ମାଡ଼ି ଆସିଲା ବିପଦ: ବ୍ଲାକ୍‌-ହ୍ବାଇଟ୍‌ ପରେ ଏବେ ୟେଲୋ ଫଙ୍ଗସ୍‌ ଆତଙ୍କ..

ଗାଜିଆବାଦ୍‌,୨୪।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। କରୋନା ଭୂତାଣୁ ସହିତ ବ୍ଲାକ୍‌ ଏବଂ ହ୍ବାଇଟ୍‌ ଫଙ୍ଗସ୍‌ ନେଇ ଦେଶରେ ସଙ୍କଟ ଦେଖାଦେଇଛି। ଏବେ ଉତ୍ତରପ୍ରଦେଶର ଗାଜିଆବାଦ୍‌ରେ ୟେଲୋ ଫଙ୍ଗସ୍‌ର ପ୍ରଥମ ଘଟଣା ନଜରକୁ ଆସିଛି। ସମ୍ପୃକ୍ତ ବ୍ୟକ୍ତି କିଛି ଦିନ ତଳେ କରୋନାରୁ ସୁସ୍ଥ ହୋଇଥିଲେ। ତାଙ୍କୁ ଭୋକ ନ ଲାଗିବା ସହିତ ଅନ୍ୟ କେତେକ ସମସ୍ୟା ସୃଷ୍ଟି ହୋଇଥିବାରୁ ସେ ଡାକ୍ତରଙ୍କ ପାଖକୁ ଯାଇଥିଲେ। ଡାକ୍ତର ପରୀକ୍ଷା କରି ତାଙ୍କଠାରେ ୟେଲୋ ଫଙ୍ଗସ୍‌ ସଂକ୍ରମଣ ହୋଇଥିବା ପ୍ରକାଶ କରିଛନ୍ତି। ବ୍ଲାକ୍‌ ଏବଂ ହ୍ବାଇଟ୍‌ ଫଙ୍ଗସ୍‌ଠାରୁ ୟେଲୋ ଫଙ୍ଗସ୍‌ ଅଧିକ ଭୟଙ୍କର। ଏହି ମାରାତ୍ମକ ଭୂତାଣୁ ଶୀଘ୍ର ବ୍ୟାପିବା ସହିତ ଏହାଦ୍ୱାରା ଅଧିକ ଲୋକଙ୍କ ମୃତ୍ୟୁ ଘଟିଥାଏ। ୟେଲୋ ଫଙ୍ଗସ୍‌ ହାର୍ଟ, ନାକ ଏବଂ ଆଖି ଉପରେ ଅଧିକ ପ୍ରଭାବ ପକାଇଥାଏ। ଏସମ୍ପର୍କରେ ବୋଲି କେଜେଏମ୍‌ୟୁର ରେସ୍ପେଟୋରୀ ବିଭାଗର ସହକାରୀ ପ୍ରଫେସର ଡାକ୍ତର ଜ୍ୟୋତି ବାଜପେୟୀ କହିଛନ୍ତି ଯେ, ଫଙ୍ଗସ୍‌ ଗୋଟିଏ ପ୍ରକାର ହେଲେ ଏହାର ରଙ୍ଗକୁ ନେଇ ନାମ କରଣ ଏବଂ ସଂକ୍ରମଣ ତୀବ୍ରତା ଆକଳନ କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

‘ଅଗ୍ନିପଥ’ ସ୍କିମ୍‌ର ଶୁଭାରମ୍ଭ କଲେ ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ,୧୪।୬: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ମଙ୍ଗଳବାର ଭାରତୀୟ ସେନାର ଅଗ୍ନିପଥ ସ୍କିମ୍‌ର ଶୁଭାରମ୍ଭ କରିଛନ୍ତି । ୩ ସେନାମୁଖ୍ୟଙ୍କ ଉପସ୍ଥିତିରେ ମନ୍ତ୍ରୀ ରାଜନାଥ ଏହି...

ଉଦ୍‌ବେଗ ଜଣାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୮।୩: କୋଭିଡ୍‌-୧୯ରେ ମୃତକଙ୍କ ପରିବାରକୁ ଅନୁକମ୍ପାମୂଳକ ସହାୟତା ପ୍ରଦାନର ବ୍ୟବସ୍ଥା ହୋଇଥିବାବେଳେ ଏଥିପାଇଁ ଡାକ୍ତରମାନେ ଜାଲ୍‌ ମୃତ୍ୟୁ ପ୍ରମାଣପତ୍ର ଇସ୍ୟୁ କରୁଥିବା ଜଣାପଡ଼ିଛି। ଏହାକୁ ନେଇ...

ମୃତ୍ୟୁ ଦଣ୍ଡାଦେଶରୁ ଆଜୀବନ ଜେଲ

ନୂଆଦିଲ୍ଲୀ,୧୦ା୨: ଜଣେ ନାବାଳିକାଙ୍କୁ ବଳାତ୍କାର ପରେ ନିର୍ମମ ଭାବେ ହତ୍ୟା କରିଥିବା ଅଭିଯୋଗରେ ଦୋଷୀ ସାବ୍ୟସ୍ତ ୪୦ ବର୍ଷୀୟଙ୍କୁ ସୁପ୍ରିମକୋର୍ଟ ବୁଧବାର ସୁଧୁରିବାକୁ ସୁଯୋଗ ଦେଇଛନ୍ତି।...

କାର୍ଯ୍ୟସ୍ଥଳରେ ମହିଳା କର୍ମଚାରୀଙ୍କୁ ନିର୍ଯାତନା ମାମଲାର ମିଡ଼ିଆ ରିପୋର୍ଟିଂକୁ ମନା ଦ୍ୱାରା ପୀଡ଼ିତାଙ୍କ ପ୍ରତି ହେବ ଅନ୍ୟାୟ…

ନୂଆଦିଲ୍ଳୀ, ୬।୧ : ମହିଳା କର୍ମଚାରୀଙ୍କୁ କାର୍ଯ୍ୟସ୍ଥଳରେ ନିର୍ଯାତନା ଦିଆଯାଉଥିବା ମାମଲାର ମିଡ଼ିଆ ରିପୋର୍ଟିଂ ଉପରେ ବମ୍ବେ ହାଇକୋର୍ଟ କଟକଣା ଜାରି କରିଥିଲେ। ଏହା ଦ୍ୱାରା...

ଘରବାହୁଡ଼ା ଯୋଜନା ନାହିଁ: ଆଜାଦ

ନୂଆଦିଲ୍ଲୀ,୩୧ା୧୨: କଂଗ୍ରେସ ଛାଡ଼ି ନୂଆ ଦଳ ଗଢ଼ିଥିବା ବରିଷ୍ଠ ନେତା ଗୁଲାମ ନବୀ ଆଜାଦ ପୁଣି ପୁରୁଣା ଦଳକୁ ଫେରିବା ନେଇ ଚର୍ଚ୍ଚା ଜୋର୍‌ ଧରିଛି।...

ଟ୍ରେନ୍‌ରେ ବେବି ବର୍ଥ

ଲକ୍ଷ୍ନୌ,୧୧।୫: ଭାରତୀୟ ରେଳ ପକ୍ଷରୁ ମହିଳା ଯାତ୍ରୀଙ୍କ ପାଇଁ ଏକ ନୂତନ ବ୍ୟବସ୍ଥା କରାଯାଇଛି। ଛୋଟପିଲାଙ୍କୁ ଧରି ଯାତ୍ରା କରୁଥିବା ମହିଳାଙ୍କ ପାଇଁ ଏହି ସୁବିଧା...

‘ମୋର କିଛି ହଜିଗଲା ଭଳି ଲାଗୁଛି’

ନୂଆଦିଲ୍ଲୀ,୬।୨: ସୁର ସାମ୍ରାଜ୍ଞୀ ଲତା ମଙ୍ଗେସକରଙ୍କ ଜୀବନର ଅଂଶ ହୋଇଥିବାରୁ ନିଜକୁ ଭାଗ୍ୟବାନ ମନେ କରୁଛି। ଏଭଳି କହିଛନ୍ତି ଭାରତୀୟ କିମ୍ବଦନ୍ତୀ କ୍ରିକେଟର ସଚିନ ତେନ୍ଦୁଲକର।...

କଂଗ୍ରେସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ, ୩।୭: ଶେଷରେ କଂଗ୍ରେସ ଅଧ୍ୟକ୍ଷ ପଦରୁ ଆନୁଷ୍ଠାନିକ ଭାବେ ଇସ୍ତଫା ଦେଇଛନ୍ତି ରାହୁଲ ଗାନ୍ଧୀ। ବୁଧବାର ନିଜ ଟୁଇଟରରେ ଇସ୍ତଫା କଥା ଘୋଷଣା କରିଛନ୍ତି...

Advertisement
Archives

Model This Week