ପୁଣି ଘନେଇଲା ବିପଦ, ଆସିଲା କରୋନାର ନୂଆ ରୂପ: ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଅଧିକ ତାଣ୍ଡବ ରଚିବା ଆଶଙ୍କା…

ନୂଆଦିଲ୍ଲୀ,୧୫।୬: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ଭାରତରେ ସୃଷ୍ଟି ହୋଇଥିବା ଡେଲ୍ଟା ଭାରିଆଣ୍ଟ୍‌ର ନୂଆ ରୂପ ଡେଲ୍ଟା ପ୍ଲସ୍‌ ଚିହ୍ନଟ କରାଯାଇଛି। କରୋନା ଭୂତାଣୁ ଲଗାତାର ମ୍ୟୁଟେଶନ ଦ୍ୱାରା ନିଜର ନୂଆ ନୁଆ ରୂପ ସୃଷ୍ଟି କରୁଥିବାରୁ ଏନେଇ ବୈଜ୍ଞାନିକଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଏବେ ଚିହ୍ନଟ ହୋଇଥିବା ନୂଆ ଭାରିଆଣ୍ଟ୍‌ ଡେଲ୍ଟା ପ୍ଲସ୍‌କୁ ଏଓ୍ବାଇ-୧ ଭାବେ ମଧ୍ୟ ନାମିତ କରାଯାଇଛି। ନୂଆ ଭାରିଆଣ୍ଟ୍‌ ଅଧିକ ତାଣ୍ଡବ ରଚିବାର ଆଶଙ୍କା ରହିଛି। ସେହିପରି ଏହା ତୀବ୍ର ବେଗରେ ମଧ୍ୟ ସଂକ୍ରମଣ କରିବାର ଆଶଙ୍କା ରହିଛି। ତେବେ ଭାରତରେ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ର କମ୍‌ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି ବୋଲି ସିଏସ୍‌ଆଇଆର୍‌ ଆଇଜିଆଇବିର ନିର୍ଦ୍ଦେଶକ ଡ. ଅନୁରାଗ ଅଗ୍ରଓ୍ବାଲ ସୂଚନା ଦେଇଛନ୍ତି। ଏନେଇ ଅଧିକ ସତର୍କତାର ଆବଶ୍ୟକତା ଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ୬ କମ୍ପାନୀଙ୍କୁ ସ୍ପୁଟନିକ୍‌-ଭି ଉତ୍ପାଦନ ଦାୟିତ୍ୱ…

ନୂଆଦିଲ୍ଲୀ, ୨୭।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ସଙ୍କଟ ସୃଷ୍ଟି କରିଛି। ଏପରିସ୍ଥଳେ ଆବଶ୍ୟକ ଟିକା ଅଭାବରୁ ସାର୍ବଜନକୀ ଟିକାକରଣ କାର୍ଯ୍ୟକ୍ରମ ଧିମା ପଡ଼ିଯାଇଛି। ତେବେ...

୩ଟି ମେଗା ପ୍ରକଳ୍ପର ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୭।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ୟୁପି ଗସ୍ତ କରିବେ । ରାଜ୍ୟବାସୀଙ୍କୁ ୩ଟି ମେଗା ପ୍ରକଳ୍ପ ଉତ୍ସର୍ଗ କରିବେ ମୋଦି । ୟୁପିର ଗୋରଖପୁର...

କରୋନା ସଂକ୍ରମଣ ଭୟ: ନବଜାତକକୁ ସ୍ତନ୍ୟପାନ କରାଇଲେ ହସ୍ପିଟାଲର କାର୍ଯ୍ୟରତ ନର୍ସ!

କୋଲକାତା,୧।୬: ପଶ୍ଚିମବଙ୍ଗର ଆର୍‌ଜି କର ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ଅନ୍ୟମାନଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛନ୍ତି ଜଣେ କାର୍ଯ୍ୟରତ ନର୍ସ। ନିକଟରେ ଜଣେ ମହିଳାଙ୍କର...

କରୋନା ପାଇଁ ଶରୀର ଦାନ କରିବାକୁ ପ୍ରସ୍ତୁତ ଦିଲ୍ଲୀର ପ୍ରଥମ ପ୍ଲାଜମା ଡୋନର

ନୂଆଦିଲ୍ଲୀ,୨୭।୪: ଚାଇନାର ଉହାନରୁ ଆରମ୍ଭ ହୋଇଥିବା କରୋନା ଭାଇରସ ଏବେ ସାରା ବିଶ୍ୱକୁ ଏକ ପ୍ରକାର ଗ୍ରାସ କରିବାରେ ଲାଗିଛି। ଏହି ଯୁଦ୍ଧରେ ବିଜୟୀ ହେବାକୁ...

ଦେଓଘର ରେସକ୍ୟୁ ଅପରେଶନରେ ସାମିଲ ଯବାନଙ୍କ ସହ କଥା ହେଲେ ମୋଦି, କହିଲେ ଦୁର୍ଘଟଣାରୁ ବହୁତ କିଛି ଶିକ୍ଷା ମିଳିଲା

ନୂଆଦିଲ୍ଲୀ,୧୪ ।୪: ପ୍ରଧାନମନ୍ତ୍ରୀ ନରନ୍ଦ୍ର ମୋଦି ଝାଡ଼ଖଣ୍ଡର ଦେଓଘର ରୋପୱେ ଦୁର୍ଘଟଣା ପରେ ଏହାର ଉଦ୍ଧାର କାର୍ଯ୍ୟରେ ସାମିଲ ହୋଇଥିବା ବାୟୁସେନା, ସେନା, ଏନଡିଆରଏଫ୍‌, ଆଇଟିବିପି...

ପଞ୍ଚଭୂତରେ ବିଲୀନ ହେଲେ ସୁଷମା, ଝିଅ ଦେଲେ ମୁଖାଗ୍ନିି

ନୂଆଦିଲ୍ଲୀ,୭।୮: ବଧୂ ବେଶରେ ସଜେଇ ହୋଇ ପଞ୍ଚଭୂତରେ ଲୀନ ହୋଇଛନ୍ତି ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜ। ରାଜକୀୟ ଢଙ୍ଗରେ ତାଙ୍କୁ ବିଦାୟ ଦିଆଯାଇଛି। ଝିଅ...

ଅତିକ୍‌-ଅଶ୍ରଫ୍‌ ହତ୍ୟା ମାମଲା: ୩ ଅଭିଯୁକ୍ତଙ୍କୁ ନୈନୀ ଜେଲରୁ ପ୍ରତାପଗଡ ଜେଲକୁ କରାଗଲା ସ୍ଥାନାନ୍ତର

ଲକ୍ଷ୍ନୌ,୧୭।୪: ମାଫିଆ ଅତିକ୍‌ ଅହମ୍ମଦ ଏବଂ ଅଶ୍ରଫ୍‌ ମହମ୍ମଦଙ୍କ ୩ ହତ୍ୟାକାରୀଙ୍କୁ ସୋମବାର ନୌନୀ ଜେଲରୁ ପ୍ରତାପଗଡ ଜେଲକୁ ସ୍ଥାନାନ୍ତର କରାଯାଇଛି। ପୋଲିସ ସୂତ୍ରରୁ ମିଳିଥିବା...

ଯେଉଁଠି ବିବାହ ପୂର୍ବରୁ ବରକୁ ମାରିବାକୁ ପଡ଼େ ଘୁଷୁରି…

ଭାରତର ବିଭିନ୍ନ ପ୍ରାନ୍ତରେ ବିବାହର ଭିନ୍ନ ଭିନ୍ନ ପରମ୍ପରା ରହିଛି। ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ବାସ କରୁଥିବା ଗୋଣ୍ଡ ଜନଜାତିରେ ଅଛି ଏକ ଅଜବ ପରମ୍ପରା।...

Advertisement
Archives

Model This Week