ନିୟମଗିରିରେ ଡଙ୍ଗରିଆଙ୍କ ମେଳି,ଦାବି ପୂରଣ ନ ହେଲେ ଭୋଟ ବର୍ଜନ

ରାୟଗଡ଼ା,୨୧।୩(ଆଶିଷ ରଞ୍ଜନ ପଣ୍ଡା): ନିୟମଗିରି ଅଞ୍ଚଳର ପ୍ରାୟ ୩୮ଖଣ୍ଡ ଗାଁର ଶତାଧିକ ଡଙ୍ଗରିଆ ମହିଳାପୁରୁଷ ନିୟମଗିରି ଅଞ୍ଚଳର ପାରସାଲି ପଞ୍ଚାୟତ ନିକଟରେ ଏକତ୍ରିତ ହୋଇଥିଲେ। ଉକ୍ତ ସଭାସ୍ଥଳରେ ଜଳ ଜଙ୍ଗଲ ଜମି ପାଇଁ ଲଢେଇ କରିଆସୁଥିବା ନିୟମଗିରି ଅଧିବାସୀଙ୍କୁ ମାଓବାଦୀ ସମର୍ଥକ କହି ଅନେକ ମାମଲା ରୁଜୁ କରି ବିଭିନ୍ନ ସମୟରେ ଉଠାଇ ନେଉଥିବା ଅଭିଯୋଗ ମୁଖ୍ୟ ପ୍ରସଙ୍ଗ ରହିଥିଲା। ଏହି ମିଥ୍ୟା ମାମଲା ଗୁଡ଼ିକ ପ୍ରତ୍ୟାହାର ଦାବି କରିଛନ୍ତି ନିୟମଗିରି ଡଙ୍ଗରିଆ। ସବାଧୀନତାର ୭୫ ବର୍ଷ ପରେ ମଧ୍ୟ ଅଞ୍ଚଳରେ ବିଦ୍ୟୁତ, ପାଣି, ରାସ୍ତା ଭଳି ମୌଳିକ ସମସ୍ୟା ଲାଗି ରହିଛି। ତେଣୁ ଏହି ସବୁ ସମସ୍ୟା ସମାଧାନ ନ ହେବା ପର୍ଯ୍ୟନ୍ତ ଡ଼ଙ୍ଗରିଆ ନିର୍ବାଚନ ପ୍ରକ୍ରିୟାରେ ସାମିଲ ହେବେ ନାହିଁ ବୋଲି ନିୟମଗିରି ସୁରକ୍ଷା ମଞ୍ଚ ଆବାହକ ଲଦ ସିକକା କହିଛନ୍ତି। ଶେଷରେ କଲ୍ୟାଣସିଙ୍ଗପୁର ଥାନା ଅଧିକାରୀ ନୀଳକଣ୍ଠ ବେହେରା ଘଟଣାସ୍ଥଳରେ ପହଞ୍ଚି ସେମାନଙ୍କୁ ବୁଝୁସୁଝା କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ପରୀକ୍ଷାଫଳ ପ୍ରକାଶିତ: କିଏ କେଉଁ ତାଲିକାରେ ରହିଲେ ଦେଖନ୍ତୁ ପୂରା ଲିଷ୍ଟ…

ପାଟଣା,୬।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ଓ ଅର୍ଥନୈତିକ ଅନଗ୍ରସର ବୃତ୍ତି ପରୀକ୍ଷାଫଳ ୨୦୨୫ ଶୁକ୍ରବାର ପ୍ରକାଶ ପାଇଛି।…

ଜମୁଛି ସ୍କାଉଟ, ଗାଇଡ କ୍ୟାମ୍ପ: ଦ୍ୱିତୀୟ ଦିନରେ ଛାତ୍ରୀଛାତ୍ରଙ୍କୁ ଆକର୍ଷଣ କଲା…

ଦାରିଙ୍ଗବାଡି, ୬ ।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ୩ ଦିନିଆ ୨୨ତମ ଜିଲାସ୍ତରୀୟ…

ସ୍ତ୍ରୀଙ୍କ ସହ ଟପ ମାଓବାଦୀ ନେତା ନିଖିଲକଲେ ଆତ୍ମସମର୍ପଣ

ରାୟଗଡ଼ା,୬।୨(ଆଶିଷ ରଞ୍ଜନ ପଣ୍ଡା): ମାଓବାଦୀ ନେତା ନିଖିଲ୍‌ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶାର ଟପ ମାଓବାଦୀ ନେତା ନିଖିଲ ଓରଫ ନିରଞ୍ଜନ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କ ସହ…

ଜନଗଣନା ପାଇଁ ପ୍ରସ୍ତୁତି: ଏପ୍ରିଲ ୧୬ରୁ କେନ୍ଦୁଝରରେ ଆରମ୍ଭ ହେବ ଗୃହ ତାଲିକା

କେନ୍ଦୁଝର,୬ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଆସନ୍ତା ଜନଗଣନା-୨୦୨୭କୁ ସୂଚାରୁ ରୂପେ ପରିଚାଳନା କରିବା ପାଇଁ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ଜିଲାସ୍ତରୀୟ ସମୀକ୍ଷା ବୈଠକ ଓ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ…

ମହଙ୍ଗା ପଡିଲା ନାବାଳିକାଙ୍କୁ ଗଣବଳାତ୍କାର: ୫ ନାବାଳକଙ୍କୁ ହେଲା…

ବଲାଙ୍ଗୀର,୬।୨ ( ସୁନିଲ କୁମାର ମହାନ୍ତି): ମହଙ୍ଗା ପଡିଲା ସହପାଠିନୀକୁ ଗଣବଳାତ୍କାର କରିବ। ବନ୍ଧାହେଲେ ଛଅ ଜଣ ଅଭିଯୁକ୍ତ । ବାଳସୁଧାର ଗୃହକୁ ପଠାଇଲା ଯୁଭେନାଲ ଜଷ୍ଟିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri