ରାଜ୍ୟର ୪ ବନ୍ଦର ପାଇଁ ୧ ନଂ ବିପଦ ସଙ୍କେତ

ଭୁବନେଶ୍ୱର,୮।୫(ବ୍ୟୁରୋ): ଦକ୍ଷିଣପୂର୍ବ ବଙ୍ଗୋପସାଗରେ ସୃଷ୍ଟ ଅବପାତ ବାତ୍ୟା ‘ଅସାନି’ରେ ପରିଣତ ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ୧୦ ତାରିଖ ସନ୍ଧ୍ୟାରୁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ବାତ୍ୟା ପ୍ରଭାବରେ ୧୦ରୁ ୧୨ ତାରିଖ ସକାଳ ଯାଏ ଗଜପତି, ଗଞ୍ଜାମ ଓ ପୁରୀ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ରାଜ୍ୟର ଉପକୂଳ ଅଞ୍ଚଳରେ ୪୦ରୁ ୫୦ କିମି ବେଗରେ ପବନ ବହିବ । ସୋମବାରଠାରୁ ୧୧ ତାରିଖ ଯାଏ ସମୁଦ୍ର ଅଶାନ୍ତ ରହିବ । ଏନେଇ ରାଜ୍ୟର ୪ ବନ୍ଦର ପାଇଁ ୧ ନଂ ବିପଦ ସଙ୍କେତ ଜାରି କରାଯାଇଥିବା ନେଇ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୁକ୍ର-ମଙ୍ଗଳଙ୍କ ଯୋଗରେ ବଡ଼ ପରିବର୍ତ୍ତନ! ମେଷ, ମକର ସମେତ ୪ ରାଶିଙ୍କର ହେବ ଧନହାନି, ପାଖରୁ ପଳାଇବ ଟଙ୍କା!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶୁକ୍ର ଗ୍ରହ ତୁଳା ରାଶିରେ ଏବଂ ମଙ୍ଗଳ ଗ୍ରହ କର୍କଟ ରାଶିରେ ଅବସ୍ଥାନ କରୁଛନ୍ତି। ଶୁକ୍ରଙ୍କୁ ଧନ, ସୁଖ-ସୁବିଧା ଓ ସମ୍ପର୍କର…

ସ୍କୁଟି ଧକ୍କାରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

ବଲାଙ୍ଗୀର, ୧୧।୧୦ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସଇଁତଳା ୨୬ ନମ୍ବର ଜାତୀୟ ରାଜପଥର ବିଜାଖମନ ନର୍ସରୀ ନିକଟରେ ରବିବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ କୁଶପୁତ୍ତଳିକା ଦାହ କଲେ ବାମପନ୍ଥୀ

ବିଦ୍ୟାଧର ସାହୁ, ୧୧।୧୦: ଗଞ୍ଜାମ, ୧୦/୧୦: କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ, ଓଡ଼ିଶା କୃଷକ ସଭା ଓ କ୍ଷେତ ମଜଦୁର ୟୁନିୟନ ପକ୍ଷରୁ ଗଞ୍ଜାମ ତହସିଲ ଅନ୍ତର୍ଗତ ରାମଗଡ଼…

ସମଲେଶ୍ବରୀଙ୍କ ଶୈଳପୁତ୍ରୀ ବେଶ

ବରଗଡ଼,୧୧।୧୦(ପ୍ରେମାନନ୍ଦ ଖମାରୀ): ଆଜିଠାରୁ ଆରମ୍ଭ ହୋଇଛି ଶାରଦୀୟ ନବରାତ୍ର ପୂଜା। ଏହି ଅବସରରେ ନବରାତ୍ର ପୂଜାର ପ୍ରଥମ ଦିବସରେ ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା ସମଲେଶ୍ବରୀ ଶୈଳପୁତ୍ରୀ…

ସରକାରଙ୍କ ବଡ଼ ଘୋଷଣା: ବଢିବ ମାସିକ ପେନସନ! ଜାଣନ୍ତୁ କେତେ …

ଲକ୍ଷ୍ନୌ,୧୧।୧୦: ଉତ୍ତରପ୍ରଦେଶର ବୟସ୍କ ନାଗରିକ, ନିରାଶ୍ରିତ ମହିଳା ଓ ଦିବ୍ୟାଙ୍ଗଜନଙ୍କ ପାଇଁ ବଡ଼ ଖବର। ଯୋଗୀ ଆଦିତ୍ୟନାଥ ସରକାର ଏହି ବର୍ଗର ହିତାଧିକାରୀଙ୍କୁ ମିଳୁଥିବା ପେନସନ ରାଶି…

ମଦନପୁର କଲେଜ ଛାତ୍ର ସଂସଦ ନିର୍ବାଚନ ବାତିଲ

ରାଜନଗର, ୧୧।୧୦ (ଭାସ୍କର ରାଉତରାୟ): ସ୍ଥାନୀୟ ୟୁ. କେ. ମହାବୀର ମହାବିଦ୍ୟାଳୟରେ ଶନିବାର ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଗଣ୍ଡଗୋଳ ଓ ମାରପିଟ ଘଟିଥିବା ଅଭିଯୋଗ…

ଏଇ ଭାରତରେ

ନିଶା ବିନାଶର କାରଣ- ଏହିି କଥାକୁ ଭଲ ଭାବେ ହୃଦୟଙ୍ଗମ କରିଛନ୍ତି ହିମାଚଳପ୍ରଦେଶର ଲତା ଦେବୀ। ସେ ବାମସନ୍‌ ବ୍ଲକ ବାହ୍ଲୋ ପଞ୍ଚାୟତର ସରପଞ୍ଚ ଭାବେ ୫ଟି…

ନ୍ୟୁଜିଲାଣ୍ଡ ସିରିଜ ପୂର୍ବରୁ ବଡ଼ ହଲଚଲ: ବାଦ୍‌ ପଡ଼ିଲେ ଭାରତୀୟ ଅଧିନାୟକ ଶୁଭମନ ଗିଲ!

ନୂଆଦିଲ୍ଲୀ,୧୧।୧୦: ନ୍ୟୁଜିଲାଣ୍ଡ ଗସ୍ତ ପୂର୍ବରୁ ନିଜ ବ୍ୟାଟିଂ ଫର୍ମ ପରଖିବା ସହ ମ୍ୟାଚ ଅଭ୍ୟାସ ହାସଲ କରିବା ପାଇଁ ଭାରତୀୟ ଟେଷ୍ଟ ଓ ଦିନିକିଆ ଦଳର ଅଧିନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?