ହାଣ୍ଡିରୁ ଭାତ ଖାଇଗଲା ଦନ୍ତା

ଢେଙ୍କାନାଳ ଅଫିସ, ୨୯।୧: ଜଙ୍ଗଲ ତଳି ଅଞ୍ଚଳରେ ରହୁଥିବା ପରିବାରର ବାସିପଖାଳ ବାସ୍ନା ହାତୀପଲକୁ ମତୁଆଲା କରୁଛି। ଜମିରୁ ଧାନ ଅମଳ ସରିଯାଇଥିବାବେଳେ ଏବେ ବଣୁଆ ହାତୀ ଜଙ୍ଗଲ ଛାଡ଼ି ଜନବସତି ମୁହଁା ହେଉଛନ୍ତି। ପଖାଳ ଖାଇବାକୁ ଯାଇ ସେମାନେ ଘରଦ୍ୱାର ଭାଙ୍ଗି ପକାଉଛନ୍ତି। ଘଉଡ଼ାଇବାକୁ ଉଦ୍ୟମ କଲେ ହିଂସ୍ର ଆଚରଣ ପ୍ରଦର୍ଶନ କରୁଛନ୍ତି। ତେଣୁ ହାତୀ ଉପଦ୍ରୁତ ଅଞ୍ଚଳବାସୀ ଘରେ ବାସି ଭାତ କିମ୍ବା ପଖାଳ ରଖିବା ବିପଦ ବୋଲି ଢେଙ୍କାନାଳ ଜିଲା ବନ ବିଭାଗ ପକ୍ଷରୁ ସତର୍କ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନିଦ୍ରା ରହିଲେ ମହାପ୍ରଭୁ

ପୁରୀ ଅଫିସ,୧୫।୭: ରଥଯାତ୍ରାଠାରୁ ଆରମ୍ଭ କରି ଆଡ଼ପମଣ୍ଡପ ବିଜେ ପର୍ଯ୍ୟନ୍ତ ସମସ୍ତ ନୀତିକାନ୍ତି ନିର୍ଦ୍ଧାରିତ ସମୟ ପୂର୍ବରୁ ହୋଇଥିଲେ ମଧ୍ୟ ମଙ୍ଗଳବାର ରାତ୍ର ପହୁଡ଼ ନୀତି...

ଅଧିକାରୀ କରୁଛନ୍ତି ପକ୍ଷପାତିତା

ଭୁବନ, ୧୮।୬(ଡି.ଏନ୍‌.ଏ.) ଉନ୍ନୟନମୂଳକ କାର୍ଯ୍ୟରେ ପ୍ରଶାସନିକ ଅଧିକାରୀ ପକ୍ଷପାତିତା କରୁଥିବା ଅଭିଯୋଗରେ ଶୁକ୍ରବାର ଢେଙ୍କାନାଳ ଜିଲା ଭୁବନ ବ୍ଲକ କାର୍ଯ୍ୟାଳୟରେ ବିଡିଓଙ୍କୁ ଘେରିଛନ୍ତି ଭାଜପା କାର୍ଯ୍ୟକର୍ତ୍ତା।...

କାର୍ଯ୍ୟକାରୀ ହେଉନି ଜିଲା ପରିଷଦ ନିଷ୍ପତ୍ତି

ଯାଜପୁର ଅଫିସ,୧୮।୧: ଜିଲା ପରିଷଦ ସହ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା (ଡିଆରଡିଏ) ମିଶ୍ରଣ ହୋଇଯାଇଥିବାରୁ ପରିଷଦର କ୍ଷମତା ବୃଦ୍ଧିପାଇବ ବୋଲି ଆଶା କରାଯାଇଥିଲା। ତଦନୁସାରେ...

କଇଠପଲ୍ଲୀ ଗାଁ ତୋଟାରୁ ମୂଲ୍ୟବାନ ଶାଳ ଗଣ୍ଡି, ପଟ୍ଟା ଜବତ

ଓଡଗାଁ, ୨୭।୬(ସ୍ବ.ପ୍ର.)- ୨୪ ଘଣ୍ଟା ନପୁରୁଣୁ ପୁଣି ଥରେ ଗୁରୁବାର ମଧ୍ୟାହ୍ନରେ ଓଡଗାଁ ବନାଞ୍ଚଳ ଓ ବାହାଡାଝୋଲା ସେକ୍ସନ ଅଞ୍ଚଳରୁ ୧୦ ମୂଲ୍ୟବାନ ଶାଳଗଣ୍ଡି ଓ...

୫୦ ବର୍ଷ ହେବ ଜଙ୍ଗଲ ଜଗୁଛନ୍ତି ଗ୍ରାମବାସୀ

ଉମରକୋଟ, ୨୨।୧୧(ସ୍ବ.ପ୍ର.): ଆଧୁନିକ ଯୁଗରେ ନିଜର କାୟା ଓ ଆଧିପତ୍ୟ ବିସ୍ତାର ପାଇଁ ପରିବେଶ ସନ୍ତୁଳନକୁ ଅଣଦେଖା କରି ଜଙ୍ଗଲ ନଷ୍ଟ କରିବାକୁ କୁଣ୍ଠାବୋଧ କରୁନାହାନ୍ତି...

ଜିଲା ମୁଖ୍ୟ ଚିକିତ୍ସାଳୟ ଅଚାନକ ପରିଦର୍ଶନ କଲେ ଜିଲାପାଳ: ସେବା ସମ୍ପର୍କରେ ରୋଗୀଙ୍କୁ ପଚାରିଲେ, ସମସ୍ୟା ବୁଝିଲେ

ଅନୁଗୋଳ ଅଫିସ, ୧୩।୧୦ – ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ କିପରି ସେବା ଯୋଗାଇ ଦିଆଯାଉଛି ତାହାର ତଦାରଖ ପାଇଁ ଶନିବାର ପୂର୍ବାହ୍ନ ୧୧ଟାରେ...

ଗଛମୂଳେ କ୍ୱାରାଣ୍ଟାଇନରେ ଶ୍ରମିକ

ନୂଆପଡା ଅଫିସ/ବୋଡେନ,୨୪|୪ – କରୋନା ଲକ୍‌ଡାଉନ ପରେ ଶ୍ରମିକମାନେ ଜିଲା ତଥା ରାଜ୍ୟ ବାହାରେ ହଇରାଣ ହେବା ପରେ ବିକଳ୍ପ ଚିନ୍ତା କରି ଘରକୁ ଫେରିଆସୁଛନ୍ତି।...

ଟାର୍ଗେଟକୁ ନେଇ ଟୋକନଧାରୀ ଅସନ୍ତୁଷ୍ଟ

ଅନୁଗୋଳ ଅଫିସ, ୨୨।୨: ଚାଷୀଙ୍କଠାରୁ ଧାନ କିଣିବାକୁ ସରକାରଙ୍କ ପକ୍ଷରୁ ମଣ୍ଡି ବ୍ୟବସ୍ଥା ହୋଇଛି। କେତେ ଅନ୍ନଦାତା କେତେ ଜମିରେ କରିଥିବା ଫସଲ ବିକ୍ରି କରିବେ ସେ...

Advertisement
Archives

Model This Week