ଜନ୍ମମାଟିରେ ଗାଁ ମହିଳାଙ୍କ ସହ କାନ୍ଧରେ କାନ୍ଧ ମିଶାଇ ନାଚିଲେ ରାଷ୍ଟ୍ରପତି

ମୟୂରଭଞ୍ଜ,୬ା୧୨: ନିଜ ଜନ୍ମମାଟିରେ ଶୁକ୍ରବାର ଖୁସି ମନାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଇରଙ୍ଗପୁରର ଉପରବେଡ଼ା ନିଜ ଗାଁ ମହିଳାମାନଙ୍କ ସହ କାନ୍ଧରେ କାନ୍ଧ ମିଶାଇ ନାଚିଛନ୍ତି ରାଷ୍ଟ୍ରପତି। ଏହା ସହ ପ୍ରୋଟକଲ ଭାଙ୍ଗି ମହାମହିମ ସାଧାରଣ ଲୋକଙ୍କୁ ମଧ୍ୟ ଭେଟିଥିଲେ।

୫ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ରାଷ୍ଟ୍ରପତି ଆଜି ନିଜ ଗାଁ ମୟୂରଭଞ୍ଜର ଉପରବେଡ଼ା ଗସ୍ତରେ ଆସିଛନ୍ତି। ଏହା ପୂର୍ବରୁ ସକାଳେ ଭୁବନେଶ୍ବରରେ କିଛି କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ ରାଷ୍ଟ୍ରପତି। ସକାଳ ୮ଟା ୫୫ରେ ରାଜଭବନରୁ ବାହାରି ଏଜି ଛକରେ ଥିବା ବାବା ସାହେବ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ମହାପରିନିର୍ବାଣ ଦିବସ ଅବସରରେ ମାଲ୍ୟାର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ତାଳଚେର ଭାରତର ଦ୍ୱିତୀୟ ସର୍ବାଧିକ ପ୍ରଦୂଷିତ ସହର

ଭୁବନେଶ୍ୱର,୨୨।୧: କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି) ଦ୍ୱାରା ବୁଧବାର ଓଡ଼ିଶାର ତାଳଚେର ସହରର ବାୟୁ ଗୁଣବତ୍ତା ‘ଅତ୍ୟନ୍ତ ଖରାପ’ ବୋଲି ବର୍ଣ୍ଣନା କରାଯାଇଛି। ସିପିସିବି...

ଦାରିଙ୍ଗବାଡିରେ ଚକ୍ଷୁ ଚିକିତ୍ସା ଶିବିର: ଦୁଇଟି ଶିବିରରେ ୩୦୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦାରିଙ୍ଗବାଡି,୨୨।୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିରେ ବ୍ଲକ ସ୍ତରୀୟ ଚକ୍ଷୁ ଚିକିତ୍ସା ଶିବିର ବୁଧବାର ଓଡିଶା ଆଦର୍ଶ ବିଦ୍ୟାଳୟ ଓ ରାପଡାବାଡି ନୋଡାଲ ଉଚ୍ଚ ପ୍ରାଥମିକ...

ରାଙ୍ଗାପାରୁ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ବାର୍ଷିକ ଉତ୍ସବ

ତୁମୁଡିବନ୍ଧ, ୨୨।୧(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଳକ ବେଲଘର ପଞ୍ଚାୟତ ରାଙ୍ଗପାରୁ ସ୍ଥିତ ଅନୁସୂଚିତ ଜାତି ଓ ଜନ ଜାତି ଉନ୍ନୟନ ବିଭାଗର...

୨୭ ତମ ବାର୍ଷିକ ଉତ୍ସବ, ନବକୁଣ୍ଡିୟ ଗାୟତ୍ରୀ ମହାଯଜ୍ଞ ଉଦଯାପିତ: ଶତାଧିକ ଗାୟତ୍ରୀ ଭକ୍ତଙ୍କ ସମାଗମ

ବାଲିଗୁଡା, ୨୨।୧ (ସଞ୍ଜୟ କୁମାର ପାଣିଗ୍ରାହୀ): ରାଷ୍ଟ୍ରରେ ନବ ନିର୍ମାଣ ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ବାଲିଗୁଡା ଓ କୁର୍ତ୍ତମଗଡ଼ ସ୍ଥିତ ଗାୟତ୍ରୀ ଶକ୍ତିପୀଠରେ ୨୭ ତମ...

ଦୁଇମାସ ହେଲା ଚାଉଳ ଯୋଗାଣ ବନ୍ଦ: ଅଙ୍ଗନବାଡି କେନ୍ଦ୍ରରୁ ଭୋକରେ ଫେରୁଛନ୍ତି ଶିଶୁ

ଲାଞ୍ଜିଗଡ,୨୨।୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକରେ ଥିବା ସମସ୍ତ ଅଙ୍ଗନବାଡି କେନ୍ଦ୍ର ଗୁଡିକରେ ପ୍ରାୟ ଦୁଇମାସ ହେବ ଚାଉଳ ଯୋଗାଣ ବନ୍ଦ ଥିବା...

ଓଡ଼ିଶାରେ ପ୍ରତିଷ୍ଠା ହେବ ଭାରତର ପ୍ରଥମ ସେମିକଣ୍ଡକ୍ଟର କାରଖାନା: ଏତିକି କୋଟି ଟଙ୍କାର ପ୍ରୋତ୍ସାହନ ରାଶି ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୨ା୧: ଓଡ଼ିଶାର ଭୁବନେଶ୍ବରରେ ଭାରତର ପ୍ରଥମ ସିଲିକନ୍ କାର୍ବାଇଡ୍ (ଏସ୍. ଆଇ. ସି.) ସେମିକଣ୍ଡକ୍ଟର ଉତ୍ପାଦନ ସୁବିଧା ପ୍ରତିଷ୍ଠା କରିବା ଲାଗି ଆର୍. ଆଇ. ଆର୍....

ରାସ୍ତାକଡ଼ ମାଛ ଦୋକାନ ହଟାଇଲେ ଏନ୍‌ଏସି କର୍ତ୍ତୃପକ୍ଷ

ବାଲିଗୁଡ଼ା,୨୨ା୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ସହରରେ ଦିନକୁ ଦିନ ଟ୍ରାଫିକ୍‌ ସମସ୍ୟା ବଢ଼ିବାରେ ଲାଗିଛି। ଅଧିକାଂଶ ସମୟରେ ଛୋଟବଡ଼ ଦୁର୍ଘଟଣା ମାନ ଘଟୁଛି।...

ଲାଞ୍ଚ ନେଇ ଧରାପଡ଼ିଲେ ଡାକ୍ତର: ପୋଷ୍ଟମର୍ଟମ ରିପୋର୍ଟ ପାଇଁ ୨ ହଜାର ନେଲା ବେଳେ ମାଡ଼ିବସିଲା ଭିଜିଲାନ୍ସ

ଭୁବନେଶ୍ୱର,୨୨।୧: ପୋଷ୍ଟମର୍ଟମ ରିପୋର୍ଟ ପାଇଁ ୨ ହଜାର ନେଲା ବେଳେ ଡାକ୍ତରଙ୍କୁ ମାଡ଼ିବସିଲା ଭିଜିଲାନ୍ସ। ଅଭିଯୋଗ ଅନୁଯାୟୀ ବଡ଼ମ୍ବା CHC ଡାକ୍ତର ବିଶ୍ବନାଥ ଅଢ଼େକ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri