ବିପଦ ପୁଣି ଘନେଇଲା: ୧୮ ରାଜ୍ୟରେ ନୂଆ ଷ୍ଟ୍ରେନ୍‌

ନୂଆଦିଲ୍ଲୀ,୨୪।୩: ଦେଶରେ କରୋନାର ଦ୍ୱିତୀୟ ଲହର ଆରମ୍ଭ ହୋଇଛି। ଏହାକୁ ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ପ୍ରତିଦିନ ବଢୁଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ନେଇ ପୁଣି ଲକ୍‌ଡାଉନ୍‌ ଶର୍ଟଡାଉନ୍‌ ଘୋଷଣା କରାଯିବା ଆଶଙ୍କାରେ ଲୋକେ ଭୟଭୀତ ହେବାରେ ଲାଗିଛନ୍ତି। ଦେଶର ୧୮ ରାଜ୍ୟରେ କରୋନା ଭୁତାଣୁର ନୂଆ ଷ୍ଟ୍ରେନ୍‌ ଚିହ୍ନଟ ହୋଇଥିବା କେନ୍ଦ୍ରୀୟ ସ୍ବାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ ପକ୍ଷରୁ ବୁଧବାର ସୂଚନା ଦିଆଯାଇଛି। ଏସବୁ ରାଜ୍ୟରେ ନୂଆ ଡବଲ ମ୍ୟୁଟାଣ୍ଟ୍‌ ଭ୍ୟାରିଆଣ୍ଟ୍‌ ଚିହ୍ନଟ ହୋଇଥିବା ମନ୍ତ୍ରଣାଳୟ କହିଛି। ନୂଆ ଷ୍ଟ୍ରେନ୍‌ର ସଂକ୍ରମଣ ହାର ଅଧିକ ରହିଥିବାରୁ ଏହାର ପ୍ରଭାବରେ ଭାରତରେ ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ଏକ ସପ୍ତାହ ଧରି ଦେଶରେ ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୪୦ ହଜାରରୁ ଅଧିକ ରହୁଛି। ଏଥିରୁ ପ୍ରମାଣିତ ହେଉଛି ଯେ, ନୂଆ ଡବଲ ମ୍ୟୁଟାଣ୍ଟ୍‌ ଭ୍ୟାରିଆଣ୍ଟ୍‌ ତୀବ୍ର ବେଗରେ କାୟା ବିସ୍ତାର କରୁଛି। ତେବେ କରୋନା ମାର୍ଗଦର୍ଶିକା ପାଳନ ଦ୍ୱାରା ଏଥିରୁ ଦୂରେଇ ରହି ହେବବୋଲି ମନ୍ତ୍ରଣାଳୟ ପକ୍ଷରୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ; ନା ସଭ୍ୟତା, ନା ଇତିହାସ….

ତେହରାନ,୫ା୭: ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ବୟାନବାଜି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ଟ୍ରମ୍ପ ଦାବି କରିଥିଲେ ଯେ ସେ ଦେଶର ବରିଷ୍ଠ ନେତାମାନଙ୍କୁ…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଆପଣା ଭାଇ: ପରସ୍ପରକୁ ହତ୍ୟା ଉଦ୍ୟମ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମରେ ଗତ ଏପ୍ରିଲ ୨୧ ତାରିଖ  ସକାଳେ ପୈତୃକ ସମ୍ପତ୍ତି ପାଇଁ ପାରିବାରିକ…

ଚିଠା ଭୋଟର ତାଲିକା ପ୍ରକାଶ, ବାଦ୍ ପଡିଲେ ୩୬,୩୪୨

ଭଞ୍ଜନଗର,୫।୭(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ୩ଟି ନିର୍ବାଚନ ମଣ୍ଡଳୀ ଭଞ୍ଜନଗର, ଆସ୍କା ଏବଂ ସୋରଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀ ଦାୟିତ୍ୱରେ ଥିବା ଇ.ଆର୍.ଓ ମାନଙ୍କ ଦ୍ଵାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri