ପୁଣି ମାଡ଼ି ଆସିଲା ବିପଦ: ନୂଆ କରୋନା ଭୂତାଣୁର ସନ୍ଧାନ, ସରକାର ଜାରି କଲେ ଲକ୍‌ଡାଉନ୍‌

ଲଣ୍ଡନ,୧୫।୧୨: କରୋନା ସଂକ୍ରମଣ ଥମିବାର ନାଁ ଧରୁନି। ଏବେ ପୁଣି ବିପଦ ମାଡ଼ି ଆସୁଛି। ବ୍ରିଟେନରେ ସାର୍ବଜନୀକ ଭାବେ ଫାଇଜର ଏବଂ ବାୟୋଏନ୍‌ଟେକ୍‌ ଦ୍ୱାରା ପ୍ରସ୍ତୁତ ହୋଇଥିବା କରୋନା ପ୍ରତିଷେଧକ ଟିକା ପ୍ରଦାନ କାର୍ଯ୍ୟ ଜାରି ରହିଛି। ତେବେ ଏଠାରେ ନୂଆର ପ୍ରକାର କରୋନା ଭୂତାଣୁର ସନ୍ଧାନ ମିଳିଛି। ଏହା କୋଭିଡ୍‌-୧୯ ଭୂତାଣୁ ତୁଳନାରେ ଅଧିକ ଶୀଘ୍ର ବ୍ୟାପିବ ବୋଲି ବିଶେଷଜ୍ଞ ମତପୋଷଣ କରିଛନ୍ତି। ସୁରକ୍ଷାକୁ ଦୃଷ୍ଟିରେ ରଖି ବୁଧବାରଠାରୁ ରାଜଧାନୀ ଲଣ୍ଡନ ଏବଂ ଏହାର ଆଖପାଖ ଅଞ୍ଚଳରେ ପୁଣି ଲକ୍‌ଡାଉନ୍‌ ଜାରି କରାଯାଇଥିବା ସ୍ବାସ୍ଥ୍ୟ ସଚିବ ମାଟ୍‌ ହାନ୍‌କକ୍‌ ସୂଚନା ଦେଇଛନ୍ତି। ଏହି ନୂଆ ଭୂତାଣୁ ଦୁଇଗୁଣା ଅଧିକ ବେଗରେ ସଂକ୍ରମଣ କରାଇବାକୁ ସକ୍ଷମ ବୋଲି ବିଶେଷଜ୍ଞ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜକୁ ଟ୍ରମ୍ପ ନେଲେ ଆଶ୍ଚର୍ଯ୍ୟଜନକ ନିଷ୍ପତ୍ତି: ସାରା ବିଶ୍ୱରେ ହଲଚଲ

ଓ୍ବାଶିଂଟନ୍‌,୨।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ଏବଂ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ପ୍ରମୁଖ ବିବୃତ୍ତି ଜାରି କରିଛନ୍ତି। ସେ ଦୃଢ଼ତାର ସହିତ…

ଖଣି, ଶିଳ୍ପାଞ୍ଚଳର ଗ୍ରାମାଞ୍ଚଳ ପାଠାଗାର ଚିନ୍ତା

ଯାଜପୁର,୨ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ କଲେଜ, ହାଇସ୍କୁଲ ଓ ସାଧାରଣ ପାଠାଗାର ପ୍ରାୟ ୪୦୦ ଭଳି ରହିଛି। କେତେକ ପାଠାଗାରରେ ୫୦ରୁ ୬୦ ବର୍ଷ ପୁରୁଣା ମୂଲ୍ୟବାନ…

ଚୋରାରେ ଚାଲିଛି ଗ୍ୟାସ୍‌ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ

ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ…

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

ଏଇ ଭାରତରେ

ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ଥରେ ଜଣେ ମହିଳା ଏକ ଅଳିଆଗଦା ନିକଟରେ…

ତଳ ଅଫିସର

ଆଜିର ଦିନରେ ସବୁଠି ଗହଳଚହଳ ଅଧିକ। ହାଟରେ ଯେମିତି ଘୋ ଘୋ, ନାହିଁ ନ ଥିବା ଭିଡ଼, ଠିକ୍‌ ସେମିତି ଭିଡ଼ ଦେଖାଯାଏ ସବୁଠି। ଟ୍ରେନ୍‌ରେ ଯାତ୍ରୀଙ୍କ…

ବିଶ୍ୱ ପାଇଁ ଚେତାବନୀ

ମଣିଷ ବିଜ୍ଞାନ-ସଭ୍ୟତାର ଶୀର୍ଷରେ ପହଞ୍ଚତ୍ଥିଲେ ମଧ୍ୟ ଯୁଦ୍ଧ ଓ ହିଂସାକୁ ଛାଡ଼ିପାରିନାହିଁ। ଏବେ ସମଗ୍ର ବିଶ୍ୱରେ ଯେମିତି ସଂଘର୍ଷ, ହିଂସା, ପ୍ରତିଶୋଧର ବାତାବରଣ ସୃଷ୍ଟି ହୋଇଛି ତାହା…

ଇରାନ ଉପରେ ବଡ଼ ଆକ୍ରମଣ କରିବ ଆମେରିକା: ସମୟ କହିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର ଜାତି ଉଦ୍ଦେଶ୍ୟରେ ଏକ ଭାଷଣ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି,ଯୁଦ୍ଧ ଏପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri