ବିପଦ ଆଣିଲା ନୂଆ ଭାରିଆଣ୍ଟ୍‌, ପୁଣି ଦିଆଯିବ ଭାକ୍ସିନ୍‌ ଡୋଜ୍‌…

ମସ୍କୋ,୨୨।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। କରୋନା ଭୂତାଣୁର ମ୍ୟୁଟେଶନ ଯୋଗୁ ନୂଆନୂଆ ଭାରିଆଣ୍ଟ୍‌ ସୃଷ୍ଟି ହେଉଛି। ନୂଆ ଭାରିଆଣ୍ଟ୍‌ ଯୋଗୁ ବିପଦ ବଢ଼ିବାରେ ଲାଗିଛି। ରୁଷିଆରେ ଦେଖାଦେଇଥିବା ନୂଆ ଭାରିଆଣ୍ଟ୍‌ରୁ ଦୂରେଇ ରହିବା ପାଇଁ ପୁଣି ଥରେ ଦେଶରେ ଭାକ୍ସିନ୍‌ ଦିଆଯିବ। ଏନେଇ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଦେଶରେ କେତେକ ଅଞ୍ଚଳରେ ସଂକ୍ରମଣ ସ୍ଥିତି ସଙ୍କଟ ଜନକ ଥିବାରୁ ରାଷ୍ଟ୍ରପତି ବ୍ଲାଡିମୀର୍‌ ପୁଟିନ୍‌ଙ୍କ ସରକାର ଏଭଳି ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏନେଇ ପୁଟିନ୍‌ ସଂସଦର ନିମ୍ନ ସଦନରେ ସୂଚନା ଦେଇଛନ୍ତି। ଦେଶରେ କରୋନା ମହାମାରୀର ତୃତୀୟ ଲହର ଆଶଙ୍କା ଧୀରେଧୀରେ ଘନିଭୁତ ହେବାରେ ଲାଗିଥିବାରୁ ୬ ମାସ ତଳେ ଯେଉଁମାନେ ଭାକ୍ସିନ୍‌ ନେଇଥିଲେ ସେମାନଙ୍କୁ ପୁଣି ଡୋଜ୍‌ ପ୍ରଦାନ କରାଯିବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ମିଖାଇଲ୍‌ ମୁରାଶାକୋ ପ୍ରକାଶ କରିଛନ୍ତି। ରାଜଧାନୀ ମସ୍କୋ ଡେଲ୍ଟା ଭାରିଆଣ୍ଟ୍‌ର ମୁଖ୍ୟ କେନ୍ଦ୍ର ପାଲଟିଛି। ଏଠାରେ ୯୦ ପ୍ରତିଶତ ଲୋକ ଆକ୍ରାନ୍ତ ହୋଇଛନ୍ତି। ଏହି ପୁନଃଟିକାକରଣ କାର୍ଯ୍ୟକ୍ରମ ଜୁନ୍‌ ୨୫ରୁ ଆରମ୍ଭ ହେବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

ରାଷ୍ଟ୍ରପତିଙ୍କୁ ଭେଟିଲେ ବିରୋଧୀ MPଙ୍କ ପ୍ରତିନିଧିମଣ୍ଡଳୀ, ରାହୁଲ କହିଲେ- ଆମ କଥା ଶୁଣାଗଲା, ହୃଦୟରୁ ଧନ୍ୟବାଦ

ନୂଆଦିଲ୍ଲୀ,୯।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବିରୋଧୀ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି। ଏହି କ୍ରମରେ ‘ଇଣ୍ଡିଆ’ (INDIA)…

ସ୍ନାତକ ମହାବିଦ୍ୟାଳୟରେ ଇଲେକ୍ସନ ବଦଳରେ ସିଲେକ୍ସନ

ଗୁଡ଼ାରି, ୯।୧୦ (ପ୍ରମୋଦ କୁମାର ପତି): ଗୁଡ଼ାରି ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ଛାତ୍ର ସଂସଦର ବିଭିନ୍ନ ପଦବୀ ପାଇଁ ଶୁକ୍ରବାର…

ସୁପରଷ୍ଟାର ସଲମାନଙ୍କ ନୂଆ ଇନିଂସ, କିଛି ଏଭଳି ଘୋଷଣା କରି ଚମକାଇଲେ

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନଙ୍କ ନୂଆ ଇନିଂସ। ଆପଣ ଯଦି ଭାବୁଛନ୍ତି ସେ ବୋଧହୁଏ ବିବାହ କରିବାକୁ ଯାଉଛନ୍ତି, ତେବେ ନା। କେତେବେଳେ ସିନେମା ତ…

ପ୍ରଥମେ ସୋସିଆଲ ମିଡିଆରେ ପୋଷ୍ଟ, ଏବେ ଭାଜପାରୁ ଇସ୍ତଫା ଦେଇ ଚମକାଇଲେ ଧର୍ମେନ୍ଦ୍ର

ଲକ୍ଷ୍ନୌ, ୯।୧୦: ଉତ୍ତର ପ୍ରଦେଶରେ ରାଜ୍ୟ ସଭା ନିର୍ବାଚନ ପାଇଁ ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ଭାରତୀୟ ଜନତା ପାର୍ଟିର ପୂର୍ବତନ MP ଧର୍ମେନ୍ଦ୍ର କଶ୍ୟପ…

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

ବିଭିନ୍ନ ଦାବିରେ ଭଦ୍ରକ-ଧାମରା ରେଳପଥ ଅବରୋଧ, ବେକାର ଯୁବକମାନଙ୍କୁ ନିଯୁକ୍ତି ପ୍ରଦାନ ସହ…

ତିହିଡ଼ି,୯ା୧୦(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥର ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ସାହାପୁର ଲେଭଲକ୍ରସିଂଠାରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?