Posted inଜାତୀୟ

ବିପଦ ଉପରେ ବିପଦ: ୧୫ ରାଜ୍ୟରେ ୯,୩୨୦ ବ୍ଲାକ୍‌ ଫଙ୍ଗସ୍‌ ଆକ୍ରାନ୍ତ, ସର୍ବାଧିକ ଗୁଜରାଟରେ…

ନୂଆଦିଲ୍ଲୀ,୨୨।୫: ଭାରତ ଉପରେ ଗୋଟିଏ ପରେ ଗୋଟିଏ ବିପଦ ମାଡ଼ି ଆସୁଛି। ଦେଶରେ କରୋନା ମହାମାରୀ ଅଣାୟତ୍ତ ସ୍ଥିତିରେ ରହିଥିବାବେଳେ ବ୍ଲାକ୍‌ ଫଙ୍ଗସ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଜୀବନ ବଞ୍ଚାଇବା ପାଇଁ କେତେକ କ୍ଷେତ୍ରରେ ଅପରେଶନ୍‌ କରି ଆକ୍ରାନ୍ତଙ୍କ ଆଖି ବାହାର କରିବାକୁୁ ପଡୁଛି। ଦେଶର ୧୫ ରାଜ୍ୟରେ ୯,୩୨୦ ଜଣ ବ୍ଲାକ୍‌ ଫଙ୍ଗସ୍‌ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେଥିମଧ୍ୟରୁ ଗୁଜରାଟରେ ସର୍ବାଧିକ ୫,୦୦୦ ଚିହ୍ନଟ ହୋଇଛନ୍ତି। ସେହିପରି ମହାରାଷ୍ଟ୍ରରେ ୧୫,୦୦, ରାଜସ୍ଥାନରେ ୭୦୦, ମଧ୍ୟପ୍ରଦେଶରେ ୭୦୦ ବ୍ଲାକ୍‌ ଫଙ୍ଗସ୍‌ ଆକ୍ରାନ୍ତ ରହିଛନ୍ତି। ଇତିମଧ୍ୟରେ ଏହାଯୋଗୁ ୨୩୫ ଜଣଙ୍କ ମୃତ୍ୟୁ ଘଟିଛି। ସୁରକ୍ଷା ଦୃଷ୍ଟିରୁ ୧୧ ରାଜ୍ୟରେ ବ୍ଲାକ୍‌ ଫଙ୍ଗସ୍‌କୁ ମହାମାରୀ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯଶସ୍ବୀ ଜୟସ୍ବାଲଙ୍କୁ ବଡ଼ ଝଟ୍‌କା: ICC ଦେଲା ଏମିତି ଦଣ୍ଡ

ନୂଆଦିଲ୍ଲୀ,୨୪।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଭାରତୀୟ କ୍ରିକେଟ ଦଳର ଷ୍ଟାର ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ ଜୟସ୍ବାଲଙ୍କୁ ଏକ ଝଗଡ଼ା ପାଇଁ ଦଣ୍ଡିତ କରିଛି। ଶ୍ରୀଲଙ୍କା ବୋଲର…

IVF ମାଧ୍ୟମରେ ଏହି ରାଜ୍ୟରେ ଜନ୍ମ ନେଲା ବାଛୁରୀ: ବିଶ୍ୱରେ ପ୍ରଥମ

ଗୌହାଟି,୨୪।୮: ଆସାମ ପଶୁପାଳନ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ଏକ ପ୍ରମୁଖ ସଫଳତା ହାସଲ କରିଛି। IVF (ଇନ-ଭିଟ୍ରୋ ଫର୍ଟିଲାଇଜେସନ) ପ୍ରଯୁକ୍ତିବିଦ୍ୟା ବ୍ୟବହାର କରି ରାଜ୍ୟରେ ସ୍ବଦେଶୀ ‘ଲଖିମୀ’ ପ୍ରଜାତିର…

ଶିକ୍ଷକ ଅଭାବରୁ ତାତିଲେ ଲୋକେ, ସ୍କୁଲରେ ADEO-BEOଙ୍କୁ ପକାଇଲେ ତାଲା

ଭଦ୍ରକ,୨୪ା୮(ସନାତନ ରାଉତ): ଶିକ୍ଷକ ଅଭାବକୁ ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଛାତ୍ରୀଛତ୍ର । ଅତିରିକ୍ତ ଜିଲା ଶିକ୍ଷାଧିକାରୀ ଏବଂ ବ୍ଲକ ଶିକ୍ଷାଧିକାରୀଙ୍କୁ ସ୍କୁଲ ଭିତରେ ତାଲା ପକାଇଦେଇଛନ୍ତି ।…

ଚିନି ଦରରେ ନିଆଁ: କେନ୍ଦ୍ର ସରକାର ସ୍ପଷ୍ଟ କଲେ ଦରବୃଦ୍ଧିର କାରଣ, କମିଯିବ କି….

ନୂଆଦିଲ୍ଲୀ,୨୪ା୮: ଦେଶରେ ପର୍ବପର୍ବାଣୀ ଋତୁ ଆରମ୍ଭ ହୋଇଥିବା ବେଳେ ଦୈନନ୍ଦିନ ଆବଶ୍ୟକ ସାମଗ୍ରୀ ଚିନିର ଦର ବଢ଼ିବା ନେଇ ଚିନ୍ତା ବଢ଼ିଛି । ଚିନି ମହଙ୍ଗା ହେବା…

ଦିଲ୍ଲୀ ଏନ୍‌ସିଆରରେ ପ୍ରବଳ ବର୍ଷା: ବଦଳିଲା ୧୫ ବିମାନର ରୁଟ୍‌

ନୂଆଦିଲ୍ଲୀ,୨୪।୮: ଦିଲ୍ଲୀ ଏନ୍‌ସିଆରରେ ପ୍ରବଳ ବର୍ଷା ହୋଇଛି। ପ୍ରବଳ ବର୍ଷା ଯୋଗୁ ବିମାନ ସେବା ପ୍ରଭାବିତ ହୋଇଛି। ବର୍ଷାକୁ ଦୃଷ୍ଟିରେ ରଖି ଦିଲ୍ଲୀ ବିମାନବନ୍ଦରରେ ୧୫ଟି ବିମାନର…

‘ରସୁଣ-ପିଆଜ ନପଡ଼ିଲେ ମାଛ ଆମିଷ ନୁହେଁ’, ମନ୍ତ୍ରୀଙ୍କ ଦାବିକୁ ନେଇ ତେଜିଲା ଚର୍ଚ୍ଚା

ଲକ୍ଷ୍ନୌ,୨୪ା୮: ମାଛ ଆମିଷ ନା ନିରାମିଷ? ଏହି ପ୍ରଶ୍ନକୁ ନେଇ ଉତ୍ତରପ୍ରଦେଶରେ ଏବେ ରାଜନୈତିକ ବିବାଦ ଦେଖାଦେଇଛି । ମାଛକୁ ନିରାମିଷ ବୋଲି ମନ୍ତ୍ରୀ ସଞ୍ଜୟ ନିଷାଦଙ୍କ…

‘ପ୍ରଧାନମନ୍ତ୍ରୀ ହେବେ ଥଲାପତି ବିଜୟ’, TVKର ଦାବିରେ କଂଗ୍ରେସର କଟାକ୍ଷ- ‘୨୭୨ ସାଂସଦ…’

ଚେନ୍ନାଇ, ୨୪।୮: ତାମିଲନାଡୁର ରାଜନୀତିରେ ଅଭିନେତାରୁ ନେତା ପାଲଟିଥିବା ସି. ଜୋସେଫ ବିଜୟ ଅର୍ଥାତ୍‌ ଥଲାପତି ବିଜୟଙ୍କୁ ନେଇ ରାଜନୈତିକ ବୟାନବାଜି ତୀବ୍ର ହୋଇଛି। ବିଜୟଙ୍କ ଦଳ…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri