କରୋନା ଲକ୍ଷଣ ଲୁଚାଇଲେ ବିପଦ: ଗଞ୍ଜାମ ଜିଲାପାଳ

ଛତ୍ରପୁର, ୬।୭(ଡି.ଏନ୍‌.ଏ.): ସପ୍ତାହକ ମଧ୍ୟରେ କେତେକ କେସ୍‌ ଅନୁଧ୍ୟାନ କରିବା ପରେ ବହୁ ଲୋକ ନିଜର କରୋନା ଲକ୍ଷଣ ଲୁଚାଉଥିବା ଜଣାପଡ଼ିଛି। ଏ ନେଇ ସୋମବାର ଏକ ଭିଡିଓ ବାର୍ତ୍ତାରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସୂଚନା ଦେଇଛନ୍ତି। ଡାକ୍ତରଙ୍କ ବିନା ପରାମର୍ଶରେ ଲୋକେ ପାରାସିଟାମଲ ଓ ଅନ୍ୟ ଔଷଧ ଖାଉଛନ୍ତି। ଏହା ଦ୍ୱାରା କିଛି ସମୟ ପାଇଁ ଲକ୍ଷଣ କମିଯାଇଛି, ପରେ ପୁଣି ଲକ୍ଷଣ ଦେଖାଯାଉଛି। ଏହା ଦ୍ୱାରା ନିଜର ଓ ନିଜ ପରିବାର ସଦସ୍ୟଙ୍କ ପ୍ରତି ବିପଦ ସୃଷ୍ଟ ହେଉଥିବା ଜ଼ିଲାପାଳ କହିଛନ୍ତି। ଶ୍ୱାସ ସମସ୍ୟା, ଜ୍ୱର, କାଶ, ଡାଇରିଆ ଭଳି କରୋନା ଲକ୍ଷଣ ଦେଖାଦେଲେ ତୁରନ୍ତ ଆଶାକର୍ମୀ, ଅଙ୍ଗନଓ୍ବାଡି କର୍ମୀ କିମ୍ବା ଏଏନ୍‌ଏମ୍‌ଙ୍କୁ ଜଣାନ୍ତୁ। ସମ୍ପୃକ୍ତ ବ୍ୟକ୍ତିଙ୍କୁ ଆଇସୋଲଶନକରି ଟେଷ୍ଟିଙ୍ଗ ଓ ଚିକିତ୍ସା କରାଯିବ ବୋଲି ଜ଼ିଲାପାଳ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଖାଇବାକୁ ପାଉନାହାନ୍ତି ସ୍ଥାନାନ୍ତରିତ ବସ୍ତିବାସିନ୍ଦା

ଭୁବନେଶ୍ୱର,୬ା୪(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ବସ୍ତି ଉଚ୍ଛେଦ ଓ ବସ୍ତିବାସିନ୍ଦାଙ୍କଙ୍କୁ ଗୋଟିଏ ଜୋନରୁ ଉଠାଇ ଅନ୍ୟ ଏକ ଜୋନକୁ ସ୍ଥାନାନ୍ତର କରୁଛନ୍ତି। କିନ୍ତୁ ବିଏମ୍‌ସି...

ରାସ୍ତାପାର୍ଶ୍ୱରୁ ଗଛକଟା ନେଇ ଉତ୍ତେଜନା

ହିଞ୍ଜିଳିକାଟୁ,୨୮।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ଘୋଡ଼ାହାଡ଼ ସେତୁ ନିକଟ ୫୯ନଂ. ଜାତୀୟ ରାଜପଥ ପାର୍ଶ୍ୱରୁ ବେନିୟମ ଭାବେ ଗଛ କାଟିବା ନେଇ ରବିବାର ପୂର୍ବାହ୍ନରେ ଉତ୍ତେଜନା...

ରାୟଗଡ଼ା ବନ ବିଭାଗ, ଜିଲା ଆଇନସେବା ପ୍ରାଧିକରଣ ପକ୍ଷରୁ ସ୍ବାଧୀନତା ଦିବସ ଅବସରରେ ଚାରାରୋପଣ

ରାୟଗଡ଼ା ଅଫିସ, ୧୫।୮-ଜିଲା ଆଇନ ସେବା ପ୍ରାଧିକରଣ ଓ ରାୟଗଡ଼ା ବନଖଣ୍ଡର ମିଳିତ ଆନୁକୂଲ୍ୟରେ ସ୍ବାଧୀନତା ଦିବସ ଅବସରରେ ଚାରାରୋପଣ କରାଯାଇଛି। ସ୍ଥାନୀୟ ଅଶୋକ ନଗରଠାରୁ...

ଦେଢ ମାସରେ ବଦଳିଗଲା ନିୟମ : ବିଦ୍ୟାଳୟ ମିଶ୍ରଣକୁ ନେଇ ତେଜୁଛି ଅସନ୍ତୋଷ

ବାଲିକୁଦା,୩ା୮(ସ୍ବ.ପ୍ର.): ଚାପରେ ଶିକ୍ଷା ବିଭାଗ। ମାତ୍ର ଦେଢ ମାସରେ ବଦଳିଗଲା ବିଦ୍ୟାଳୟ ମିଶ୍ରଣ ନିୟମ। ତାହା ପୁଣି ନିର୍ଦ୍ଦିଷ୍ଟ ଏକ ବିଦ୍ୟାଳୟ ପାଇଁ। ସୂଚନା ଅନୁଯାୟୀ,...

ପୂର୍ବତନ ମନ୍ତ୍ରୀଙ୍କ ବିରୋଧରେ ଜମି ହଡ଼ପ ଅଭିଯୋଗ

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ) : ପୂର୍ବତନ ମନ୍ତ୍ରୀ ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀ ୧୦୦ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ମୂଲ୍ୟର ସରକାରୀ ଜମିକୁ ହଡ଼ପ କରିଥିବା ଭାଜପା...

ରଥକୁ ସୁରକ୍ଷା ଦିଅନ୍ତି ପାର୍ଶ୍ୱ ଦେବଦେବୀ

ପୁରୀ ଅଫିସ,୧୯ା୬: ଆସନ୍ତା ଜୁଲାଇ ୪ତାରିଖରେ ଅଖିଳ ବ୍ରହ୍ମାଣ୍ଡନାଥ ଦାରୁବ୍ରହ୍ମ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରସିଦ୍ଧ ରଥଯାତ୍ରା। ଏଥିପାଇଁ ଜୋର୍‌ଦାର ପ୍ରସ୍ତୁତି ଚାଲିଛି। ରଥଖଳାରେ ତିନିରଥ ନନ୍ଦିଘୋଷ,...

ଯବାନଙ୍କ ମଙ୍ଗଳ କାମନା କରି ଏଥର ରାକ୍ଷୀ ସହ ମାସ୍କ ପଠାଇଲେ ଛାତ୍ରୀଛାତ୍ର

ବୁଗୁଡା,୩୧।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ପିପୁଲସ କଲେଜ ଭାରତ ସ୍କାଉଟ ଗାଇଡ ଛାତ୍ରୀଛାତ୍ରଙ୍କ ପକ୍ଷରୁ ଦେଶର ସୁରକ୍ଷା ପାଇଁ ନିଜ ଜୀବନକୁ ବାଜି ଲଗାଇ ଭାରତ...

କଳାହାଣ୍ଡିରେ ମୁଖ୍ୟମନ୍ତ୍ରୀ

ଭବାନୀପାଟଣା,୧୪।୧(ଡି.ଏନ୍‌.ଏ.) : ଦୀର୍ଘ ୯ ମାସ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଳାହାଣ୍ଡି ଗସ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୧.୩୦ରେ ହେଲିପ୍ୟାଡ୍‌ରେ ଓହ୍ଲାଇବା ପରେ...

Play 250+ Trending Games
Archives

Model This Week

Why Dharitri