କରୋନା ଲକ୍ଷଣ ଲୁଚାଇଲେ ବିପଦ: ଗଞ୍ଜାମ ଜିଲାପାଳ

ଛତ୍ରପୁର, ୬।୭(ଡି.ଏନ୍‌.ଏ.): ସପ୍ତାହକ ମଧ୍ୟରେ କେତେକ କେସ୍‌ ଅନୁଧ୍ୟାନ କରିବା ପରେ ବହୁ ଲୋକ ନିଜର କରୋନା ଲକ୍ଷଣ ଲୁଚାଉଥିବା ଜଣାପଡ଼ିଛି। ଏ ନେଇ ସୋମବାର ଏକ ଭିଡିଓ ବାର୍ତ୍ତାରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସୂଚନା ଦେଇଛନ୍ତି। ଡାକ୍ତରଙ୍କ ବିନା ପରାମର୍ଶରେ ଲୋକେ ପାରାସିଟାମଲ ଓ ଅନ୍ୟ ଔଷଧ ଖାଉଛନ୍ତି। ଏହା ଦ୍ୱାରା କିଛି ସମୟ ପାଇଁ ଲକ୍ଷଣ କମିଯାଇଛି, ପରେ ପୁଣି ଲକ୍ଷଣ ଦେଖାଯାଉଛି। ଏହା ଦ୍ୱାରା ନିଜର ଓ ନିଜ ପରିବାର ସଦସ୍ୟଙ୍କ ପ୍ରତି ବିପଦ ସୃଷ୍ଟ ହେଉଥିବା ଜ଼ିଲାପାଳ କହିଛନ୍ତି। ଶ୍ୱାସ ସମସ୍ୟା, ଜ୍ୱର, କାଶ, ଡାଇରିଆ ଭଳି କରୋନା ଲକ୍ଷଣ ଦେଖାଦେଲେ ତୁରନ୍ତ ଆଶାକର୍ମୀ, ଅଙ୍ଗନଓ୍ବାଡି କର୍ମୀ କିମ୍ବା ଏଏନ୍‌ଏମ୍‌ଙ୍କୁ ଜଣାନ୍ତୁ। ସମ୍ପୃକ୍ତ ବ୍ୟକ୍ତିଙ୍କୁ ଆଇସୋଲଶନକରି ଟେଷ୍ଟିଙ୍ଗ ଓ ଚିକିତ୍ସା କରାଯିବ ବୋଲି ଜ଼ିଲାପାଳ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଟିକା ନେଇ ମାସକର ଶିଶୁ ମୃତ

ଚନ୍ଦାହାଣ୍ଡି, ୨୨।୭(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ପଟଖଲିଆ ପଞ୍ଚାୟତ ଚିଲିଗାଁ ଗ୍ରାମର ଗୁଣଧର କନିଅରଙ୍କ ୧ ମାସ ୧୩ ଦିନର ଶିଶୁପୁତ୍ରଙ୍କ ଟିକା ନେବା...

ଚାଇନା ସେନା ସହ ଲଢ଼ି ଶହୀଦ ହୋଇଥିବା ନନ୍ଦୁରାମଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କା ସହାୟତା

ରାଇରଙ୍ଗପୁର,୨୦।୬(ଡି.ଏନ୍‌.ଏ.): ପୂର୍ବ ଲଦାଖ ସୀମା ଗଲଓ୍ବାନ୍‌ ଉପତ୍ୟକାରେ ଚାଇନା ସେନା ସଂଘର୍ଷରେ ଦେଶ ପାଇଁ ଶହୀଦ ଓଡ଼ିଆ ଯବାନ ରାଇରଙ୍ଗପୁର ବିଜାତଳା ବ୍ଲକ ବଡ଼ ଚମ୍ପାଉଦା...

ଟ୍ରକ୍‌କୁ ପିଟିଲା ତୀର୍ଥଯାତ୍ରୀ ବସ୍‌: ୨ ମୃତ, ୧୫ ଗୁରୁତର

ଭଦ୍ରକ ଅଫିସ, ୧୨।୨: ଜାତୀୟ ରାଜପଥ କଡରେ ଛିଡା ହୋଇଥିବା ଧାନ ବୋଝେଇ ଟ୍ରକକୁ ସାମ୍ନା ପଟୁ ପିଟଛି ଏକ ତୀର୍ଥଯାତ୍ରୀ ବସ୍‌। ଫଳରେ ୨...

ଜିଲା ଯୁବ ଉତ୍ସବ ଉଦ୍‌ଯାପିତ: ଗଞ୍ଜାମକୁ ଭାରତର ଶ୍ରେଷ୍ଠ ଜିଲା କରିବାକୁ ଆହ୍ବାନ

ବ୍ରହ୍ମପୁର ଅଫିସ,୨୫ା୧୧-ରାଜ୍ୟ କ୍ରୀଡା ଓ ଯୁବସେବା ବିଭାଗ ଏବଂ ଜିଲା ପ୍ରଶାସନ କ୍ରୀଡା ବିଭାଗ ଅନୁକୂଲ୍ୟରେ ବ୍ରହ୍ମପୁର ଷ୍ଟାଡିୟମରେ ଚାଲିଥିବା ୨୫ତମ ଜିଲା ଯୁବ ଉତ୍ସବ...

ଜଣାପଡ଼ିଲା ସତକଥା: ୪ ବର୍ଷ ତଳେ ଚାଇନାରେ ହୋଇଥିଲା କରୋନା ସଂକ୍ରମଣ…

ବେଜିଂ,୧୫।୪: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ୨୦୧୯ରେ ଚାଇନାର ଉହାନ ସହରରୁ କରୋନା ସଂକ୍ରମଣ ଆରମ୍ଭ ହୋଇଥିବା କୁହାଯାଉଥିଲେ ମଧ୍ୟ ଏବେ...

ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ସମ୍ବଲପୁର,୩ା୩(ବ୍ୟୁରୋ): ସମ୍ବଲପୁର ଜିଲା ଫ୍ୟାମିଲି କୋର୍ଟରେ ଦୁଇବର୍ଷ ପୂର୍ବରୁ ଘଟିଥିବା ବହୁଚର୍ଚ୍ଚିତ ସଙ୍ଗୀତା ଚୌଧୁରୀ ହତ୍ୟାକାଣ୍ଡର ମଙ୍ଗଳବାର ରାୟ ପ୍ରକାଶ ପାଇଛି। ଜିଲା ଦୌରାଜଜ୍‌ ବିଭୂତି ନାରାୟଣ...

ମାଛ ଧରିବା ବେଳେ ମିଳିଲା ନରକଙ୍କାଳ

ସୋହେଲା,୨୪।୫ (ଡି.ଏନ୍‌.ଏ.): ବରଗଡ଼ ଜିଲା ସୋହେଲା ଥାନା ଅଧୀନ ଗର୍ଭଣା ଗ୍ରାମର ଭଙ୍ଗାକଟା(ପୋଖରୀ)ରେ ମଙ୍ଗଳବାର ମତ୍ସଜୀବୀମାନେ ମାଛ ଧରୁଥିବା ବେଳେ ଏକ ବୁଦା ମୂଳରେ ନରକଙ୍କାଳ...

ବାଲି ଚୋରିକୁ ଜଗିବ ସିସିଟିଭି

ଯାଜପୁର ଅଫିସ,୨୭ା୮: ବାଲି ଚୋରିକୁ ଜଗିବା ପାଇଁ ବାଲିଘାଟଗୁଡ଼ିକରେ ଲାଗିବ ସିସିଟିଭି କ୍ୟାମେରା। ଏହାସହ ବାଲି ପରିବହନ ହେଉଥିବା ଗାଡ଼ିରେ ଗ୍ଲୋବାଲ ପୋଜିସନିଂ ସିଷ୍ଟମ (ଜିପିଏସ୍‌)...

Advertisement
Archives

Model This Week