ମାଡ଼ି ଆସୁଛି ବିପଦ: ହିମ ପାହାଡ଼ ତରଳିଲେ ଅଜଣା ଅଣୁଜୀବ ମାନବ ସଭ୍ୟତା ପାଇଁ ସୃଷ୍ଟି କରିବ ସଙ୍କଟ

ଓ୍ବାଶିଂଟନ,୨୪।୧୧: ପୃଥିବୀରେ କରୋନା ମହାମାରୀ ସଙ୍କଟ ଜାରି ରହିଥିବାବେଳେ ଏବେ ବୈଜ୍ଞାନିକମାନେ ଅନ୍ୟ ଏକ ବିପଦ ମାଡ଼ି ଆସୁଥିବା ସମ୍ପର୍କରେ ଚେତାବନୀ ଦେଇଛନ୍ତି। ଉତ୍ତରମେରୁରେ ହିମ ପାହାଡ଼ ତରଳିଲେ ମାନବ ସଭ୍ୟତା ପ୍ରତି ବିପଦ ମାଡ଼ି ଆସିବ ବୋଲି ବୈଜ୍ଞାନିକ କହିଛନ୍ତି। ମେରୁ ଅଞ୍ଚଳରେ ରୋଗ ସୃଷ୍ଟିକାରୀ ଅସଂଖ୍ୟ ଅଣୁଜୀବ ବରଫ ତଳେ ପୋତି ହୋଇ ନିଷ୍କ୍ରିୟ ଭାବେ ରହିଛନ୍ତି। ମାତ୍ର ଜାରି ରହିଥିବା ଜଳବାୟୁ ପରିବର୍ତ୍ତନର ପ୍ରଭାବରେ ହିମ ପାହାଡ଼ ତରଳିଲେ ଏସବୁ ଅଣୁଜୀବ ବାହାରୁ ବାହାରି ସକ୍ରିୟ ହେବେ। ଫଳରେ କରୋନାଠାରୁ ଅଧିକ ଭୟଙ୍କର ମହାମାରୀ ଯୋଗୁ ମାନବ ସମାଜରେ ମୃତ୍ୟୁର ତାଣ୍ଡବ ସୃଷ୍ଟି ହେବାର ଆଶଙ୍କା ରହିଥିବା ବୈଜ୍ଞାନିକ ସୂଚନା ଦେଇଛନ୍ତି। ଏନେଇ ଆମେରିକାନ୍‌ ସାଇଣ୍ଟିଫିକ୍‌ ପତ୍ରିକାରେ ଏକ ରିପୋର୍ଟ ପ୍ରକାଶ ପାଇଛି। ୟୁନିଭରସିଟି ଅଫ୍‌ ମାଇନ୍‌ କ୍ଲାଇମେଟ୍‌ ଚେଞ୍ଚ୍‌ ଇନଷ୍ଟିଚ୍ୟୁଟ୍‌ର ପ୍ରଫେସର କିମ୍ବରଲେ ମାଇନର, ଏବଷ୍ଟବିଥ୍‌ ବିଶ୍ୱ ବିଦ୍ୟାଳୟର ପ୍ରଫେସର ଏଡ଼ଓ୍ବିନ୍‌ ଏଡ଼ଓ୍ବର୍ଡ ଏବଂ ଚାଲର୍ସ ମିଲର ମିଳିତ ଭାବେ ଏହି ରିପୋର୍ଟ ପ୍ରସ୍ତୁତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗର୍ଲଫ୍ରେଣ୍ଡଙ୍କୁ ହତ୍ୟା କରି କବର ଦେଉଥିବାବେଳେ ନିଜେ ଚାଲିଗଲେ

ନ୍ୟୁୟର୍କ,୧୮।୫:ଆମେରିକାର ଦକ୍ଷିଣ କାରୋଲିନାରେ ଏକ ଅଜବ ଘଟଣା ଘଟିଛି। ଏଠାରେ ଜଣେ ବ୍ୟକ୍ତି ପ୍ରଥମେ ତାଙ୍କ ଗର୍ଲଫ୍ରେଣ୍ଡକୁ ହତ୍ୟା କରି କବର ଦେଉଥିବାବେଳେ ନିଜେ ହୃଦଘାତରେ...

ବ୍ରିଟେନ ପ୍ରଧାନମନ୍ତ୍ରୀ ଦୌଡରେ ଆଗକୁ ବଢୁଛନ୍ତି ଋଷି ସୁନକ

ଲଣ୍ଡନ,୧୯ ।୭: ଭାରତୀୟ ମୂଳ ବାସିନ୍ଦା ଋଷି ସୁନକ ବ୍ରିଟେନ ପ୍ରଧାନମନ୍ତ୍ରୀ ଦୌଡରେ ଧୀରେ ଧୀରେ ଆଗକୁ ବଢୁଛନ୍ତି । ସେ ତୃତୀୟ ରାଉଣ୍ଡ ଭୋଟରେ...

ଜାତିସଂଘ ମୁଖ୍ୟଙ୍କ ଚେତାବନୀ: ପରମାଣୁ ମହାବିପତ୍ତିଠାରୁ ବିଶ୍ୱ ମାତ୍ର ଗୋଟିଏ ପାଦ ଦୂରରେ

ଜେନେଭା,୨ ।୮: ମିଳିତ ଜାତିସଂଘ ମୁଖ୍ୟ ଆଣ୍ଟୋନିଓ ଗୁଟେରସ ସୋମବାର ଚେତାବନୀ ଦେଇ କହିଛନ୍ତି, ବିଶ୍ୱ ପରମାଣୁ ବିନାଶଠାରୁ ମାତ୍ର ଗୋଟିଏ ପାଦ ଦୂରରେ ରହିଛି...

ପ୍ରାର୍ଥୀ ଶେୟାର କଲେ ଛିଣ୍ଡା ଚପଲ: କହିଲେ, ସରିଲା ନିର୍ବାଚନ ପ୍ରଚାର

ଚେନ୍ନାଇ,୬।୪: ତାମିଲନାଡୁରେ ବିଧାନସଭା ନିର୍ବାଚନ ପାଇଁ ମଙ୍ଗଳବାର ପ୍ରଥମ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହୋଇଛି। କରୋନା ନିୟମ ପାଳନ କରି ସକାଳୁ ମତଦାତାମାନେ ଲାଇନ୍‌ରେ ଠିଆ...

ଶ୍ରୀଲଙ୍କାକୁ ସହଯୋଗ କରିବ ଚାଇନା

ବେଜିଂ,୨୧ା୪: ଅର୍ଥନୈତିକ ସଙ୍କଟ ସମୟରେ ଶ୍ରୀଲଙ୍କାକୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିଛି ଚାଇନା। ବିଳମ୍ବରେ ହେଉ ପଛେ ଶେଷରେ ଚାଇନା ରାଜି ହୋଇଛି। କଲମ୍ବୋକୁ...

୩୧ ବର୍ଷ ଧରି ଖାଉଛନ୍ତି ଗୋଡ଼ିପଥର

ଛୋଟବେଳେ କିଛି ପିଲାଙ୍କୁ ଗୋଡି ମାଟି ଖାଇବାକୁ ଭଲ ଲାଗିଥାଏ। ସେମାନେ ଲୁଚାଇଚୋରାଇ ମାଟି ଖାଆନ୍ତି। କିନ୍ତୁ ଜାଣି ଆଶ୍ଚର୍ଯ୍ୟ ହେବେ ଜଣେ ବୟସ୍କ ବ୍ୟକ୍ତି...

୧୯ ବର୍ଷ ବୟସରେ ଅସ୍ରାବ୍ୟ ଗାଳି ଦେଇ ଚର୍ଚ୍ଚାରେ ଏହି ‘ଲେଡି ଡନ୍‌’; ଦୁଇ ଗ୍ୟାଙ୍ଗଷ୍ଟରଙ୍କୁ ପ୍ରେମରେ ଫସାଇ…

ଚର୍ଚ୍ଚାରେ ଲେଡି ଡନ୍‌ ରେଖା ମୀନା। ମିଡିଆଠାରୁ ଆରମ୍ଭ କରି ସୋସିଆଲ ମିଡିଆ ସବୁଆଡେ ତାଙ୍କୁ ନେଇ ଖବର ପ୍ରକାଶ ପାଉଛି। ତାଙ୍କ ବିଷୟରେ ଜାଣିବା...

ମୁଣ୍ଡ ନୂଆଁଇଲା ଇଂଲଣ୍ଡ

ନୂଆଦିଲ୍ଲୀ,୭।୧୦: ଭାରତ ଆଗରେ ମୁଣ୍ଡ ନୂଆଁଇଛି ଇଂଲଣ୍ଡ। ଉଭୟ ଡୋଜ୍‌ ନେଇଥିବା ଭାରତୀୟଙ୍କୁ ଆଉ ଇଂଲଣ୍ଡରେ କ୍ୱାରେଣ୍ଟିନ୍‌ରେ ରହିବାକୁ ପଡିବ ନାହିଁ। ଏହି ନିୟମ ଅକ୍ଟୋବର...

Advertisement
Archives

Model This Week