Posted inଖେଳ

ଆଇପିଏଲ୍‌ ପାଇଁ ଦଳରୁ ଅଲଗା ହେବେ ଏହି ଭେଟେରାନ୍‌

ନୂଆଦିଲ୍ଲୀ,୧୩।୧୧: ଭାରତୀୟ କ୍ରିକେଟ ଟିମ୍‌ ଏବେ ଅଷ୍ଟ୍ରେଲିଆ ଗସ୍ତରେ ଅଛି। ଉଭୟ ଟିମ୍‌ ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳାଯିବ। ଏହି ସିରିଜର ପ୍ରଥମ ମୁକାବିଲା ନଭେମ୍ବର ୨୨ରେ ଖେଳାଯିବ। ଏହି ସମୟରେ ଆଇପିଏଲ ୨୦୨୫ ମେଗା ଅକ୍ସନର ଆୟୋଜନ ହେବ। ଏହାର ପ୍ରଭାବ ସିରିଜ ଉପରେ ପଡ଼ିବ ବୋଲି କୁହାଯାଉଛି। କାରଣ ଏହି ଭେଟେରାନ ପର୍ଥ ଟେଷ୍ଟ ଖେଳିପାରିବେ ନାହିଁ।

ଅଷ୍ଟ୍ରେଲିଆର ଏକ ଖବରକାଗଜ ଅନୁଯାୟୀ, ଅଷ୍ଟ୍ରେଲିଆର ସହାୟକ କୋଚ୍‌ ଡେନିଅଲ ଭିଟୋରୀ ଆଇପିଏଲ୍‌ ଅକ୍ସନ ଯୋକୁ ଟୁର୍ନାମେଣ୍ଟର ପ୍ରଥମ ଟେଷ୍ଟରେ ରହିପାରିବେ ନାହିଁ। କାରଣ ସେ ସନରାଇଜର୍ସ ହାଇଦ୍ରାବାଦର ମୁଖ୍ୟ କୋଚ ଅଟନ୍ତି। ଏମିତିରେ ସେ ପ୍ରଥମ ଟେଷ୍ଟ ସମୟରେ ସାଉଦି ଆରବରେ ଥିବେ ।

ଏହାଛଡ଼ା ରିକି ପଣ୍ଟିଂ ଏବଂ ଜଷ୍ଟିନ ଲାଙ୍ଗର ମଧ୍ୟ ପର୍ଥ ଟେଷ୍ଟରେ କମେଣ୍ଟ୍ରି କରିବାକୁ ଉପସ୍ଥିତ ରହିବେ ନାହିଁ। କାରଣ ପଣ୍ଟିଂ ପଞ୍ଜାବ କିଙ୍ଗ୍ସର ମୁଖ୍ୟ କୋଚ ଭାବେ ନିଯୁକ୍ତ ହୋଇଛନ୍ତି। ସେହିଭଳି ଲାଙ୍ଗର ଲକ୍ଷ୍ନୌ ସୁପରଜାଏଣ୍ଟ୍ସରେ ଏହି ଭୂମିକା ତୁଲାଉଛନ୍ତି।

କହିରଖୁଛୁ, ଚଳିତ ବର୍ଷ ଆଇପିଏଲ୍‌ ଅକ୍ସନ ପାଇଁ ୧୫୭୪ ଖେଳାଳି ରେଜିଷ୍ଟର କରାଇଛନ୍ତି। ଏଥିରେ ୩୨୦ କ୍ୟାପ୍‌ଡ ଏବଂ ୧୨୨୪ ଅନ୍‌କ୍ୟାପ୍ଡ ଖେଳାଳି ସାମିଲ ଅଛନ୍ତି। କେବଳ ଅଷ୍ଟ୍ରେଲିଆର ଏଥିରେ ୭୬ ଖେଳାଳି ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri