ଉପକୂଳ ମୁହାଁ ହେଉଛି ‘ଦାନା’, ପାରାଦୀପରୁ ମାତ୍ର ଏତିକି କିମି ଦୂରରେ ରହିଛି…

ଭୁବନେଶ୍ୱର,୨୪।୧୦: ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ମୁହାଁ ହେଉଛି ‘ଦାନା’। ଗତ ୬ ଘଣ୍ଟାରେ ୧୦ କିମି ବେଗରେ ଗତି କରୁଛି। ପାରାଦୀପର ଦକ୍ଷିଣପୂର୍ବକୁ ୧୫୦ କିମି ଏବଂ ଧାମରାର ଦକ୍ଷିଣ ଦକ୍ଷିଣ-ପୂର୍ବର ୧୮୦ କିମି ଦୂରରେ ବାତ୍ୟା ରହିଛି। ସେହିପରି ସାଗର ଦ୍ବୀପର ଦକ୍ଷିଣକୁ ୨୫୦ କିମି ଦୂରରେ ରହିଛି। ଆଜି ମଧ୍ୟରାତି ଓ କାଲି ସକାଳ ମଧ୍ୟରେ ଲ୍ୟାଣ୍ଡଫଲ କରିବ। ଭିତରକନିକା ଓ ଧାମରା ପାଖରେ ଲ୍ୟାଣ୍ଡଫଲ କରିବା ନେଇ ଆକଳନ କରାଯାଉଛି।

ଆଇଏମଡିର ପୂର୍ବାନୁମାନ ଅନୁସାରେ, ଲ୍ୟାଣ୍ଡଫଲ ସମୟରେ ସର୍ବାଧିକ ପବନର ବେଗ ୧୨୦ ଭିତରେ ସୀମିତ ରହିବ । ବର୍ତ୍ତମାନ ବଙ୍ଗୋପସାରରେ ବାତ୍ୟା ଦାନାର କେନ୍ଦ୍ରସ୍ଥଳରେ ପବନର ବେଗ ସର୍ବାଧିକ ୧୦୫ ରହିଥିବା ବେଳେ ଓ ଉପକୂଳରେ ସର୍ବାଧିକ ୭୦ କିଲୋମିଟର ବେଗରେ ବହୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ହେବ ଆହୁରି ଭୟଙ୍କର! ଶପଥ ନେଲାଣି ଇରାନ, କହିଲା ‘ଶହୀଦଙ୍କ ରକ୍ତ ବେକାର ଯିବନି’

ତେହରାନ୍‌,୧୭।୩: ଇରାନୀ ନୌସେନା କମାଣ୍ଡର ରିଅର ଆଡମିରାଲ ଶାହରାମ ଇରାନୀ ଆମେରିକା ବିରୁଦ୍ଧରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରତିଜ୍ଞା କରିଛନ୍ତି। ସେ କହିଛନ୍ତି ଯେ ଇରାନୀ…

କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ: ‘ହୁଇପ୍‌’କୁ ନ ମାନି …

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

ଏପ୍ରିଲରୁ ବଢ଼ିପାରେ କାର- ଟିଭି ଏବଂ ଏସିର ଦାମ୍! ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୭।୩: ଏପ୍ରିଲ୍ ମାସଠାରୁ ଅନେକ ଅତ୍ୟାବଶ୍ୟକୀୟ ଜିନିଷର ମୂଲ୍ୟ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଏହି ତାଲିକାରେ କାର, ଦୁଇ ଚକିଆ ଯାନ, ଟେଲିଭିଜନ, ରେଫ୍ରିଜରେଟର…

୫ ପ୍ରତିଶତ ବଢିଲା DA: ମାଲାମାଲ ସରକାରୀ କର୍ମଚାରୀ

ଅଗରତାଲା,୧୭।୩: କେନ୍ଦ୍ର ସରକାରଙ୍କ ପକ୍ଷରୁ ସାରା ଦେଶରେ ଅଷ୍ଟମ ବେତନ କମିଶନ ଲାଗୁ କରିବା ପାଇଁ ପ୍ରସ୍ତୁତି ସମ୍ପର୍କରେ ଆଲୋଚନା ଏବେ ଜୋରଦାର ଚାଲିଛି। ଏହି ମଧ୍ୟରେ…

ମହାପ୍ରଭୁଙ୍କ ଦର୍ଶନ ପରେ ସବୁ ଖୋଲି କହିଦେଲେ ଦିଲୀପ ରାୟ: କହିଲେ, ବିଜେଡି ବିଧାୟକଙ୍କ ସହ ମୋର…

ପୁରୀ,୧୭।୩: ୧୨ ବର୍ଷ ବ୍ୟବଧାନରେ ଓଡ଼ିଶାରେ ହୋଇଛି ରାଜ୍ୟ ସଭା ନିର୍ବାଚନ । ୪ଆସନ ଲାଗି ସୋମବାର ଅନୁଷ୍ଠିତ ନିର୍ବାଚନରେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ,…

ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ପ୍ରତିଶ୍ରୁତି ଦେଲା ଇରାନ, କହିଲା ‘ତୁମେ ଆମ ପାଇ ଗୁରୁତ୍ୱପୂର୍ଣ୍ଣ, ସେଥିପାଇଁ…’

ତେହରାନ୍‌/ନୂଆଦିଲ୍ଲୀ,୧୭।୩: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଭାରତୀୟ ଜାହାଜ ପାର ହେବା ସମ୍ପର୍କରେ ସୂଚନା ଜାରି କରିଛି। ଇରାନ ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଇସମାଇଲ ବାଘାଇ କହିଛନ୍ତି…

ଦୁଃଖ ବଖାଣିଲେ ରଶିଦ ଖାନ: ପାକିସ୍ତାନ ଉପରେ ବର୍ଷିଲେ, ଜାଣିଶୁଣି…

କାବୁଲ,୧୭।୩: ପାକିସ୍ତାନ ପୁଣି ଥରେ ଆଫଗାନିସ୍ତାନ ଉପରେ ବିମାନ ଆକ୍ରମଣ କରିଛି। ଏହି ବିମାନ ଆକ୍ରମଣ ମାଧ୍ୟମରେ ପାକିସ୍ତାନ ଆଫଗାନିସ୍ତାନର କାବୁଲରେ ଧ୍ୱଂସଲୀଳା ସୃଷ୍ଟି କରିଛି। ଏହି…

ମିଶାଇଲ ଆକ୍ରମଣ ପରେ କେମିତି ବଞ୍ଚିଗଲେ ଇରାନର ନୂଆ ସୁପ୍ରିମ ଲିଡର, ଲିକ ଅଡିଓ ଖୋଲିଲା ଗୁମର!

ତେହରାନ୍‌,୧୭।୩: ଇରାନର ନୂଆ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ଫେବୃଆରୀ ୨୮ରେ ହୋଇଥିବା ଏକ ଆମେରିକୀୟ-ଇସ୍ରାଏଲୀୟ ଆକ୍ରମଣରୁ ଅଳ୍ପକେ ବଞ୍ଚି ଯାଇଥିଲେ। ଏକ ଲିକ ହୋଇଥିବା ଅଡିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri