ଚତୁର୍ଥ ଲହର ନେଇ ବଢ଼ିଲା ବିପଦ…

ନୂଆଦିଲ୍ଲୀ, ୩୦।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଲୋକମାନେ କରୋନା ଠାରୁ କିଛି ମାତ୍ରାରେ ଆରାମ ଅନୁଭବ କରୁଥିବାବେଳେ ପୁଣି ମହାମାରୀ ସଂକ୍ରମଣ ନେଇ ବିପଦ ସୃଷ୍ଟି ହୋଇଛି। କରୋନା ଧୀରେ ଧୀରେ ପାଦ ବିସ୍ତାର କରିବା ଆରମ୍ଭ କରିଛି । ବହୁ ଦେଶରେ ସଂକ୍ରମଣ ପୁଣି ବଢ଼ିବାରେ ଲାଗିଛି। ଏହାକୁ କରୋନାର ଚତୁର୍ଥ ଲହର କୁହାଯାଉଛି। କରୋନା ର ଓମିକ୍ରନ ଭାରିଆଣ୍ଟର ବିଏ.୨ ସବଭାରିଆଣ୍ଟ ସର୍ବାଧିକ ସଙ୍କଟ ସୃଷ୍ଟି କରିବ ବୋଲି ବିଶେଷଜ୍ଞମାନେ ଚେତାବନୀ ଦେଇଛନ୍ତି।

ଆମେରିକା, ବ୍ରିଟେନ, ଏସିଆ ଏବଂ ୟୁରୋପର ବହୁ ଦେଶରେ ଓମିକ୍ରନ ବିଏ.୨ର ଅଧିକାଂଶ ମାମଲା ବୃଦ୍ଧି ପାଉଛି। ମିଡିଆ ରିପୋର୍ଟ ଅନୁଯାୟୀ, କରୋନା ମାମଲାରେ ଓମିକ୍ରନ ଅଧିକ ବିପଜ୍ଜନକ। ବିଏ.୨ର ଦ୍ରୁତ ଗତିରେ ବ୍ୟାପିବାର ସାମର୍ଥ୍ୟ ଅଛି, କିନ୍ତୁ ବିଶେଷଜ୍ଞଙ୍କ ମତରେ, ଏହାଦ୍ୱାରା ଅଧିକ ଲୋକ ପ୍ରଭାବିତ ହେବେ ନାହିଁ କାରଣ ଅଧିକାଂଶ ଲୋକଙ୍କୁ ଟିକାକରଣ କରାଯାଇଛି। କିନ୍ତୁ ଏହାର ସଂକ୍ରମଣ ତୃତୀୟ ଲହର ତୁଳନାରେ ୮୦ ପ୍ରତିଶତ ବେଗରେ ବଢୁୁଛି।

ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ମହାମାରୀ ବିଶେଷଜ୍ଞ ମାରିଆ ଭାନ କରଖୋଓ୍ବ ବିଏ.୨ କୁ ଏପର୍ଯ୍ୟନ୍ତ କରୋନାର ସବୁଠାରୁ ଅଧିକ ସଂକ୍ରାମକ ଭାରିଆଣ୍ଟ୍‌ ବୋଲି କହିଛନ୍ତି। ଯେଉଁମାନଙ୍କର ଟିକାକରଣ ହୋଇଛି ସେମାନେ ମଧ୍ୟ ଏହା ଦ୍ୱାରା ସଂକ୍ରମିତ ହେଇଥିବା ସେ ସୂଚନା ଦେଇଛନ୍ତି।

ହ୍ବାଇଟ ହାଉସର ମୁଖ୍ୟ ଚିକିତ୍ସା ପରାମର୍ଶଦାତା ଡକ୍ଟର ଆନ୍ଥୋନୀ ଫୌସି କହିଛନ୍ତି ଯେ ଓମିକ୍ରନ ଅପେକ୍ଷାବିଏ.୧ ସବ୍‌ ଭାରିଆଣ୍ଟ୍‌ ପ୍ରାୟ ୫୦ ପ୍ରତିଶତ ରୁ ୬୦ ପ୍ରତିଶତ ଅଧିକ ସଂକ୍ରାମକ। ଟିକାକରଣ କରାଯାଇଥିବା ଲୋକମାନେ ମଧ୍ୟ ଏହା ଦ୍ୱାରା ଆକ୍ରାନ୍ତ ହେଉଛନ୍ତି। ସେହିପରି ସବ୍‌ ଭାରିଆଣ୍ଟ୍‌ ବିଏ.୨ ମଧ୍ୟ ସବୁଠାରୁ ଅଧିକ ସଂକ୍ରାମକ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

ଶୁଭେନ୍ଦୁଙ୍କ ବଡ଼ ଆକ୍ସନ, ମମତାଙ୍କୁ ଲାଗିବ ଶକ୍ତ ଧକ୍କା

କୋଲକାତା,୨୩।୫: କୋଲକାତାର ପ୍ରସିଦ୍ଧ ସଲ୍ଟ ଲେକ ଷ୍ଟାଡିୟମ ବାହାରେ ଅବସ୍ଥିତ ଏକ ବିବାଦୀୟ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦିଆଯାଇଛି। ଏହି ମୂର୍ତ୍ତିରେ ଫୁଟବଲ ଉପରେ ଦୁଇଟି ଅସ୍ଥିର ଗୋଡ଼କୁ…

କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍‌

ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର…

ରାଘବ ଚଢାଙ୍କୁ ରାଜ୍ୟ ସଭାରେ ବଡ଼ ଦାୟିତ୍ୱ, ଭାଜପାର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୩।୫: ଆମ ଆଦମୀ ପାର୍ଟି ଛାଡି ଭାଜପାରେ ଯୋଗଦେବା ପରେ ତୁରନ୍ତ ରାଜ୍ୟ ସଭା ଏମପି ରାଘବ ଚଢାଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଛି। ତାଙ୍କୁ ରାଜ୍ୟ…

ହୋଟେଲରୁ ଧରାପଡ଼ିଲେ ପ୍ରେମୀଯୁଗଳ, ପୋଲିସ ନେଲା ଏମିତି ନିଷ୍ପତ୍ତି, ପ୍ରେମିକ କହିଲେ ମୋ’ ପ୍ରତି…

ପାଟ୍‌ନା,୨୩ା୫: ବିହାରର ରାଜଧାନୀ ପାଟନାର ଜକନପୁର ଥାନା ଅଞ୍ଚଳରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ପୋଲିସ କିଛି ଦିନ ଧରି ଏକ ହୋଟେଲରେ ରହୁଥିବା ପ୍ରେମୀଯୁଗଳଙ୍କୁ…

ମୋଦିଙ୍କୁ ଭେଟିଲେ ଆମେରିକୀୟ ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ, ହ୍ବାଇଟ ହାଉସ ଗସ୍ତ ପାଇଁ କଲେ ନିମନ୍ତ୍ରଣ

ନୂଆଦିଲ୍ଲୀ,୨୩।୫: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାରି ଦିନିଆ ଗସ୍ତ ପାଇଁ ଭାରତ ଆସିଥିବା ଆମେରିକୀୟ ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓଙ୍କ ସହ ସାକ୍ଷାତ କରିଛନ୍ତି। ସାକ୍ଷାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri