ମାଡ଼ି ଆସୁଛି ବିପଦ: ହିମ ପାହାଡ଼ ତରଳିଲେ ଅଜଣା ଅଣୁଜୀବ ମାନବ ସଭ୍ୟତା ପାଇଁ ସୃଷ୍ଟି କରିବ ସଙ୍କଟ

ଓ୍ବାଶିଂଟନ,୨୪।୧୧: ପୃଥିବୀରେ କରୋନା ମହାମାରୀ ସଙ୍କଟ ଜାରି ରହିଥିବାବେଳେ ଏବେ ବୈଜ୍ଞାନିକମାନେ ଅନ୍ୟ ଏକ ବିପଦ ମାଡ଼ି ଆସୁଥିବା ସମ୍ପର୍କରେ ଚେତାବନୀ ଦେଇଛନ୍ତି। ଉତ୍ତରମେରୁରେ ହିମ ପାହାଡ଼ ତରଳିଲେ ମାନବ ସଭ୍ୟତା ପ୍ରତି ବିପଦ ମାଡ଼ି ଆସିବ ବୋଲି ବୈଜ୍ଞାନିକ କହିଛନ୍ତି। ମେରୁ ଅଞ୍ଚଳରେ ରୋଗ ସୃଷ୍ଟିକାରୀ ଅସଂଖ୍ୟ ଅଣୁଜୀବ ବରଫ ତଳେ ପୋତି ହୋଇ ନିଷ୍କ୍ରିୟ ଭାବେ ରହିଛନ୍ତି। ମାତ୍ର ଜାରି ରହିଥିବା ଜଳବାୟୁ ପରିବର୍ତ୍ତନର ପ୍ରଭାବରେ ହିମ ପାହାଡ଼ ତରଳିଲେ ଏସବୁ ଅଣୁଜୀବ ବାହାରୁ ବାହାରି ସକ୍ରିୟ ହେବେ। ଫଳରେ କରୋନାଠାରୁ ଅଧିକ ଭୟଙ୍କର ମହାମାରୀ ଯୋଗୁ ମାନବ ସମାଜରେ ମୃତ୍ୟୁର ତାଣ୍ଡବ ସୃଷ୍ଟି ହେବାର ଆଶଙ୍କା ରହିଥିବା ବୈଜ୍ଞାନିକ ସୂଚନା ଦେଇଛନ୍ତି। ଏନେଇ ଆମେରିକାନ୍‌ ସାଇଣ୍ଟିଫିକ୍‌ ପତ୍ରିକାରେ ଏକ ରିପୋର୍ଟ ପ୍ରକାଶ ପାଇଛି। ୟୁନିଭରସିଟି ଅଫ୍‌ ମାଇନ୍‌ କ୍ଲାଇମେଟ୍‌ ଚେଞ୍ଚ୍‌ ଇନଷ୍ଟିଚ୍ୟୁଟ୍‌ର ପ୍ରଫେସର କିମ୍ବରଲେ ମାଇନର, ଏବଷ୍ଟବିଥ୍‌ ବିଶ୍ୱ ବିଦ୍ୟାଳୟର ପ୍ରଫେସର ଏଡ଼ଓ୍ବିନ୍‌ ଏଡ଼ଓ୍ବର୍ଡ ଏବଂ ଚାଲର୍ସ ମିଲର ମିଳିତ ଭାବେ ଏହି ରିପୋର୍ଟ ପ୍ରସ୍ତୁତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଛାଡ଼ିବା ଖୁସିରେ ଢୋଲ ବଜାଇ ମାଲିକଙ୍କ ସାମ୍ନାରେ ନାଚିଲେ କର୍ମଚାରୀ, ଚକିତ କରୁଛି Video

ଚାକିରି ଛାଡ଼ିବା ବେଳେ ଦୁଃଖ ଲାଗେ। କାରଣ କମ୍ପାନୀ ଏବଂ ସାଙ୍ଗରେ କାମ କରୁଥିବା ସହକର୍ମୀଙ୍କ ସହ ଏକପ୍ରକାର ନିବିଡ଼ତା ହୋଇଯାଇଥାଏ। ହେଲେ ସୋସିଆଲ ମିଡିଆରେ...

Video: ‘ଜୟ ଶ୍ରୀରାମ’ ନାରା ଦେଇ ଚର୍ଚ୍ଚାରେ ପାକିସ୍ତାନର ପ୍ରଥମ ହିନ୍ଦୁ ବ୍ଲଗର୍‌, ଭାବବିହ୍ବଳ କରୁଛି…

ଆଜିକାଲି ସମୟରେ ବ୍ଲଗିଂ ଏକ ସାଧାରଣ କଥାରେ ପରିଣତ ହେଲାଣି। ଏଭଳି କରି ଭଲ ଦୁଇ ପଇସା ରୋଜଗାର ବି କରିହେଉଛି। ହେଲେ ଚ୍ୟାଲେଞ୍ଜିଂ ସମୟରେ...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

କିଏ ସେହି ଭାରତୀୟ ଛାତ୍ରୀ ଯାହାଙ୍କୁ ଆମେରିକାରେ କରାଯାଇଛି ଗିରଫ

ଓ୍ବାଶିଂଟନ,୨୬।୪: ଆମେରିକାରେ ଜଣେ ଭାରତୀୟ ଛାତ୍ରୀଙ୍କୁ ଗିରଫ କରାଯାଇଛି। ଏହି ଛାତ୍ର ଇସ୍ରାଏଲକୁ ବିରୋଧ କରୁଥିବାବେଳେ ପାଲେଷ୍ଟାଇନକୁ ସମର୍ଥନ କରି ବିରୋଧ କରିଥିବା ଅଭିଯୋଗ ହୋଇଛି।...

ଭାରତ ଉପରେ ରାଗିଗଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରିବା ଅଭିଯୋଗରେ ଆମେରିକା ଦଶହଜାର କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

ଆମେରିକା ବିଶ୍ୱବିଦ୍ୟାଳୟରେ ହିଂସକ ହେଲା ପାଲେଷ୍ଟାଇନ ସମର୍ଥକଙ୍କ ପ୍ରଦର୍ଶନ

ଅଷ୍ଟିନ,୨୬।୪: ଆମେରିକାର ବିଶ୍ୱବିଦ୍ୟାଳୟରେ ଇସ୍ରାଏଲ-ହମାସ ଯୁଦ୍ଧ ବିରୋଧରେ ବିରୋଧ ତୀବ୍ର ହୋଇଛି। ଅନେକ ବିଶ୍ୱବିଦ୍ୟାଳୟରେ ପ୍ରଦର୍ଶନ ଭାଙ୍ଗିବା ପାଇଁ ପୋଲିସ ଡାକିବାକୁ ପଡିଥିଲା। ବିକ୍ଷୋଭକାରୀ ଏବଂ...

ଏହି ଦେଶରେ ସେନା ରଚିଲା ନରସଂହାର, ୨୨୩ ସାଧାରଣ ନାଗରିକଙ୍କୁ କଲା ହତ୍ୟା, ୫୬ ଶିଶୁ ସାମିଲ

ନୂଆଦିଲ୍ଲୀ,୨୬।୪: ପଶ୍ଚିମ ଆଫ୍ରିକୀୟ ଦେଶ ବୁର୍କିନା ଫାସୋରୁ ଏକ ବଡ଼ ହତ୍ୟାକାଣ୍ଡର ଖବର ଆସିଛି। ଏହି ଘଟଣାରେ ଦେଶର ସେନାକୁ ଦାୟୀ କରାଯାଉଛି। ଅଭିଯୋଗ ହୋଇଛି...

ଭାରତୀୟ କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରୁଥିବା ଅଭିଯୋଗରେ ଦଶହଜାର କମ୍ପାନୀ ଉପରେ ଆମେରିକା ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri