Posted inଫୁରସତ

ରାସ୍ତା ମଝିରେ ଦେହରେ ବନ୍ଧୁକ ଝୁଲାଇ ଡ୍ୟାନ୍ସ

ଲକ୍ଷ୍ନୌ: ନିକଟରେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ କିଛି ଯୁବକ ନିଶାସକ୍ତ ଅବସ୍ଥାରେ ରାସ୍ତା ମଝିରେ ବନ୍ଧୁକ କାନ୍ଧରେ ଝୁଲାଇ ଡ୍ୟାନ୍ସ କରୁଥିବା ନଜରକୁ ଆସିଛି। ଏଥିପାଇଁ ପୋଲିସ ସେମାନଙ୍କ ନାମରେ ମାମଲା ରୁଜୁ କରିଥିବା ଜଣାପଡ଼ିଛି। ଶନିବାର ଉତ୍ତର ପ୍ରଦେଶ ଅନ୍ତର୍ଗତ ଗାଜିଆବାଦର ଇନ୍ଦିରାପୁରମ୍‌ ପୋଲିସ ଷ୍ଟେଶନ ଅଞ୍ଚଳରେ କିଛି ଯୁବକ ଏପରି କାଣ୍ଡ କରିଛନ୍ତି। କାର୍‌ରେ ଉଚ୍ଚ ଶବ୍ଦଯୁକ୍ତ ଗୀତ ଲଗାଇବା ସହ ନିଶା ସେବନ କରି କାନ୍ଧରେ ବନ୍ଧୁକ ଝୁଲାଇଥିଲେ। ଅନ୍ୟ ଏକ ଭିଡିଓରେ ସେମାନେ ଗାଡ଼ି ଚଲାଉଥିବା ସହ ଶୂନ୍ୟରେ ଗୁଳିଚାଳନା କରିଥିବା ଦେଖିବାକୁ ମିଳିଛି। ପୋଲିସ ସେହି କାର୍‌ ନମ୍ବରକୁ ଯାଞ୍ଚ କରି କାରର ମାଲିକଙ୍କ ନାମରେ ମାମଲା ରୁଜୁ କରିଛି। ଏହା ପୂର୍ବରୁ ଗତ ଡିସେମ୍ବରରେ ସେହି ରାସ୍ତାରେ ଏପରି ଏକ ଘଟଣାରେ କିଛି ଯୁବକଙ୍କୁ ପୋଲିସ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ…

ଆଗପଛ ହୋଇ ଆସୁଥିଲା ଦୁଇ କାର୍‌, ହଠାତ୍‌ ମଝି ରାସ୍ତାରେ ଘଟିଲା…

ଗଞ୍ଜାମ,୨୪ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ଅନ୍ତର୍ଗତ ଜାତୀୟ ରାଜପଥ-୧୬ ହୁମ୍ମା ଓ ଶଙ୍ଖନୂଆଗାଁ ମଧ୍ୟଭାଗରେ ଥିବା ଜଷ୍ଟିଂଙ୍ଗ ନିକଟରେ ଗୋଟିଏ କାର୍‌…

କ’ଣ ମୋଦିଙ୍କ ଗୋଟିଏ କଥାରେ ବିଦେଶ ଯିବା ବନ୍ଦ କରିଦେଲେ ଭାରତୀୟ? ଚମକାଇ ଦେବ RBIର ସଂଖ୍ୟା

ନୂଆଦିଲ୍ଲୀ,୨୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯାଇଥିବା ଏକ ଅପିଲର ପ୍ରଭାବ ଭାରତୀୟମାନଙ୍କ ବିଦେଶ ଯାତ୍ରା ଧାରାରେ ପ୍ରକାଶ ପାଇବା ଆରମ୍ଭ କରିଛି କି? ଭାରତୀୟ ରିଜର୍ଭ…

ଭବିଷ୍ୟତରେ ବିଚାରପତି ହେବି: ଅନ୍ବେଷା

କୁଆଁରମୁଣ୍ଡା,୨୪।୫(ମହେନ୍ଦ୍ର କୁମାର ସାହୁ): ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର +୨ ପରୀକ୍ଷା ଫଳରେ ୯୬.୮୩ ପ୍ରତିଶତ ନମ୍ବର ରଖିଥିବା ସୁନ୍ଦରଗଡ଼ ଜିଲାର ଝିଅ ଅନ୍ବେଷା ପରିଜା…

‘ଦେଶବାସୀଙ୍କୁ Slow Poison ଦେଉଛନ୍ତି ସରକାର’

ନୂଆଦିଲ୍ଲୀ,୨୪। ୫: ଦେଶରେ କ୍ରମାଗତ ଭାବେ ବଢ଼ୁଥିବା ପେଟ୍ରୋଲ ଏବଂ ଡିଜେଲ ଦରକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି ଆମ ଆଦମୀ ପାର୍ଟି (AAP)ର ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri