ମୁଣ୍ଡରେ ରୁପି ହେଉଥିଲେ…

ଚୁଟିରେ ତେଲ ଲଗାଇବା ଦ୍ୱାରା ଚୁଟିମୂଳ ଶକ୍ତ ହେବା ସହ ମୁଣ୍ଡ ଥଣ୍ଡା ରୁହେ। ହେଲେ ଆପଣ ଜାଣନ୍ତିକି, ଅନେକେ ଭାବନ୍ତି ଶୀତଦିନେ କେଶରେ ଅଧିକ ତେଲ ଲଗାଇଲେ ଏବଂ କମ୍‌ ଧୋଇଲେ ଡ୍ରାଏନେସ୍‌ ଦୂର ହେବା ସହ ରୁପି ହେବ ନାହିଁ। ହେଲେ ଏହା ସମ୍ପୂର୍ଣ୍ଣ ଠିକ୍‌ ନୁହେଁ। କାରଣ ଅଧିକ ଦିନ କେଶମୂଳେ ତେଲ ରହିଲେ ଏହା ରୁପି ହେବାକୁ ପ୍ରଶ୍ରୟ ଦେଇଥାଏ। ତେଣୁ ଏହି ଦିନେ କେଶରେ ତେଲ ମସାଜ୍‌ କରିବା ସହ ସପ୍ତାହକୁ ୨ଥର ମୁଣ୍ଡ ସଫା କରନ୍ତୁ।

ରୁପି ଦୂରେଇବା ପାଇଁ ଆଲୋଭେରା ହେଉଛି ମହୌଷଧି ସଦୃଶ। ଏହାର ଆଣ୍ଟି ବ୍ୟାକ୍ଟେରିଆଲ୍‌ ଏବଂ ଆଣ୍ଟି ଫଙ୍ଗାଲ ଗୁଣ ଯୋଗୁ କେଶ ମୂଳେ ରୁପି ହେବାଠାରୁ ଦୂରେଇ ରଖେ ଏବଂ ଏହାକୁ ଝଡ଼ିବାକୁ ମଧ୍ୟ ଦିଏ ନାହିଁ।

ଓମେଗା-୩ ଫ୍ୟାଟି ଏସିଡ୍‌ଯୁକ୍ତ ଖାଦ୍ୟ ଖାଇବା ଦ୍ୱାରା ମଧ୍ୟ ଆମେ ରୁପିରୁ ରକ୍ଷା ପାଇପାରିବା। ଅନେକ ସମୟରେ ଅତ୍ୟଧିକ ରୂପି ହେବା ଯୋଗୁ ମୁଣ୍ଡ କୁଣ୍ଡେଇ ହୁଏ ଓ ଘା’ ହୋଇଯାଏ। ତେଣୁ, ଓମେଗା-୩ ଫ୍ୟାଟି ଏସିଯୁକ୍ତ ଖାଦ୍ୟ ଯଥା ସାଲମନ୍‌, ଟ୍ରଟ, ମାକେରେଲ୍‌ ଆଦି ମାଛ ଖାଆନ୍ତୁ, ଏହା ରୁପିକୁ ଦୂରେଇବା ପାଇଁ ବେଶ୍‌ ଉପଯୋଗୀ।
ଫଙ୍ଗାଲ୍‌ କିମ୍ବା ବ୍ୟାକ୍ଟେରିଆଲ୍‌ ଇମ୍ଫେକସନ୍‌ ହେଲେ ଅଧିକ ରୁପି ହୋଇଥାଏ। ସେଥିପାଇଁ କେଶ ଧୋଇଲା ବେଳେ ଦୁଇ ଡ୍ରପ୍‌ ‘ଟି ଟ୍ରି ଅଏଲ୍‌’କୁ ଶାମ୍ପୁରେ ମିଶାଇ ବ୍ୟବହାର କରନ୍ତୁ।

ଆଉ ଏକ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଯଦି ଏସବୁ ଘରୋଇ ଉପଚାର ପରେ ରୁପି ସମସ୍ୟା ନ କମୁଛି; ତେବେ ଡାକ୍ତରଙ୍କ ପରାମର୍ଶ କ୍ରମେ ମେଡିକେଟେଡ୍‌ ଶ୍ୟାମ୍ପୁ ବ୍ୟବହାର କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

VRS ପାଇଁ ଆବେଦନ କଲେ ଓଡ଼ିଶାର ସିଇଓ ଆର୍.ଏସ୍. ଗୋପାଳନ୍‌: ଜୋର୍‌ ଧରିଲା ଚର୍ଚ୍ଚା…

ଭୁବନେଶ୍ୱର,୧ା୧୦: ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ (CEO) ଆର୍. ଏସ୍. ଗୋପାଳନ୍‌ ସରକାରୀ ଚାକିରିରୁ ସ୍ୱେଚ୍ଛାକୃତ ଅବସର (VRS) ପାଇଁ ଆବେଦନ କରିଛନ୍ତି। ୨୦୦୧ ବ୍ୟାଚ୍‌ର ଏହି…

ସରକାରଙ୍କ ବଡ଼ ଘୋଷଣା! ଏଣିକି ୫ କିଲୋ ଗ୍ୟାସ ସିଲିଣ୍ଡରରେ ମିଳିବ ସବ୍‌ସିଡି, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୧।୧୦: ଦେଶରେ ଘରୋଇ LPGର ବଢ଼ୁଥିବା ଦର ଯୋଗୁ ସାଧାରଣ ଲୋକଙ୍କ ରୋଷେଇ ଘରର ବଜେଟ ଉପରେ ଚାପ ବଢ଼ିଛି। ଯଦି ଆପଣଙ୍କ ରୋଷେଇ ଘରେ…

ପାର୍ବଣ ଋତୁ ପୂର୍ବରୁ ଗ୍ରାହକଙ୍କୁ ଝଟକା: ଆଜିଠାରୁ ମହଙ୍ଗା ହେଲା AC, TV ଓ ଫ୍ରିଜ୍‌! ଜାଣନ୍ତୁ କିଣାକିଣି ଉପରେ କେତେ ପଡ଼ିବ…

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭରୁ ହିଁ ସାଧାରଣ ଗ୍ରାହକଙ୍କ ପକେଟ୍‌ ଉପରେ ଚାପ ପଡ଼ିବାକୁ ଯାଉଛି। ଅକ୍ଟୋବର ୧ ତାରିଖ ଅର୍ଥାତ୍‌ ଆଜିଠାରୁ AC, LED TV,…

ବସ୍‌କୁ ଧକ୍କାଦେଲା ଟ୍ରକ୍‌, ପରେ ସ୍କୁଟି ଉପରେ ଚଢ଼ିଗଲା ବସ୍‌, ଆଉ ତା’ ପରେ…

ଛତ୍ରପୁର,୧ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଭାଗ୍ୟଲକ୍ଷ୍ମୀ ନଗର ନିକଟ ଜାତୀୟ ରାଜପଥ ପାର୍ଶ୍ୱରେ ଗୁରୁବାର ଏକ ଅଭାବନୀୟ ସିରିଜ ଦୁର୍ଘଟଣା ଘଟି…

ବକେୟା ଚାଲାଣ ଥିଲେ ସାବଧାନ! ସୁପ୍ରିମକୋର୍ଟ ଦେଲେ ବଡ଼ ନିର୍ଦ୍ଦେଶ, ଜାଣନ୍ତୁ କେଉଁ କେଉଁ ସେବା ହେବ ବନ୍ଦ

ନୂଆଦିଲ୍ଲୀ, ୧।୧୦: ଆପଣଙ୍କ ଗାଡ଼ିରେ ଦୀର୍ଘଦିନ ଧରି ଇ-ଚାଲାଣ ବକେୟା ରହିଛି କି? ତେବେ ଏହାକୁ ଅଣଦେଖା କରିବା ମହଙ୍ଗା ପଡ଼ିପାରେ। ଟ୍ରାଫିକ ଜରିମାନା ଆଦାୟକୁ ନେଇ…

ଶେଷ ମିନିଟ୍‌ରେ ଗୋଲ୍, ପାକିସ୍ତାନକୁ ହରାଇ ଫାଇନାଲରେ ଭାରତ

ନୂଆଦିଲ୍ଲୀ,୧।୧୦: ଏସିଆନ୍ ଗେମ୍ସ ୨୦୨୬ର ପୁରୁଷ ହକି ସେମିଫାଇନାଲରେ ପାକିସ୍ତାନକୁ ରୋମାଞ୍ଚକର ଢଙ୍ଗରେ ପରାସ୍ତ କରିଛି ଭାରତ । ଗୁରୁବାର (୧ ଅକ୍ଟୋବର) ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ…

୪ ବଡ଼ ଗ୍ରହ ପରିବର୍ତ୍ତନ: ଆଜିଠୁ କର୍କଟ ସମେତ ୪ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ହେବେ ମାଲାମାଲ, ଘରକୁ ଆସିବ ଖୁସିଖବର

ଭୁବନେଶ୍ୱର: ଅକ୍ଟୋବର ମାସରେ ଅନେକ ଗ୍ରହଙ୍କ ଚଳନ ଓ ରାଶି ପରିବର୍ତ୍ତନ ହେବ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଏହି ଗ୍ରହ ପରିବର୍ତ୍ତନର ପ୍ରଭାବ କିଛି ରାଶିର ଲୋକଙ୍କ…

ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ଚାନ୍ଦବାଲି ବିଡିଓଙ୍କୁ ସସ୍‌ପେଣ୍ଡ କରି…

ଚାନ୍ଦବାଲି,୧ା୧୦(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବିଡିଓ ସଞ୍ଜୀବ ମହାପାତ୍ରଙ୍କ ବିରୋଧରେ ରାଜ୍ୟ ସରକାର ନେଇଛନ୍ତି କଠୋର କାର୍ଯ୍ୟାନୁଷ୍ଠାନ। କାର୍ଯ୍ୟରେ ଅବହେଳା ଓ ଶୃଙ୍ଖଳାଗତ ନିୟମ ଭଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?