ପୁଣି ବିପଦ, କରୋନାର ସୁପର ଭାରିଆଣ୍ଟ କୋଭିଡ୍‌-୨୨ ଆସିବା ଆଶଙ୍କା…

ଜୁରିଚ୍‌,୨୪।୮: ସମ୍ପ୍ରତି ପୃଥିବୀରେ କରୋନା ମହାମାରୀର ବିଭିନ୍ନ ଭାରିଆଣ୍ଟ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସୁଇଜରଲାଣ୍ଡର ଗବେଷକମାନଙ୍କ ଦ୍ୱାରା ହୋଇଥିବା ଗବେଷଣା ରିପୋର୍ଟ ପ୍ରକାଶ ପାଇଛି। ଏହାକୁ ନେଇ ବିଶ୍ୱସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ଚିନ୍ତା ପ୍ରକଟ କରାଯାଇଛି। ବାସେଲ ସ୍ଥିତ ଫେଡେରାଲ ଟେକ୍ନୋଲୋଜି ଇନଷ୍ଟିଚ୍ୟୁଟ୍‌ ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ କରାଯାଇଛି ଯେ, କରୋନାର ସୁପର ଭାରିଆଣ୍ଟ ବିରୋଧରେ ବର୍ତ୍ତମାନର ଭାକ୍ସିନ୍‌ ଆବଶ୍ୟକ ସୁରକ୍ଷା ପ୍ରଦାନ କରି ପାରିବ ନାହିଁ। ଏନେଇ ଅଧିକ ପ୍ରଭାବଶାଳୀ ଭାକ୍ସିନ୍‌ର ଆବଶ୍ୟକତା ରହିଥିବା ଇନଷ୍ଟିଚ୍ୟୁଟ୍‌ର ଇମ୍ୟୁନୋଲୋଜିଷ୍ଟ ଡ, ସାଇ ରେଡ୍ଡୀ ସୂଚନା ଦେଇଛନ୍ତି। କୋଭିଡ୍‌-୧୯ ପରବର୍ତ୍ତୀ ସମୟରେ କୋଭିଡ୍‌-୨୨ର ରୂପ ନେଇପାରେ ବୋଲି ସେ ଆଶଙ୍କା ପ୍ରକାଶ କରିଛନ୍ତି। କୋଭିଡ୍‌-୧୯ ତୁଳନାରେ କୋଭିଡ୍‌-୨୨ ଅଧିକ ଘାତକ ହୋଇପାରେ। କୋଭିଡ୍‌-୨୨ ଅଧିକ ତାଣ୍ଡବ ରଚିବାର ଆଶଙ୍କା ରହିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ରଙ୍କୁ ସ୍ବାଗତ କଲେ ଭାଜପାର ଏସବୁ ନେତା: ବିରୋଧୀ କହିଲେ ବରାଦିଆ

ଭୁବନେଶ୍ୱର,୨୯।୭ (ସୁନିତ୍‌ ମିଶ୍ର):ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ କକ୍‌ରୋଚ୍‌ ଜନତା ପାର୍ଟି(ସିଜେପି)ର ପ୍ରବଳ ବିରୋଧ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିବା ସମ୍ବଲପୁର ଏମ୍‌ପି ଧର୍ମେନ୍ଦ୍ର…

କୁତ୍ରିମ ସୂର୍ଯ୍ୟ ନିର୍ମାଣ ପାଇଁ ଚାଇନା ହେଉଛି ସଜବାଜ: ବିଶ୍ୱର ସର୍ବବୃହତ୍‌ ଚୁମ୍ବକ ପ୍ରସ୍ତୁତି ଶେଷ

ବେଜିଂ,୨୯ା୭:ଚାଇନା ଏହାର ‘କୃତ୍ରିମ ସୂର୍ଯ୍ୟ’ ନିର୍ମାଣ କାର୍ଯ୍ୟକ୍ରମ ପାଇଁ ବିଶ୍ୱର ସର୍ବବୃହତ୍‌ ସୁପରକଣ୍ଡକ୍ଟିଂ ଫ୍ୟୁଜନ୍‌ ଚୁମ୍ବକ ତିଆରି ଓ ପରୀକ୍ଷା ଶେଷ କରିଛି। ଆଣବିକ ଫ୍ୟୁଜନ୍‌ ଜରିଆରେ…

୧ରେ ରାଜ୍ୟ କ୍ୟାବିନେଟ୍‌: କୃଷକ, ମହିଳାଙ୍କ ପାଇଁ…

ଭୁବନେଶ୍ୱର,୨୯ା୭(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଅଗଷ୍ଟ ପହିଲାରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ…

ଗଭୀର ଅବପାତ: କାଲିଠୁ ୩ ଯାଏ ପ୍ରବଳରୁ ଅତି ପ୍ରବଳ ବର୍ଷା, ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୨୮ା୭ (ବନ୍ଦନା ସେଠୀ) – ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ କେନ୍ଦ୍ରୀଭୂତ ଗଭୀର ଅବପାତ ମଙ୍ଗଳବାର ବାରିପଦାଠାରୁ ୧୦ କି.ମି.…

ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ନାମରେ ନାମିତ ହେଲା ଫୁଲବାଣୀ ସରକାରୀ ମେଡିକାଲ କଲେଜ

ଭୁବନେଶ୍ୱର, ୨୮ା୭ (ବନ୍ଦନା ସେଠୀ) – ରାଜ୍ୟ ସରକାରଙ୍କ ନିଷ୍ପତ୍ତିକ୍ରମେ ଫୁଲବାଣୀର ନୂତନ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲର ନାମ ପରିବର୍ତ୍ତନ କରାଯାଇଛି। ସ୍ବାସ୍ଥ୍ୟ ଓ…

ଲଗାଣ ବର୍ଷା: କାଲି ଏସବୁ ଜିଲାରେ ସ୍କୁଲ, କଲେଜ-ଅଙ୍ଗନବାଡ଼ି ବନ୍ଦ, ସତର୍କ ରହିବାକୁ…

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଏବଂ ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ବିଭିନ୍ନ ଜିଲାର ଜିଲାପାଳମାନେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।…

ଆସନ୍ତା ୨୪ ଘଣ୍ଟା ଅତି ଗୁରୁତ୍ୱପୂର୍ଣ୍ଣ: ୩ ବରିଷ୍ଠ ଆଇଏଏସଙ୍କୁ ୩ ଜିଲା ଦାୟିତ୍ବ, ଜାଣନ୍ତୁ …

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଓ ବନ୍ୟା ଆଶଙ୍କାକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ଘଣ୍ଟା ବାଲେଶ୍ୱର, ଭଦ୍ରକ ଏବଂ ଯାଜପୁର ଜିଲା ପାଇଁ ବହୁତ…

ମହାକାଶରୁ ପାକିସ୍ତାନରେ ଦେଖାଗଲା ଭୟଙ୍କର ଦୃଶ୍ୟ! ବୈଜ୍ଞାନିକ କହିଲେ ୬ କୋଟି ବର୍ଷ ହେଲା…

ନୂଆଦିଲ୍‌ଲୀ,୨୮।୭: ପାକିସ୍ତାନରେ ଏକ ବିଶାଳ ବିଞ୍ଚଣା ଭଳି ଆକୃତି ରହିଛି, ଯାହା ମହାକାଶରୁ ମଧ୍ୟ ସ୍ପଷ୍ଟ ଦେଖାଯାଏ। ନାସାର ଟେରା ସାଟେଲାଇଟ୍ (Terra Satellite) ଏହି ଆକୃତିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri