ହାଇକୋର୍ଟରୁ ନିରାଶ ହେଲେ ଦାରା ସିଂ

କଟକ ଅଫିସ୍‌,୭।୯: ଖ୍ରୀଷ୍ଟିଆନ ପାଦ୍ରୀ ଅରୁଲ ଦସ ହତ୍ୟା ମାମଲାରେ ଦାରା ସିଂ ହାଇକୋର୍ଟରୁ ନିରାଶ ହୋଇଛନ୍ତି। ନିମ୍ନ ଅଦାଲତଙ୍କ ଦଣ୍ଡାଦେଶ ହାଇକୋର୍ଟରେ କାଏମ ରହିଛି। ଦାରା ସିଂ ଓ ତାଙ୍କ ସହଯୋଗୀ ରାଜ କିଶୋର ମହନ୍ତ, ଯଦୁନାଥ ମହନ୍ତ ଏବଂ ଚେମା ହୋ’ଙ୍କ ଅପିଲକୁ ହାଇକୋର୍ଟ ଖାରଜ କରିଛନ୍ତି।
ସୂଚନାଯୋଗ୍ୟ, ୧୯୯୯ ମସିହା ସେପ୍ଟେମ୍ବର ମାସରେ ମୟୂରଭଞ୍ଜ ଜିଲାର ଜାମବନି ଗାଁରେ ଫାଦର୍‌ ଅରୁଲ ଦସଙ୍କୁ ତୀର ମାରି ହତ୍ୟା କରାଯାଇଥିଲା। ଦାରା ସିଂ ଓ ତାଙ୍କ ଅନ୍ୟ ସହଯୋଗୀମାନେ ଫାଦର ଅରୁଲଙ୍କୁ ହତ୍ୟା କରିବା ପରେ ଚର୍ଚ୍ଚରେ ନିଆଁ ଲଗାଇ ଫେରାର ହୋଇ ଯାଇଥିଲେ। ଏହି ଘଟଣାରେ ମୟୂରଭଞ୍ଜ ପୋଲିସ ସେମାନଙ୍କୁ ଗିରଫ କରିଥିଲା। ୨୦୦୭ ସେପ୍ଟେମ୍ବରରେ ଏହି ମାମଲାର ରାୟ ପ୍ରକାଶ ପାଇଥିଲା। ମୟୂରଭଞ୍ଜ ନିମ୍ନ ଅଦାଲତ ମାମଲାକୁ ବିଚାର କରି ଅଭିଯୁକ୍ତ ଦାରା ସିଂ ଓ ତାଙ୍କର ତିନି ସହଯୋଗୀଙ୍କୁ ଆଜୀବନ କାରାଦଣ୍ଡାଦେଶରେ ଦଣ୍ଡିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଟାୱାର ଉପରକୁ ଚଢି ଏମିତି କାଣ୍ଡ କଲେ ଯୁବକ, ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

କୋରାପୁଟ, ୩୦।୩(ଅମିତାଭ ବେହେରା ): ମୋବାଇଲ ଟାୱାର ଉପରକୁ ଚଢି ଜଣେ ମଦ୍ୟପ ଯୁବକ ଉନ୍ମତ୍ତ କାଣ୍ଡ ସୃଷ୍ଟି କରିଥିବା ଘଟଣା କୋରାପୁଟ ଜିଲାରେ ଚର୍ଚ୍ଚାର ବିଷୟ…

ବିଜେଡିକୁ ଶକ୍ତ ଧକ୍କା: ଭାଜପାରେ ମିଶିଲେ ବିଜେଡି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର

କେନ୍ଦୁଝର,୩୦।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ବରୋଦା ପ୍ରସନ୍ନ ଦାସଙ୍କ ସମେତ ଆଠ ଜଣ କାଉନସିଲର ସୋମବାର ବିଧିବଦ୍ଧ ଭାବେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

ଶହୀଦ ଗ୍ରାମରକ୍ଷୀଙ୍କ ପରିବାରକୁ ଭେଟି ସମ୍ବର୍ଦ୍ଧିତ ଜଣାଇଲେ ଏସଡିପିଓ, ଝିଅର ପାଠପଢାକୁ ନେଇ ଦେଲେ ଏମିତି ପ୍ରତିଶ୍ରୁତି

ପଟ୍ଟାଙ୍ଗି, ୩୦।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅଧୀନରେ କାର୍ଯ୍ୟ କରୁଥିବା ସ୍ବର୍ଗତ ଗ୍ରାମରକ୍ଷୀ ଜଗା ଖିଲଙ୍କ ମା , ଝିଅ ଏବଂ ସ୍ତ୍ରୀଙ୍କୁ…

ଏଣିକି ଗୁଳିର ଜବାବ ଗୁଳିରେ ଦେବୁ: ଲୋକ ସଭାରେ କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୩୦।୩: ଲୋକ ସଭାରେ ‘ନକ୍ସଲମୁକ୍ତ ଭାରତ’ ସମ୍ପର୍କରେ ଆଲୋଚନାରେ ଭାଗ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ,…

ଶିମିଳିପାଳ ସୁରକ୍ଷା ପାଇଁ ଏକାଠି ହେଲେ ଗ୍ରାମବାସୀ

ବାରିପଦା,୩୦ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶ୍ୟାମାଖୁଣ୍ଟ ବ୍ଲକ ଅଧୀନ ରଙ୍ଗମାଟିଆସ୍ଥିତ ପଞ୍ଚାୟତ କଲ୍ୟାଣ ମଣ୍ଡପରେ ଶିମିଳିପାଳର ସୁରକ୍ଷା ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।…

ତହସିଲଦାରଙ୍କୁ ବିଧାୟିକା ସ୍ବାମୀଙ୍କ ହତ୍ୟା ଧମକ ମାମଲା: ୱାରେଣ୍ଟ ପାଇଁ କୋର୍ଟରେ ଆବେଦନ କଲା ପୋଲିସ

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ): ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରିବା ଏବଂ ତହସିଲଦାରଙ୍କୁ ହତ୍ୟା ଧମକ ଦେବା ଅଭିଯୋଗରେ କଳାହାଣ୍ଡି ଜିଲା ନର୍ଲା ବିଜେଡି ବିଧାୟିକା ମନୋରମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri