ବିପଦ ଟଳିବ, ପୃଥିବୀ ହେବନି ଧ୍ୱଂସ: ଗ୍ରହାଣୁ ପିଣ୍ଡ ଉପରେ କରାଯିବ ବୋମା ମାଡ଼…

ଓ୍ବାଶିଂଟନ,୧୩।୪: କେତେକ ସମୟରେ ବଡ଼ ବଡ଼ ଗ୍ରହାଣୁ ପିଣ୍ଡ ପୃଥିବୀ ଆଡ଼କୁ ତୀବ୍ର ବେଗରେ ମାଡ଼ି ଆସିଥାନ୍ତି। ଏଭଳି ଗ୍ରହାଣୁ ପିଣ୍ଡ ଯୋଗୁ ଅତୀତରେ ଡାଇନୋସୋରସ୍‌ ଭଳି ବୃହଦାକାୟ ପ୍ରାଣୀ ପୃଥିବୀ ପୃଷ୍ଠରୁ ଲୋପ ପାଇଯାଇଥିଲେ। ପରବର୍ତ୍ତୀ ସମୟରେ ପୁଣି ପୃଥିବୀରେ ସୃଜନ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ତେବେ ଏବେ ଏଭଳି ପ୍ରାକୃତିକ ବିପଦଠାରୁ ପୃଥିବୀକୁ ସୁରକ୍ଷିତ ରଖିବା ପାଇଁ ଆମେରିକାର ମହାକାଶ ବିଜ୍ଞାନୀମାନେ ଉଦ୍ୟମ ଆରମ୍ଭ କରିଛନ୍ତି। ପୃଥିବୀ ଆଡ଼କୁ ମାଡ଼ି ଆସୁଥିବା ଗ୍ରହାଣୁ ପିଣ୍ଡ ଉପରେ ଆଣବିକ ବୋମା ମାଡ଼ କରିବାକୁ ମହାକାଶ ବିଜ୍ଞାନୀ ଚିନ୍ତା କରୁଛନ୍ତି। ଫଳରେ ପ୍ରଚଣ୍ଡ ଧକ୍କାରୁ ପୃଥିବୀକୁ ସୁରକ୍ଷିତ ରଖାଯାଇ ପାରିବ। ନାସା ଅନୁସାରେ ଆସନ୍ତା ୧୦୦ ବର୍ଷ ମଧ୍ୟରେ ୨୨ଟତ ବୃହତ୍‌ ଗ୍ରହଣୁପିଣ୍ଡ ପୃଥିବୀ ସହିତ ଧକ୍କା ହେବାର ଆଶଙ୍କା ରହିଛି। ଏଭଳି ସ୍ଥିତିରେ ପୃଥିବୀ ଆଡ଼କୁ ମାଡ଼ି ଆସୁଥିବା ଗ୍ରହଣୁପିଣ୍ଡ ଉପରେ ଆଣବିକ ବୋମା ମାଡ଼ କରି ଏହାକୁ ଧ୍ୱସଂ କରାଯିବ ଅବା ଏହାକୁ ଗତି ପକ୍ଷରୁ ବିଚ୍ୟୁତ କରାଯାଇ ପାରିବ। ଏହାଦ୍ୱାରା ପୃଥିବୀ ଆଉ ଧ୍ୱଂସ ହେବାର ଆଶଙ୍କା ରହିବ ନାହିଁ ବୋଲି ମହାକାଶ ବିଜ୍ଞାନୀମାନେ ମତ ପୋଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଝି ଆକାଶରେ ଝଗଡ଼ା ଲାଗିଲେ ୨ ପାଇଲଟ୍‌, ବିମାନ ଜରୁରୀ ଅବତରଣ କରିବା ପରେ…

ଦୁବାଇ,୩୦ା୯: ବୁଧବାର ଦୁବାଇରୁ ତେଲ ଅଭିଭ୍‌ ଯାଉଥିବା ଫ୍ଲାଇଦୁବାଇ ବିମାନ ଏଫ୍‌ ଜେଡ୍‌ ୧୦୭୩କୁ ସାଉଦି ଆରବର ତାବୁକ ବିମାନବନ୍ଦରରେ ଜରୁରୀ ଅବତରଣ କରାଯାଇଛି। ବିମାନଟି ଜରୁରୀକାଳିନ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…

ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍‌ଡିଜେଏମ୍‌ ପାରଳାଖେମୁଣ୍ଡିଙ୍କ ଅଦାଲତରୁ…

ପଛରେ ପଡ଼ିଗଲେ କୋହଲି: ଗିଲ୍‌ ଦେଉଛନ୍ତି ଜୋରଦାର ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୩୦।୯: ଆଇସିସିର ସଦ୍ୟତମ ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗରେ ଭାରତୀୟ ଦଳର ଦୁଇ ଷ୍ଟାର୍‌ ବ୍ୟାଟରଙ୍କ ମଧ୍ୟରେ ଜୋରଦାର ଲଢ଼େଇ ଦେଖିବାକୁ ମିଳିଛି। ଶୁବମନ ଗିଲ ନମ୍ବର-୧ ସ୍ଥାନ…

ଦିନେ କରୁଥିଲେ ନକଲ, ଏବେ ଟିମ୍‌ ଇଣ୍ଡିଆ ପାଇଁ ଡେବ୍ୟୁ କରିବେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୩୦।୯: କୁହାଯାଏ, ନକଲ ପାଇଁ ମଧ୍ୟ ଅକଲ ଦରକାର। ଦକ୍ଷିଣ ଆଫ୍ରିକାର ପୂର୍ବତନ ଦ୍ରୁତ ବୋଲର ଡେଲ ଷ୍ଟେନଙ୍କ ଆଦର୍ଶ ମାନି ତାଙ୍କ ବୋଲିଂ ଆକ୍ସନ ଓ…

ଟିମ ମାହୋଲରେ ଖୁସିନାହାନ୍ତି ବିରାଟ କୋହଲି: ଚାଞ୍ଚଲ୍ୟକର ବୟାନ ଦେଲେ କ୍ରିକେଟ୍‌ କିମ୍ବଦନ୍ତୀ

ନୂଆଦିଲ୍ଲୀ,୩୦।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ରେ ବ୍ୟସ୍ତ ଅଛନ୍ତି ବିରାଟ କୋହଲି। ଏହି ସମୟରେ ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବିରାଟଙ୍କ ଟେଷ୍ଟ କ୍ରିକେଟରୁ ଅବସରକୁ…

ମହାନଦୀର ପଛୁଆ ପାଣିରେ ବୁଡ଼ିଲା ରାସ୍ତାଘାଟ, ଡଙ୍ଗା ପାଲଟିଛି ସାହାରା

ଖୋର୍ଦ୍ଧା,୩୦ା୯(ପ୍ରଭାତ ପାଣିଗ୍ରାହୀ): ମହାନଦୀର ପଛୁଆ ପାଣି ପ୍ରବେଶ ଯୋଗୁ ଖୋର୍ଦ୍ଧା ବ୍ଲକରେ ବନ୍ୟାଜଳ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ବ୍ଲକ ଓରବରସିଂହ ପଞ୍ଚାୟତର ହିରୁମୂଳକୁ ସଂଯୋଗ କରୁଥିବା…

ଲଭ-ସେକ୍ସ-ଧୋକା: ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗ: ଅଭିଯୁକ୍ତ ଫେରାର

ଦିଗପହଣ୍ଡି, ୩୦।୯ (ଅଶେଷ ନାଥ ମିଶ୍ର): ଭଲ ପାଇବା, ବିବାହର ପ୍ରତିଶ୍ରୁତି ଏବଂ ପରେ ପ୍ରତାରଣା ଅଭିଯୋଗକୁ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଏକ ମାମଲା…

ପାଣି ପାଇଁ ତାତିଲେ ମହିଳା, ହାଣ୍ଡି-ମାଠିଆ ଧରି ରାସ୍ତାରେ ବସିଲେ

ପୁରୁଷୋତ୍ତମପୁର,୩୦ା୯(ସବିତା ମିଶ୍ର): ପାଣି ପାଇଁ ଫୁଟିଲା ଅସନ୍ତୋଷ। ହାଣ୍ଡି-ମାଠିଆ ଧରି ରାଜରାସ୍ତାକୁ ଓହ୍ଲାଇଲେ ମହିଳା। ଦୁଇ ମାସ ଧରି ପାନୀୟଜଳ ମିଳୁ ନ ଥିବା ଅଭିଯୋଗରେ ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?