍ଗା ଭତ୍ତା…

ନୂଆଦିଲ୍ଲୀ,୧।୭: ଶ୍ରମ ବ୍ୟୁରୋର ଏକ ପ୍ରେସ୍ ରିଲିଜ୍ ଅନୁଯାୟୀ, AICPI-IW ଏପ୍ରିଲ୍ ୨୦୨୬ରେ ୧୪୯.୯ରୁ ମେ ୨୦୨୬ରେ ୦.୯ ପଏଣ୍ଟ ବୃଦ୍ଧି ପାଇ ୧୫୦.୮ ହୋଇଛି। ଏହି…

ରାଇକିଆ ଥାନାରେ ନିଶାମୁକ୍ତ ଅଭିଯାନ, ଏହି ଶପଥ ନେଲେ ଛାତ୍ରୀଛାତ୍ର

ରାଇକିଆ,୧।୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନାରେ ବୁଧବାର ନିଶା ମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଥାନା ଅଧିକାରୀ ଏ.ସ୍ୱର୍ଣ୍ଣଲତା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ନୂତନ ବ୍ଲକ ଶିକ୍ଷା ଅଧିକାରିଣୀ ଭାବେ ଯୋଗଦେଲେ ମଧୁସ୍ମିତା:ଏକ ନମ୍ବର ଶିକ୍ଷା ବ୍ଲକ କରିବା ଲକ୍ଷ୍ୟ

କର୍ଲାମୁଣ୍ଡା:୧/୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ନୂତନ ଭାବେ ବୁଧବାର ବ୍ଲକ ଶିକ୍ଷା ଅଧିକାରିଣୀ ମଧୁସ୍ମିତା ନାଏକ ଯୋଗ ଦେଇଛନ୍ତି। କାର୍ଯ୍ୟାଳୟରେ ଯୋଗଦେବା…

ଗଜପତି ପୋଲିସକୁ ବଡ଼ ସଫଳତା: ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ, ୬ ନାବାଳିକା…

ଗଜପତି,୧।୭(ଗିରିଧାରୀ ପରିଛା): ଗଜପତି ପୋଲିସ ଏକ ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ କରି ୬ ଜଣ ନାବାଳିକାଙ୍କ ସମେତ ୭ ଜଣ ପୀଡ଼ିତାଙ୍କୁ ହାଇଦ୍ରାବାଦରୁ ଉଦ୍ଧାର କରିଛି।…

ଆଜିଠାରୁ ଅନିର୍ଦ୍ଦିଷ୍ଟକାଳ ଯାଏ ରୋଗୀସେବା ବନ୍ଦ, ହନ୍ତସନ୍ତ ହେଉଛନ୍ତି ରୋଗୀ

ବଞ୍ଚୋ,୧।୭(ପ୍ରଦୋଷ ବିଶ୍ୱାଳ ): ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନ (ଓମ୍‌ସା)ର ୮ ଦଫା ଦାବି ପୂରଣ ନ ହେବା ପ୍ରତିବାଦରେ ଜାତୀୟ ଡାକ୍ତର ଦିବସ ଅବସରରୁ ବୁଧବାର…

ଗଣଶିକ୍ଷା ବିଭାଗର ବଡ଼ ଘୋଷଣା, ଛାତ୍ରୀଛାତ୍ରଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି

ଭୁବନେଶ୍ୱର,୧।୭: ଛାତ୍ରଛାତ୍ରୀଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି । ଚଳିତ ବର୍ଷରେ ହିଁ ନୂଆ ବହି ଯୋଗାଇ ଦେବେ ସରକାର । ଯଥା  ସମ୍ଭବ ଛାତ୍ରୀଛାତ୍ରଙ୍କୁ ବହି…

ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତରୀ ସେବା ସମ୍ପୂର୍ଣ୍ଣ ଠପ: ଓମସାର କାର୍ଯ୍ୟବନ୍ଦ ଆନ୍ଦୋଳନ

ବାରିପଦା, ୧।୭ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ଓଡ଼ିଶା ମେଡିକାଲ ସର୍ଭିସେସ ଆସୋସିଏସନ (ଓମସା)ର କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁଁ ରାଜ୍ୟ ସମେତ ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ  …

ଆନନ୍ଦପୁର ବ୍ଲକରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ହାତାହାତି: ବିଡିଓଙ୍କ ବିରୋଧରେ ଉଠିଥିବା ଅଭିଯୋଗକୁ…

ବଞ୍ଚୋ, ୧।୭ (ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ବ୍ଲକ ପରିସରରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ଘଟିଥିବା ହାତାହାତି ଘଟଣାକୁ ନେଇ ବ୍ଲକ ବିକାଶ ଅଧିକାରୀ (ବିଡିଓ)ଙ୍କ ବିରୋଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri