ଗୋବିନ୍ଦାଙ୍କ ଗୀତରେ ଭାଉଜଙ୍କ ଜବରଦସ୍ତ ଡ୍ୟାନ୍ସ, ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ନିଜର ପ୍ରତିଭା ପ୍ରଦର୍ଶନ କରିବାକୁ ଲୋକମାନେ ବିଭିନ୍ନ ପ୍ରକାରର ଭିଡିଓ ଶେୟାର କରିଥାନ୍ତି। ଏହି ଭିଡିଓଗୁଡ଼ିକ ମଧ୍ୟରୁ କିଛି ହୃଦୟକୁ ସ୍ପର୍ଶ କରିଥାଏ। ଆଉ କିଛି ବେଶ୍‌ ମଜାଳିଆ ହୋଇଥାଏ। ଏବେ ସେମିତି ଏକ ଡ୍ୟାନ୍ସ ଭିଡିଓ ଖୁବ୍‌ ଭାଇରାଲ ହେବାରେ ଲାଗିଛି, ଯାହା ଦେଖି ଲୋକମାନେ ପ୍ରଶଂସା କରୁଛନ୍ତି।

 

View this post on Instagram

 

A post shared by Hema sharma (@hemasharma973)

ଭିଡିଓରେ ଜଣେ ମହିଳା ଗୋବିନ୍ଦାଙ୍କ ଏକ ଗୀତରେ ଜବରଦସ୍ତ ଡ୍ୟାନ୍ସ କରିଛନ୍ତି। ଏହି ମହିଳା ଜଣକ ସୋସିଆଲ ମିଡିଆରେ ନୂଆ ନୁହନ୍ତି, ଏହା ପୂର୍ବରୁ ମଧ୍ୟ ସେ ତାଙ୍କର ଅନେକ ଭିଡିଓ ଭାଇରାଲ କରିଛନ୍ତି। ବିଶେଷକରି ‘ମେରେ ସ୍ବାମୀ ମୁଝେ ପ୍ୟାର୍‌ ନହିଁ କର୍‌ତେ’ର ଶୁଣାଶୁଣା ଭାଉଜ ପୁଣିଥରେ ନୂଆ ଭାଇରାଲ ଭିଡିଓ ସହିତ ଚର୍ଚ୍ଚାକୁ ଆସିଛନ୍ତି। ଏଥର ସେ ଗୋବିନ୍ଦା ଏବଂ ରବୀନା ଟଣ୍ଡନଙ୍କ ଗୀତ ‘ଚଲୋ ଇସ୍କ ଲଢ଼ାଏ’ଗୀତରେ ନିଜର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ଡିଜେ ଫ୍ଲୋର୍‌ରେ ତାଙ୍କର ଡ୍ୟାନ୍ସ ଷ୍ଟେପ୍‌ ଏବଂ ଭାବଭଙ୍ଗୀ ଖୁବ୍‌ ପସନ୍ଦ ଆସିଛି।

ଭିଡିଓଟି ଏକ ବିବାହ ସମାରୋହ ପରି ଜଣାପଡୁଛି। ଯେଉଁଠାରେ ଡିଜେ ଫ୍ଲୋରରେ ମହିଳା ଜଣକ ଏକ ଗୋଲାପୀ ରଙ୍ଗର ଶାଢ଼ି ପିନ୍ଧି ଜବରଦସ୍ତ ଡ୍ୟାନ୍ସ କରି ଲୋକଙ୍କ ହୃଦୟ ଜିଣିଛନ୍ତି। ଭିଡିଓରେ ତାଙ୍କ ସହିତ ଜଣେ ବ୍ୟକ୍ତି ବି ଡ୍ୟାନ୍ସ କରୁଛନ୍ତି। ଗୋବିନ୍ଦା ଏବଂ ରବୀନା ୯୦ ଦଶକର ପ୍ରସିଦ୍ଧ ଗୀତରେ ଡ୍ୟାନ୍ସ କରିଥିଲେ।

ଭିଡିଓଟି ହେମା ଶର୍ମା ନାମକ ଏକ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ ଶେୟାର କରାଯାଇଛି। ଡିସେମ୍ବର ୨୩ରେ ପୋଷ୍ଟ କରାଯାଇଥିବା ଏହି ଭିଡିଓକୁ ବର୍ତ୍ତମାନ ୧୦ ନିୟୁତ ଭ୍ୟୁ ହୋଇଥିବାବେଳେ ୪ ଲକ୍ଷ ୪୭ ହଜାରରୁ ଅଧିକ ଲୋକ ଲାଇକ୍‌ କରିଛନ୍ତି। ୟୁଜରମାନେ ଭାଉଜଙ୍କ ଡ୍ୟାନ୍ସ ଦେଖି ଭିନ୍ନ ଭିନ୍ନ ପ୍ରତିକ୍ରିୟା ମଧ୍ୟ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri