ଡଙ୍ଗାପାଳ ଗାଁକୁ କଣ୍ଟେନମେଣ୍ଟ ଜୋନ ଘୋଷଣା

ଛେଣ୍ଡିପଦା,୨୭।୪(ସ୍ବ.ପ୍ର): ସାମ୍ପ୍ରତିକ ପରିସ୍ଥିତିକୁ ଦୃଷ୍ଟିରେ ରଖି ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକର ନୂଆଗାଁ ଗ୍ରାମ ପଞ୍ଚାୟତର ଡଙ୍ଗାପାଳ ଗାଁକୁ ପ୍ରଶାସନ ପକ୍ଷରୁ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରାଯାଇଛି । ଛେଣ୍ଡିପଦା ବ୍ଲକର ପ୍ରଥମ ଗାଁ ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ଉପର ମୁହାଁ ଥିବାରୁ ଚଳିତ ବର୍ଷ ଏଭଳି କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି ।
ସୂଚନା ଅନୁସାରେ, ଗତ କିଛିଦିନ ଭିତରେ ଡଙ୍ଗାପାଳ ଗାଁରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଆଶାତୀତ ଭାବେ ବୃଦ୍ଧି ପାଇବା ସହିତ ସଂକ୍ରମିତଙ୍କ ସଂଖ୍ୟା ୩୫ରୁ ଊଦ୍ଧର୍‌ବ ରହିଛି । ଏଥିପାଇଁ ବ୍ଲକ ପ୍ରଶାସନ ପକ୍ଷରୁ ଚିନ୍ତାର କାରଣ ପାଲଟିବା ସହିତ ଏହି ଗାଁକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଥିବା ବେଳେ ଏକ ଡାକ୍ତରୀ ଦଳ ଗାଁରେ ପହଞ୍ଚି କୋଭିଡ ଟେଷ୍ଟ ଆରମ୍ଭ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ନଦୀରେ ଗାଧୋଇବାବେଳେ ବୁଡ଼ିଗଲେ ଦୁଇ ନାବାଳକ

ଜଳେଶ୍ୱର,୩ା୧୦(ନବୀନ ସାହୁ): ଜଳେଶ୍ୱର ଥାନା ଅନ୍ତର୍ଗତ ରାଜପୁର ବସ୍ତି ନିକଟସ୍ଥ ସାଜଲ ଘାଟରେ ଶନିବାର ପୂର୍ବାହ୍ନରେ ସୁବର୍ଣ୍ଣରେଖା ନଦୀରେ ଗାଧୋଉଥିବା ଅବସ୍ଥାରେ ପାଣି ସ୍ରୋତରେ ଭାସିଯାଇ ଦୁଇ…

୧୦ ଜଣଙ୍କୁ କାମୁଡ଼ିଲା ଗୋଟିଏ କୁକୁର, ଡାକ୍ତରଖାନାରେ ଭିଡ଼

ଗୁଣପୁର,୩ା୧୦(ସଙ୍କେତ ପାତ୍ର): ଶନିବାର ସକାଳୁ ମଧ୍ୟାହ୍ନ ୩ଟା ମଧ୍ୟରେ ଗୁଣପୁର ସହରରେ ଗୋଟିଏ କୁକୁର କାମୁଡ଼ାରେ ୧୦ ଜଣ ଆହତ ହୋଇଥିବା ଜଣାପଡ଼ିଛି। କୁକୁରଟି ଏକାଧିକ ଲୋକଙ୍କୁ…

ଦୁର୍ଘଟଣାରେ ମୃତ ରାମା ରାଓଙ୍କ ପରିବାରକୁ ସହାୟତାର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୩ା୧୦(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଗୋଖୁରଗୁଦା ଗ୍ରାମର ଡବ୍ଲ୍ୟୁ ରାମା ରାଓଙ୍କର ତିରୁପତିଠାରେ କାର୍ଯ୍ୟରତ ଥିବା ସମୟରେ ଏକ ସଡ଼କ ଦୁର୍ଘଟଣାରେ ଅକାଳ…

ପାର୍ବଣକୁ ନେଇ ଆନନ୍ଦପୁରରେ କଡ଼ା ସୁରକ୍ଷା: ନାକା ଡ୍ୟୁଟିରେ ପୋଲିସଙ୍କ ସହ ସାମିଲ ହେଲେ ଉପଜିଲାପାଳ

ବଞ୍ଚୋ, ୩/୧୦ (ପ୍ରଦୋଷ ବିଶ୍ୱାଳ): ପାର୍ବଣ ଋତୁ ଆରମ୍ଭ ହୋଇଥିବାରୁ ଆନନ୍ଦପୁର ଅଞ୍ଚଳରେ ଶାନ୍ତିଶୃଙ୍ଖଳା ଓ ସୁରକ୍ଷା ବଜାୟ ରଖିବା ପାଇଁ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା…

ଫୁଟବଲରେ କର୍ଲାମୁଣ୍ଡା ବ୍ଲକ ଚାମ୍ପିୟନ, ୩ ଖେଳାଳି ରାଜ୍ୟସ୍ତରକୁ ମନୋନୀତ

କର୍ଲାମୁଣ୍ଡା,୩।୧୦(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲ୍ଲାସ୍ତରୀୟ ବିଦ୍ୟାଳୟ ଖେଳକୁଦ ପ୍ରତିଯୋଗିତାରେ କର୍ଲାମୁଣ୍ଡା ବ୍ଲକକୁ ମିଳିଛି ବଡ଼ ସଫଳତା। ୧୭ ବର୍ଷରୁ କମ ବର୍ଗର ଫୁଟବଲ ପ୍ରତିଯୋଗିତାରେ କର୍ଲାମୁଣ୍ଡା…

ଦୁର୍ଘଟଣାରେ ମୃତ ଅନିଲଙ୍କ ପରିବାରକୁ ମିଳିଲା ୪ ଲକ୍ଷ ଟଙ୍କାର ସହାୟତା

ଗଞ୍ଜାମ, ୩/୧୦ (ଅନାଥ ତରାଇ): ଦୁର୍ଘଟଣାରେ ଅକାଳରେ ପ୍ରାଣ ହରାଇଥିବା ଗଞ୍ଜାମ ଏନ୍‌ଏସି ସାମନ୍ତରା ସାହିର ଅନିଲ ମହାପାତ୍ରଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିରୁ ୪ ଲକ୍ଷ…

କନ୍ଧମାଳ ଏମ୍‌ପିଙ୍କ ନୂଆ ପ୍ରତିନିଧି ନିଯୁକ୍ତି: ଜାଣନ୍ତୁ କାହାକୁ କେଉଁ ଦାୟିତ୍ବ …

ଦାରିଙ୍ଗବାଡ଼ି, ୩/୧୦ (ଅରୁଣ ସାହୁ): କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ତାଙ୍କ ପ୍ରତିନିଧି ମଣ୍ଡଳ ପାଇଁ ଜିଲା ପ୍ରଶାସନକୁ ନାମ ତାଲିକା ପଠାଇଥିବା ଜଣାପଡ଼ିଛି। ସେ…

ସ୍କୁଲ ଛାତ୍ରଙ୍କ ମଧ୍ୟରେ ହିଂସା: ଅଣଛାତ୍ରଙ୍କ ସହାୟତାରେ ଦୁଇ ଛାତ୍ରଙ୍କୁ ମାଡ଼, ଲହୁଲୁହାଣ

ବ୍ରହ୍ମପୁର, ୩।୧୦ (ସୁବାସ ଚନ୍ଦ୍ର ପାଢ଼ୀ): ଭଲ ପାଠ ପଢ଼ି ଭବିଷ୍ୟତ ଗଢ଼ିବାକୁ ସ୍ୱପ୍ନ ଦେଖିବା ବଦଳରେ ଏବେ ସ୍କୁଲରେ ହିଂସା ଭଳି ଘଟଣା ଦେଖିବାକୁ ମିଳୁଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?