ଦାନ ମାଝିଙ୍କ ଝିଅ ମାଟ୍ରିକ ପାସ୍‌ କଲେ

ଭୁବନେଶ୍ୱର,୨୫।୬: ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଶୁକ୍ରବାର ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇଛି। କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ସୋସିଆଲ ସାଇନ୍‌ସେସ୍‌(କିସ୍‌)ରେ ପଢୁଥିବା ବହୁ ଚର୍ଚ୍ଚିତ ଦାନ ମାଝିଙ୍କ ବଡ଼ ଝିଅ ଚାନ୍ଦିନୀ ମାଝି ଉତ୍ତୀର୍ଣ୍ଣ ହୋଇଛନ୍ତି। ତାଙ୍କର ଅନ୍ୟ ୨ ସାନ ଭଉଣୀ ମଧ୍ୟ ସେଠାରେ ରହି ପଢୁଛନ୍ତି। ଚାନ୍ଦିନୀ ମାଟ୍ରିକରେ ପାସ୍‌ ହୋଇଥିବା ଜାଣି ମେଲଘର ଗ୍ରାମରେ ଖସିର ଲହରୀ ଖେଳିଯାଇଛି।

ସୂଚନା ଯୋଗ୍ୟ, ୨୦୧୭ରେ କଳାହାଣ୍ଡି ଜିଲା ଥୁଆମୁଳ-ରାମପୁର ବ୍ଲକ ଅଧୀନ ମେଲଘର ଗ୍ରାମର ଦାନ ମାଝି ସ୍ତ୍ରୀଙ୍କ ମୃତଦେହକୁ ୧୦ କି.ମି କାନ୍ଧରେ ବୋହିବା ଘଟଣା ଦେଶରେ ଚର୍ଚ୍ଚାର ବିଷୟ ହୋଇଥିଲା। ପରବର୍ତ୍ତୀ ସମୟରେ କିସ୍‌ ପକ୍ଷରୁ ଦାନ ମାଝିଙ୍କ ବଡ ଝିଅ ଚାନ୍ଦିନୀଙ୍କ ସହ ଅନ୍ୟ ୨ ଭଉଣୀଙ୍କୁ ପଢିବାର ସୁଯୋଗ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀ ସହ ସଂଯୋଗ ହେବ ଗଞ୍ଜାମ ଜିଲାର ୨ ନଦୀ: ଚାଲିଛି ଅନୁଧ୍ୟାନ

ଭଞ୍ଜନଗର, ୨୯।୯ (ବାବୁଲା ପ୍ରଧାନ): ଗ୍ରୀଷ୍ମ ଋତୁରେ ଗଞ୍ଜାମ ଜିଲାର ଅନେକ ନଦୀ ଶୁଖିଯିବା ସହ ବର୍ଷା ଋତୁରେ ମଧ୍ୟ କେତେକ ସମୟରେ ଜଳପ୍ରବାହ ହ୍ରାସ ପାଉଥିବାରୁ…

ଇରାନ ସହ ଡିଲ ପାଇଁ ଟ୍ରମ୍ପ ରାଜି, ହେଲେ ରଖିଦେଲେ ବଡ଼ ସର୍ତ୍ତ

ୱାଶିଂଟନ,୨୯।୯: ଇରାନ ସହ ଏକ ଚୂଡ଼ାନ୍ତ ଚୁକ୍ତିରେ ପହଞ୍ଚିବା ପାଇଁ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ଲାଗିଥିବା କିଛି କଟକଣା କୋହଳ କରିବା ସହ…

ଏମଏମଡିଆର୍‌ ଆଇନ ପ୍ରତ୍ୟାହାର ଦାବିରେ ଗର୍ଜିଲା ବିଜେଡି: ୧୦ ହଜାରରୁ ଊର୍ଦ୍ଧ୍ୱ ବିଜେଡି କର୍ମୀ କଲେ ବିଶାଳ ପ୍ରତିବାଦ

କେସିଙ୍ଗା, ୨୯।୯(ତୁମେଶ୍ୱର ସାହୁ):ଏମଏମଡିଆର୍‌ ଆଇନର ପ୍ରତିବାଦ ଓ ଏହାକୁ ପ୍ରତ୍ୟାହାର ଦାବିରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଭୁବନେଶ୍ୱରଠାରେ ଏକ ବିଶାଳ ପ୍ରତିବାଦ ସଭା ଆୟୋଜିତ…

ରୋହିତ,ସେହୱାଗ, ଇଶାନଙ୍କୁ ପଛରେ ପକାଇଲେ କୋହଲି, ନିଜ ନାଁରେ କଲେ ଅନନ୍ୟ ରେକର୍ଡ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୯।୯: ଦିନିକିଆ କ୍ରିକେଟରେ ବିରାଟ କୋହଲିଙ୍କ ନାମ ପୁଣିଥରେ ଏକ ବିଶେଷ ରେକର୍ଡ ସହ ଚର୍ଚ୍ଚାରେ ରହିଛି। ନିଜ ବ୍ୟାଟିଂ ଦ୍ୱାରା ଦୀର୍ଘଦିନ ଧରି ରେକର୍ଡ ପରେ…

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?