ମାଡ଼ି ଆସୁଛି ବିପଦ: ନୂଆ ଷ୍ଟ୍ରେନ୍‌ ୩ ଗୁଣା ଭୟଙ୍କର

ନୂଆଦିଲ୍ଲୀ,୪।୪: ଦେଶରେ କରୋନା ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ନୂଆ ଷ୍ଟ୍ରେନ୍‌ ଯୋଗୁ ଆଗାମୀ ଦିନରେ ଭାରତ ଉପରେ ବିପଦ ମାଡ଼ି ଆସୁଛି। ନୂଆ ଷ୍ଟ୍ରେନ୍‌ ୩ ଗୁଣା ଭୟଙ୍କର। ଏହା ଅତି କମ୍‌ ସମୟରେ ଅଧିକ ଲୋକଙ୍କୁ କରୋନାରେ ଆକ୍ରାନ୍ତ କରିବାର ଆଶଙ୍କା ରହିଥିବା ଜନ୍‌ ହାପଙ୍କିସ୍‌ ବିଶ୍ୱବିଦ୍ୟାଳୟ ପକ୍ଷରୁ ହୋଇଥିବା ସର୍ଭେ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଭାରତରେ ଆଉ ଦୁଇ ଅଥବା ତିନି ଦିନ ମଧ୍ୟରେ ପ୍ରତି ୨୪ ଘଣ୍ଟାରେ ନୂଆ ଆକାନ୍ତଙ୍କ ସଂଖ୍ୟା ଲକ୍ଷେରେ ପହଞ୍ଚିବାର ଆଶଙ୍କା ରହିଛି। ପରବର୍ତ୍ତୀ ସମୟରେ ପ୍ରତିଦିନ ଲକ୍ଷେରୁ ଅଧିକ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ ହେବାର ଆଶଙ୍କା ରହିଥିବା ରିପୋର୍ଟରେ ପ୍ରକାଶ ପାଇଛି। ଏପ୍ରିଲ୍‌ ଶେଷାର୍ଦ୍ଧ ଏବଂ ମେ’ରେ ସଂକ୍ରମଣ ଅଣାୟତ୍ତ ହେବ ବୋଲି ଏଥିରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ରାହୁଲଙ୍କ ନାକରୁ ବାହାରିଲା ରକ୍ତ: ଅଟକରୁ ମୁକ୍ତ ହେବା ପରେ ପିଏମ ମୋଦିଙ୍କୁ ଏମିତି ମେସେଜ୍‌ ଦେଲେ ରାହୁଲ

ନୂଆଦିଲ୍ଲୀ,୨୨।୭: ପ୍ରଧାନମନ୍ତ୍ରୀ ବାସବଭନ ବାହାରେ ଛାତ୍ରୀଛାତ୍ରଙ୍କ ବିଭିନ୍ନ ପ୍ରସଙ୍ଗକୁ ନେଇ ହୋଇଥିବା ପ୍ରତିବାଦ ପ୍ରଦର୍ଶନ ପରେ ହାଜତକୁ ନିଆଯାଇଥିବା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri