ରାଜଧାନୀର ଏକ ବାର୍‌ ଉପରେ ଅବକାରୀ ବିଭାଗର ଚଢାଉ

ଭୁବନେଶ୍ୱର,୪।୬(ବ୍ୟୁରୋ): ରାଜଧାନୀର ଏକ ଡ୍ୟାନ୍ସ ବାର୍‌ ଉପରେ ଅବକାରୀ ବିଭାଗ ଚଢାଉ କରିଛି। ରାତି ୧୧ଟା ପରେ ବାର ଓ ଡ୍ୟାନ୍ସ ଚାଲୁଥିବା ନେଇ ଅଭିଯୋଗ ଆସିବାରେ ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ରେଡ୍‌ କରାଯାଇଛି। ତେବେ ନିୟମ ଉଲ୍ଲଘଂନ କରୁଥିବାରୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ସେହିପରି ଆଗକୁ ନିୟମ ଉଲ୍ଲଘଂନ କଲେ ବାର୍‌ର ଲାଇସେନ୍ସ ରଦ୍ଦ ପାଇଁ ନିଆଯିବା ପାଇଁ କଡ଼ା ପଦକ୍ଷେପ ନିଆଯିବ ବୋଲି ଅବକାରୀ ବିଭାଗ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri