ବିପଦ ଟଳିଲା: ଭାରତ ମହାସାଗରରେ ପଡ଼ିଲା ଚାଇନା ରକେଟ…

ଓ୍ବାଶିଂଟନ/ନୂଆଦିଲ୍ଲୀ,୯।୫: ଶେଷରେ ବିପଦ ଟଳିଯାଇଛି। ଆତଙ୍କର ଅନ୍ତ ଘଟିଛି। ନିୟନ୍ତ୍ରଣ ହରାଇ ପୃଥିବୀ ମୁହାଁ ହୋଇଥିବା ଚାଇନାର ଜଳନ୍ତା ରକେଟ ଲଙ୍ଗ୍‌ ମାର୍ଚ୍ଚ ୫-ବି ରବିବାର ଭାରତ ମହାସାଗରରେ ରବିବାର ଭାରତୀୟ ସମୟ ପୂର୍ବାହ୍ନ ୧୦ଟା ୨୪ରେ ଖସି ପଡ଼ିଛି। ରକେଟ ପୃଥିବୀର ବାୟୁମଣ୍ଡଳରେ ପ୍ରବେଶ କରିବା ପରେ ଏହାକୁ ନଷ୍ଟ କରି ଦିଆଯାଇଥିବା ଆମେରିକା ଏବଂ ୟୁରୋପୀୟ ମହାକାଶ ଗବେଷଣା କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଚାଇନାର ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଥିଲା ଯେ, ରକେଟ ପୃଥିବୀର ବାୟୁମଣ୍ଡଳରେ ପ୍ରବେଶ କରିବା ମାତ୍ରେ ଏହାକୁ ଜଳାଇ ଦିଆଯିବ। ଏହା ଦ୍ୱାରା କ୍ଷୟକ୍ଷତି ଆଶଙ୍କା କମ୍‌ ହେବ ବୋଲି ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଥିଲା। ମାଳଦ୍ୱୀପର ନିକଟବର୍ତ୍ତୀ ଭାରତ ମହାସାଗରର ଗର୍ଭରେ ୨.୬୫ ଉତ୍ତର ଅକ୍ଷାଂଶ ଏବଂ ୭୨.୪୭ ପୂର୍ବ ଦ୍ରାଘିମା ଅଞ୍ଚଳରେ ଜଳନ୍ତା ରକେଟର ଖଣ୍ଡ ବିଖଣ୍ଡିତ ଅଂଶ ବିଶେଷ ଖସି ପଡ଼ିଥିବା ଚାଇନା ମ୍ୟାନ୍ଡ୍‌ ସ୍ପେସ୍‌ ଇଞ୍ଜିନିୟରିଂ ଅଫିସ୍‌ (ସିଏମ୍‌ଏସ୍‌ଇଓ) ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri